-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଜିଲ୍ଲା

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

10-Jul-2022



ବଲାଙ୍ଗିର, ବଲାଙ୍ଗିର ସହର ର ପି.ପି.ଏକାଡେମୀ ଠାରେ ସଂଜିବନୀ ଓ ୧୮୯-ବେଟାଲିୟାନ ସିଆରପିଏଫ୍ ଯବାନମାନଙ୍କ ମିଳିନ ଅନୁକୁଲ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସଂଜିବନୀ ର ସଂପାଦକ

ସୁମିତ ରାମ ଭରଦ୍ୱାଜଙ୍କ ସଭାପତିତ୍ୱ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ସିଆରପିଏଫ୍ କମାଣ୍ଡିଙ୍ଗ ଅଫିସର ପବନ କୁମାର ତିୱାରୀ  ଓ ସମ୍ମାନିତ ଅତିଥି ଭାବରେ ସ୍ୱେତା ତିୱାରୀ, ଆଇଡିଏମ୍ ପବ୍ଲିକ ସ୍କୁଲର ପ୍ରିନ୍ସିପାଲ ବବିତା ଦକ୍ଷିତ, ମ୍ୟାନେଜର ଶଶିଭୂଷଣ ଦିକ୍ଷିତ, ଏସ୍‌ବିଆ ଶାଖାର ପ୍ରବନ୍ଧକ ସତ୍ୟନାରାୟଣ ମାଝି ଯୋଗ ଦେଇଥିଲେ । ରକ୍ତର କୌଣସି ବିକଳ୍ପ ନାହିଁ । ଯେତେ ଦାନ ଅଛି ସବୁ ଠାରୁ ରକ୍ତଦାନ ମହତ

ଦାନ ଅଟେ । ତେଣୁ ସମଗ୍ର ଯୁବ ପିଢି ସ୍ୱେଚ୍ଛାକୃତ ରକ୍ତଦାନ କରିବା ପାଇଁ ଆଗେଇ ଆସିବା ପାଇଁ ଅତିଥି ଗଣ ମତପ୍ରକାଶ କରିଥିଲେ । ରକ୍ତଦାନ ଶିବିରରେ ସଂଜିବନୀର କର୍ମକର୍ତ୍ତା ଓ ଯବାନମାନଙ୍କ ତରଫରୁ ୩୮ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । କାର୍ଯ୍ୟକ୍ରମକୁ ସୌଭାଗ୍ୟ କୁମାର ବେହେରା ସଂଯୋଜନା କରିଥିବା ବେଳେ ରେଡକ୍ରସ କର୍ମୀ ରାମ ନାରାୟଣ ଦାଶ ପରିଚାଳନା କରିଥିଲେ । ଆଶିଷ ବସ୍ତିଆ, ଦେବାଶିଷ ସାହୁ ପ୍ରମୁଖ ବିଶେଷ ସହଯୋଗ କରିଥିଲେ ।

(ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ୍) 


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like