-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||     

HOME   ଜିଲ୍ଲା

ବୌଦ୍ଧରେ ଶେଷ ହେଲା କଳାକାର ଚୟନ ପ୍ରକ୍ରିୟା

08-Jul-2022



ବୌଦ୍ଧ:  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରାୟୋଜିତ ପଂଜିକୃତ କଳାକାରଙ୍କ ଦୁଇଦିନିଆଁ ଚୟନ ପ୍ରକ୍ରିୟା ବୌଦ୍ଧ ଟାଉନହଲଠାରେ ଶାନ୍ତି ଶୃଙ୍ଖଳାର ସହିତ ଶେଷ ହୋଇଛି । ଏହି ଚୟନ କାର୍ଯ୍ୟକ୍ରମରେ ଜିଲ୍ଲାର ବଛା ବଛା ୨୧ ଗୋଟି ସାଂସ୍କୃତିକ ଦଳ ଅଂଶଗ୍ରହଣ କରି ସେମାନଙ୍କର କଳା

ପ୍ରଦର୍ଶନ କରିଥଲେ । ସେମାନଙ୍କ ମଧ୍ୟରୁ ଗୌର ନିତାଇ ସଂକିର୍ତ୍ତନ ମଣ୍ଡଳୀ କରଞ୍ଜକଟା,ରାଧାକୃଷ୍ଣ ସଂକିର୍ତ୍ତନ ମଣ୍ଡଳୀ ପଲସପାଟ,ଜାଗୃତୀ ବିଜୟା ପାଲା ସଂସଦ ମହାକୁଡ ପାଲି,ଯାତ୍ରୀ ଖଟଖଟିଆ,ପୁର୍ଣ୍ଣମାସୀ ସଂକିର୍ତ୍ତନ ମଣ୍ଡଳୀ ବାଉଁଶୁଣୀ ଟିକିରାପଡା,ଗେହ୍ଲାମା କଳାନିକେତନ ବୌଦ୍ଧ,ରାମଲୀଳା ନାଟ୍ୟ ସଂସଦ ବାଉଁଶୁଣୀ ଛକ,ଶ୍ରୀଚୈତନ୍ୟ ଠାକୁର ସଂକିର୍ତ୍ତନ ମଣ୍ଡଳୀ,ଆକୃତି ବୌଦ୍ଧ,ରୁଦ୍ର ଭୈରବୀ କ୍ଲବ ବୌଦ୍ଧ ଓ ପ୍ରଣାମ ଅନୁଷ୍ଠାନ ବୌଦ୍ଧ ସର୍ବଶ୍ରେଷ୍ଠ ବିବେଚିତ ହୋଇଥିଲେ । ସେହିପରି ଶ୍ରୀଶ୍ରୀ ଜଗାବଳିଆ ସାଂସ୍କୃତିକ ମଣ୍ଡଳୀ ହାଟଗାଁ ,ବାବା ଚମ୍ପେଶ୍ୱର କଳା ପରିଷଦ କେଲାକଟା,ଗୌତମ ବୁଦ୍ଧ ରାଷ୍ଟ୍ରୀୟ ଶାନ୍ତି ପରିଷଦ କେଳାକଟା,ମା ପୁର୍ଣ୍ଣମାସୀ ପାଲା ସଂସଦ ବ୍ରାହ୍ମଣୀ,ମା ପନ୍ଥେଇ ଦୁର୍ଗା ପାଲା ସଂସଦ ବଡଖଲିଗାଁ ମଧ୍ୟ ସେମାନଙ୍କର ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ ।   ଏହି କାର୍ଯ୍ୟକ୍ରମରେ ବିଚାରକ ଭାବେ

ଲକ୍ଷ୍ମଣ ମହାପାତ୍ର. ତୁଷାରକାନ୍ତ ପଟ୍ଟନାୟକ , ଭବାନୀ ଶଙ୍କର ମହାପାତ୍ର.  ହରିହର ପ୍ରଧାନ, ବାସୁଦେବ ପାତ୍ର, ବସନ୍ତ କୁମାର ବୋଷ ପ୍ରମୁଖ ଯୋଗ ଦେଇଥିଲେ । ଜିଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଓ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ  କାର୍ଯ୍ୟକ୍ରମକୁ ତଦାରଖ କରିବା ସହ ଯୋଗଦେଇଥିବା କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ । ସର୍ବଶ୍ରେଷ୍ଠ କଳା ପ୍ରଦର୍ଶନ କରିଥିବା ସାଂସ୍କୃତିକ ଦଳ ଗୁଡିକୁ ଆଗାମୀ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ କରାଯିବ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026

You Might Also Like