-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ଭକ୍ତଙ୍କ ପାଇଁ କେବେ ଖୋଲିବ ଘଟଗାଁ ମା’ ତାରିଣୀଙ୍କ ମନ୍ଦିର ? ମାମଲା ଗଲା ହାଇକୋର୍ଟ

01-Oct-2020



କେନ୍ଦୁଝର ୦୧/୧୦ : କେନ୍ଦୁଝର ଘଟଗାଁସ୍ଥିତ ପ୍ରସିଦ୍ଧ ପୀଠ ତାରିଣୀ ମନ୍ଦିର ଖୋଲିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି । ତାରିଣୀ ମନ୍ଦିର ଏକ ଖୋଲା ମନ୍ଦିର । ଏଠାରେ କୌଣସି ଗର୍ଭଗୃହ ନାହିଁ । ଭିଡ଼ ଆଶଙ୍କା ନାହିଁ । ତେଣୁ ମା’ଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଲାଗି ଏଠାରେ କୌଣସି ସମସ୍ୟା ହେବନି । ଏଠାରେ ସାମାଜିକ ଦୂରତ୍ୱ ମଧ୍ୟ ରଖାଯାଇ ପାରିବ । ତେଣୁ ଏହି ମନ୍ଦିର ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ଦେବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି । କେନ୍ଦୁଝରର ପ୍ରତାପ ଚନ୍ଦ୍ର ରାଉତ ଏହି ମାମଲା ରୁଜୁ କରିଛନ୍ତି । ସେ ତାଙ୍କ ପିଟିସନ୍‌ରେ ଉଲ୍ଲେଖ କରିଛନ୍ତି ଯେ, କରୋନା ସଂକ୍ରମଣ ପୃଥିବୀର ପ୍ରାୟ ୨ଶହ ଦେଶରେ ଚାଲିଛି । ସଂକ୍ରମଣର ସ୍ଥିତିକୁ ନେଇ କୌଣସି ବିଶେଷଜ୍ଞ କିଛି ବି ନିଷ୍କର୍ଷରେ ଏପର୍ଯ୍ୟନ୍ତ ପହଞ୍ଚି ପାରିନାହାନ୍ତି ।*

*କିନ୍ତୁ ଏହା ସତ୍ତ୍ୱେ ପ୍ରତ୍ୟେକ ଦେଶରେ ଧର୍ମାନୁଷ୍ଠାନ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିଛି । କେନ୍ଦ୍ର ସରକାର ପୂର୍ବରୁ ମନ୍ଦିର ଆଦି ଖୋଲିବା ଉପରେ କଟକଣା ଜାରି କରିଥିଲାବେଳେ ପରେ ମନ୍ଦିର, ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି । କିନ୍ତୁ ଏହା ସତ୍ତେ୍ୱ ଓଡ଼ିଶା ସରକାର ଧର୍ମାନୁଷ୍ଠାନ ଖୋଲିବା ଉପରେ କଟକଣା ଜାରି କରିଛନ୍ତି । କେନ୍ଦୁଝରର ଘଟଗାଁ କଣ୍ଟେନ୍‌ମେଣ୍ଟ ଜୋନ୍‌ ମଧ୍ୟରେ ଆସୁନାହିଁ । ଯଦି ଘଟଗାଁ ତାରିଣୀ ମନ୍ଦିରର ସ୍ଥିତିକୁ ଦେଖାଯାଏ ତାହେଲେ ଏହା ଚତୁଃପାଶ୍ୱର୍ରୁ ଏକ ଖୋଲା ମନ୍ଦିର । ଏହାର ଗୋଟିଏ ପ୍ରବେଶ ଦ୍ୱାର ରହିଥିଲା ବେଳେ ଗୋଟିଏ ପ୍ରସ୍ଥାନ ଦ୍ୱାର ରହିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ମନ୍ଦିରର କୌଣସି ଗର୍ଭଗୃହ ନାହିଁ । ଫଳରେ ମନ୍ଦିରକୁ ପ୍ରବେଶ ବେଳେ ଭିଡ଼ ହେବାର କୌଣସି ସମ୍ଭାବନା ନାହିଁ । ତେଣୁ ମନ୍ଦିରରେ ଭକ୍ତଙ୍କ ଦର୍ଶନ ପାଇଁ ଅନୁମତି ପ୍ରଦାନ କରିବା ଲାଗି ଅଦାଲତ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ମାମଲାକୁ ଆଇନଜୀବୀ ସୁରଜ କୁମାର ମହାପାତ୍ର ରୁଜୁ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like