-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ମନୋରଞ୍ଜନ

‘ପ୍ରେମ ଲେଖିଦେଲି ତୋ ନାଁରେ’ର ଶୁଭ ମହୁରତ

09-Jul-2022



ଭୁବନେଶ୍ବର : ‘ପ୍ରେମ ଲେଖିଦେଲି ତୋ ନାଁରେ’ର ଶୁଭ ମହୁରତ ଅନୁଷ୍ଠିତ ହୋଇଛି । ଭୁବନେଶ୍ୱର ଆର୍ଯ୍ୟ ପ୍ୟାଲେସ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ କଳାକାର ଯୋଗ ଦେଇଥିଲେ । ଆଜି ଏହାର ଶୁଭ ମହୁରତ ହେବା ସହ ଅଗଷ୍ଟ ପ୍ରଥମ ସପ୍ତାହରୁ ସୁଟିଂ ଆରମ୍ଭ ହେବ ବୋଲି ପ୍ରଯୋଜନା ସଂସ୍ଥା ସୂଚନା ଦେଇଛି । ଏଥିରେ ନୂଆ ଯୋଡି ଭାବେ ପ୍ରେମ୍‌, ସୁସ୍ମିତା ନଜର ଆସିବେ । ଏମାନଙ୍କ ସହ ପୂଜା, ଆଶୁତୋଷ, ରବି

ମିଶ୍ର, ଦେବଦତ୍ତ, ତପସ୍ୱିନୀ ପ୍ରମୁଖ ଅଭିନୟ କରିଛନ୍ତି । ସତ୍ୟ ନାରାୟଣ ସାହୁ ସିନେମାରେ ନୂଆକରି ନିର୍ଦ୍ଦେଶନା ଦେଇଥିବା ବେଳେ ଟୁଟୁ ନାୟକ ନୂଆ କରି ପ୍ରଯୋଜନା ଭାର ତୁଲାଇଛନ୍ତି । ସେହିପରି ନନ୍ଦିନୀ ଆଇ ଲଭ ୟୁ, ମିତରେ ମିତ ଭଳି ଅନେକ ସୁପରହିଟ ଚଳଚ୍ଚିତ୍ରରେ ସଂଗୀତ ନିର୍ଦ୍ଦେଶନା ଦେଇଥିବା ପ୍ରଶାନ୍ତ ପାଢ଼ୀ ଏହି ସିନେମାରେ ସଂଗୀତ ସଜାଇଛନ୍ତି । ଓଲିଉଡର ସୁପରହିଟ ଯୋଡି ବିନି ପଟ୍ଟନାୟକ ଓ ସଚ୍ଚିକାନ୍ତ ଜେନା ଏହି ସିନେମାରେ ପ୍ରଯୋଜନା ଦାୟିତ୍ୱ ନେଇଛନ୍ତି । ଏଥଗ ପୂର୍ବରୁ ସୁନ୍ଦରଗଡ ର ସଲମନ୍ ଖାନ୍, ଝିଅଟା ବିଗିଡି

ଗଲା ଓ ବଜରଙ୍ଗୀ ଭଳି ଅନେକ ସୁପରହିଟ୍ ଚଳଚ୍ଚିତ୍ର ମୁନ୍ ଟିଭି ମୁଭିଜ୍ ଓଡ଼ିଶାର ଦର୍ଶକମାନଙ୍କୁ ଭେଟି ସାରିଛି ।ଲୁବୁନ-ଟୁବୁନ କ୍ୟୋରିଓଗ୍ରାଫି କରୁଥିବା ବେଳେ ପ୍ରଣୟ ଜେଠୀ କ୍ରିଏଟିଭ ହେଡ ରହିଛନ୍ତି । ଆଜିର କାର୍ଯ୍ୟକ୍ରମରେ ସମାଜସେବୀ ଶଶୀ କୁମାର ସାହୁ ମହୁରତ କ୍ଲାପ୍ ଦେଇଥିଲେ । ତାଙ୍କ ସହ ପ୍ରଯୋଜକ ଟୁଟୁ ନାୟକ,ଅତିସ କୁମାର ରାଉତ,ରମେଶ ବାରିକ, ଶ୍ରୀଧର ମାର୍ଥା ଓ ନିର୍ଦ୍ଦେଶକ ଅବତାର ସିଂ ପ୍ରମୁଖ ଯୋଗ ଦେଇଥିଲେ ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm