-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ବାହୁଡା ଯାତ୍ରା ମହାସମାରୋହରେ ପାଳିତ

10-Jul-2022



 ବଲାଙ୍ଗିର - ମାଉସୀ ଘରୁ ବାହୁଡ଼ିଛନ୍ତି ତିନି ଠାକୁର । ହସ୍ପିଟାଲ ପାଖରେ ଥିବା ମାଉସୀ ମନ୍ଦିରରୁ ଗୋପାଳଜି ମନ୍ଦିର, ରାମ ମନ୍ଦିର ରୁ ଚାନ୍ଦ ମନ୍ଦିର ଜୀଉ. ଟିକରାପଡ଼ା ଛକରେ ଗାନ୍ଧୀ ପାଠାଗାର ରୁ ଥିବା ଜଗନ୍ନାଥ ପଡା ଜୀଉ . ସାହାଣୀ ମନ୍ଦିର ଜୀଉ ବଲାଙ୍ଗିର ବଡ ଦାଣ୍ଡରେ ପ୍ରତ୍ୟାବର୍ତନ କରିଥିଲେ. ପ୍ରଶାସନ ଓ ପୋଲିସ୍ ପ୍ରତ୍ୟେକ ବ୍ୟବସ୍ଥା ଦେଖୁଥିବା ବେଳେ ଏଠାରେ ଭକ୍ତଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରବଳ ଉତ୍ସାହ ଦେଖା ଯାଇଥିଲା. ଏହି କ୍ରମରେ ରଥଯାତ୍ରା ଦିନ ସ୍ଥାନୀୟ ୧୮୯ ବାଟାଲିଅନ୍ ସିଆରପିଏଫ୍ ମୁଖ୍ୟାଳୟରୁ କଲେଜଛକ ସ୍ଥିତ ମାଉସୀ ମନ୍ଦିର(ଦୁର୍ଗା ମଣ୍ଡପ)କୁ ଯାଇଥିବା ଦାରୁବ୍ରହ୍ମଙ୍କ ରଥ ଫେରିଛି ପୁଣି ସିଆରପିଏଫ୍ ମୁଖ୍ୟାଳୟର ମନ୍ଦିରକୁ । ସହସ୍ରାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ହରିବୋଲ, ହୁଳହୁଳିରେ ଉଛୁଳି ପଡ଼ିଛି l ଶାନ୍ତିପଡ଼ା ଦାଣ୍ଡ । ସିଆରପିଏଫ୍ ଅଧିକାରୀ ତଥା ଯବାନ ସମୂହ ଏବଂ ସ୍ଥାନୀୟ ଲୋକେ ଓ ମା’ ମାଉସୀମାନେ ବଡ଼ ଉତ୍ସାହର ସହ ଦାରୁବ୍ରହ୍ମଙ୍କ ରଥକୁ ଟାଣି ଆଣିଛନ୍ତି ସିଆରପିଏଫ୍ ମୁଖ୍ୟାଳୟ ପର୍ଯ୍ୟନ୍ତ । ଏହି ଅବସରରେ ଅବସରପ୍ରାପ୍ତ ସୈନିକ ସଂଘର ସଂପାଦକ ପ୍ରତାପ ରଥ ଧାରା ବିବରଣୀ ପ୍ରଦାନ କରି ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କୁ ଉତ୍ସାହିତ କରିଥିବା ଦେଖିବାକୁ ମିଳିଛି । ଲୋକଙ୍କ ଆନନ୍ଦ ଉଲ୍ଲାସରେ ଉଛୁଳି ପଡ଼ିଛି ସାରା ଅଂଚଳ ।

ଠିକ୍ ସେପରି ଠିକାଦାର ପଡା ଜଗନ୍ନାଥ ମହାପ୍ରଭୁଙ୍କ ରଥ ନୂଆପଡ଼ା ମାଉସୀ ମନ୍ଦିର ରୁ ବରପାଲୀ ପଡା ନୂଆପଡ଼ା ଠିକାଦାର ପଡା ର ପତାବାଲା ଛକରେ ଯାଇ ଆସିଥିଲା. ଏଠାରେ ଘରକୁ ଘର ଶ୍ରଦ୍ଧାଳୁ ମାନେ ପୂଜା ଅର୍ଚନା କରି ଥିଲେ. ରଥ କମିଟି ମୁଖ୍ୟ ସୂର୍ଯ୍ୟ ମିଶ୍ର, ଗୋପାଳ ତ୍ରିପାଠୀ, ପୂଜକ ଦେବେନ୍ଦ୍ର ମିଶ୍ର ସମେତ ଯୁବକ ମାନେ ସବୁ ବ୍ୟବସ୍ତା ବୁଝିଥିଲା ବେଳେ ସବୁଠାରେ ମହିଳା ଶିଶୁ ଓ ପୁରୁଷ ଭକ୍ତ ମାନେ ରଥ କୁ ଟାଣିଆଣି ଥିଲେ .ଦୁଇବର୍ଷ ପରେ ଭଗବାନ ରଥ ରେ ଦର୍ଶନ ଦେଉଥିବା ଯୋଗୁଁ ଭକ୍ତ ଙ୍କ ମଧ୍ୟ ରେ ଅଧିକ୍ ଉତ୍ସାହଜନକ ଥିଲା. l

( ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍) 


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like