-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||     

HOME   ଜିଲ୍ଲା

ଦର୍ଶନ ଙ୍କୁ ଶ୍ରୀଜଗନ୍ନାଥ ଙ୍କ ପ୍ରେମରେ ବାନ୍ଧିବା ର ପ୍ରୟାସ ସଫଳ

09-Jul-2022



ବରଗଡ:-ବରଗଡ ଜିଲ୍ଲା ପଦ୍ମପୁର ସ୍ଥିତ ଗୋପାଲଜୀ ମନ୍ଦିର ପ୍ରାଙ୍ଗଣରେ ରଥଯାତ୍ରା ମହୋତ୍ସବ-୨୦୨୨ ମହାସମାରୋହରେ ପାଳିତ ହୋଇଯାଇଛି।ତା ୦୧.୦୭.୨୦୨୨ ଶୁକ୍ରବାର ଦିନ ମେହେର ପଡା ସ୍ଥିତ ଶ୍ରୀମନ୍ଦିର ରୁ ରଥାରୁଢ଼ ହୋଇ ତିନି ଠାକୁର ଗୋପାଲଜୀ ମାଉସୀ ମନ୍ଦିର କୁ ଆଗମନ କରିଥିଲେ।ଦିର୍ଘ ୭ ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଂଧ୍ୟା ୦୬.୩୦ ମିନିଟ ରେ ପ୍ରଭୁଙ୍କ ମହାଆଳତି

ପରେ ଭକ୍ତିଭାବନା ପୂର୍ବକ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ପ୍ରତ୍ୟହ ସାହିତ୍ୟ,କଳା, ସାମାଜିକ ସ୍ତରର ବ୍ୟକ୍ତି ବିଶେଷ ଙ୍କୁ ମାନପତ୍ର ସହ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମ କୁ ପ୍ରତ୍ୟହ ନିମନ୍ତ୍ରିତ ହୋଇ ଆସିଥିବା ଅତିଥି ଗଣ ଏହି ମହାନ ବ୍ୟକ୍ତି ଙ୍କୁ ଉପଢୌକନ ସହ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରୁଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପ୍ରବଚନ,ପାଲା,ବୈଠକୀ କିର୍ତ୍ତନ୍ୟ ପରିବେଷଣ ସହ ଭଜନ ସଂଧ୍ୟା ରେ ଓଡ଼ିଶା ର ବିଭିନ୍ନ ପ୍ରାନ୍ତର ଅନୁଷ୍ଠାନ ମାନ ଆସି ଦର୍ଶକ ମାନଙ୍କୁ ଜଗନ୍ନାଥ ପ୍ରେମରେ ବାନ୍ଧିବା ର ପ୍ରୟାସ ଜାରି ରଖିଥିଲେ। ସଭାପତି ମହିପାଳ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ କାର୍ଯ୍ୟକ୍ରମ ସୁଚାରୁରୂପେ ପରିଚାଳିତ ହୋଇଥିଲା । ଉପସଭାପତି ହରିଚନ୍ଦନ ସାହୁ ସମ୍ପାଦକ ବିଜୟ କୁମାର ଦାନୀ,ସାହୁପଡାବାସୀ ରାଜେନ୍ଦ୍ର ସାହୁ,ଲବଣୀ ସାହୁ,ସୁରଜ ପ୍ରସାଦ ସାହୁ,ପପୁ ସାହୁ,ଶମ୍ଭୁ ପ୍ରସାଦ ସାହୁ,

ନନ୍ଦକିଶୋର ସାହୁ, ସୁବ୍ରତ ସାହୁ ପ୍ରମୁଖ ଙ୍କ ସହାୟତା ରେ ମହାପ୍ରଭୁଙ୍କ କାର୍ଯ୍ୟକ୍ରମ କ୍ରମ ସାଫଲ୍ୟ ମଣ୍ଡିତ  ହୋଇଛି।ଏ ପରିପ୍ରେକ୍ଷୀରେ ସମସ୍ତ  ସାହୁପଡା ର  ଯୁବ ସଂଗଠନ ତିନି ଠାକୁର ଙ୍କୁ ବାହୁଡ଼ା ଯାତ୍ରା ରେ ପହଣ୍ଡିବିଜେ ରେ ରଥଟାଣି ଶ୍ରୀମନ୍ଦିର ପର୍ଯ୍ୟନ୍ତ ନେଇଯାଇଥିଲେ। ରଥଯାତ୍ରା ମହୋତ୍ସବ
୨୦୨୨ ସଫଳ ହୋଇଥିବାରୁ ପଦ୍ମପୁର ସହରବାସୀ କାର୍ଯ୍ୟକ୍ରମ ରେ ଜଡିତ ଥିବା ସମସ୍ତ କର୍ମକର୍ତ୍ତା ତଥା ମା ଭଉଣୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026

You Might Also Like