-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||     

HOME   ଜିଲ୍ଲା

ହେପି ହେଣ୍ଡସ ଫର ଦି ଡେଫ ସ୍କୁଲ" ପରିଦର୍ଶନ କଲେ ଭାରତର ବିଭିନ୍ନ ପ୍ରଦେଶର ପ୍ରତିଷ୍ଠିତ ମୁକବଧିର ଯୁବକ

09-Jul-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା-ଚଢ଼େଇପଙ୍କ ମହାନଦୀ ସେତୁ ଆରପଟରେ ଥିବା ଶିଖା ଇକୋ ଭିଲେଜ ଅନ୍ତର୍ଗତ ହେପି ହେଣ୍ଡ ସ୍କୁଲ ଫର ଦି ଡେଫ କୁ ଭାରତର ବିଭିନ୍ନ ପ୍ରଦେଶରୁ ପ୍ରତିଷ୍ଠିତ ମୁକବଧିର ଯୁବକ ମାନେ ପରିଦର୍ଶନରେ ଆସିଥିଲେ। ଯୁବକ ମାନେ ମୁକବଧିର ହୋଇ ମଧ୍ୟ ବିଭିନ୍ନ ଚାକିରୀ ଏବଂ ବ୍ୟବସାୟ କରି ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି। ହେପି ହେଣ୍ଡସ ସ୍କୁଲର କୁନି କୁନି ପିଲାମାନେ ସେହି ଯୁବକ ମାନକୁ ସ୍ୱାଗତ କରି ତାଙ୍କ ସହିତ ବେଶ କିଛି ସମୟ ଅତିବାହିତ କରିଥିଲେ। ଯୁବକ ମାନେ ଛୋଟ ଛୋଟ ପିଲାମାନଙ୍କର ସାଙ୍କେତିକ ଭାଷା ଏବଂ ଅନ୍ୟ ବିଷୟ ମାନଙ୍କର ଜ୍ଞାନ ଦେଖି ବେଶ ପ୍ରଭାବିତ ହୋଇଥିଲେ। ହେପି ହେଣ୍ଡସ ଫର ଦି ଡେଫ ସ୍କୁଲର ପ୍ରତିଷ୍ଠାତା ଶିବାଜୀ ପଣ୍ଡା ସୁଦୂର ଲଣ୍ଡନ ସ୍ଥିତ ଅକ୍ଲାନ ଇଉନିଭରସିଟିରେ ଲିଙ୍ଗୁଇଷ୍ଟିକ ପ୍ରଫେସର ଭାବରେ କାର୍ଯ୍ୟ କରୁଥିଲେ। ବିଭିନ୍ନ ଦେଶ ବିଦେଶ ବୁଲି ମୁକବଧିର ପିଲାମାନଙ୍କର ପାଠପଢା ଉପରେ ଅନୁସନ୍ଧାନ କରୁଥିଲେ।କିନ୍ତୁ କାହିଁକି କେଜାଣି ଶ୍ରୀ ପଣ୍ଡା ହଠାତ ମୋଟା ଅଙ୍କର ଚାକିରୀ ଛାଡି ତାଙ୍କର ମା ମାଟି ବିନିକା ବ୍ଳକ ସିନ୍ଦୁରପୁର ଗ୍ରାମକୁ ଚାଲିଆସି ଏଠାରେ ଗୋଟିଏ ମୁକବଧିର ସ୍କୁଲ ପ୍ରତିଷ୍ଠା କରିଥିଲେ। ସେହି ସ୍କୁଲରେ ମୁକବଧିର ଛାତ୍ର ମାନକୁ ମାଗଣାରେ ଶିକ୍ଷା ସହ ରହିବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ବର୍ତ୍ତମାନ ସ୍କୁଲ ଟି ଉଲ୍ଲୂଣ୍ଡା ବ୍ଲକ ସ୍ଥିତ ଚଢ଼େଇପଙ୍କ ଠାରେ ଅବସ୍ଥାପିତ। ସ୍କୁଲରେ ବର୍ତ୍ତମାନ 40 ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ଛାତ୍ରଛାତ୍ରୀ ମାନେ ସୁବର୍ଣ୍ଣପୁର ଜିଲ୍ଲା ସହ ସୁନ୍ଦରଗଡ, ଝାରସୁଗୁଡା,ବଲାଙ୍ଗୀର, ପାଟଣାଗଡ଼, ବ୍ରହ୍ମପୁର,ବରଗଡ,ଦିଲ୍ଲୀ,ଉତ୍ତରପ୍ରଦେଶରୁ ଆସି ଏଠାରେ ରହି ପାଠ ପଢୁଛନ୍ତି।କିନ୍ତୁ ଅତ୍ୟନ୍ତ ଦୁଃଖର ବିଷୟ ସ୍କୁଲଟି ଦେଶ ବିଦେଶରେ ନା କଲେ ମଧ୍ୟ ଓଡିଶା ସରକାରଙ୍କ ତରଫରୁ ବର୍ତ୍ତମାନ ଯାଏଁ ଦୃଷ୍ଟି ଗୋଚର ହୋଇ ପାରିନାହିଁ। ତେଣୁ ଏହି ସ୍କୁଲର ଉନ୍ନତି ଦିଗରେ ସରକାର  ଅନୁଦାନ ଯୋଗାଇ ଦେଲେ ପଡୁଥିବା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜଳମୟ ହେବା ସହ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ସ୍କୁଲର ରୂପରେଖ ବଦଳିଯିବ ଏବଂ ସମସ୍ତଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026

You Might Also Like