-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଜିଲ୍ଲା

ସରପଞ୍ଚ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ

10-Jul-2022



ବରଗଡ:-(ନିରଞ୍ଜନ ତ୍ରିପାଠୀ)ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଳ ବ୍ଲକ ସରପଞ୍ଚ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ ବରତୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଅଛି।ପାଇକମାଳ ବ୍ଲକର  ସଂଘ ସଭାପତି ଆର୍ତ୍ତତ୍ରାଣ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ସରପଞ୍ଚ ମାନଙ୍କ ଭୂମିକା,କାର୍ଯ୍ଯ,କ୍ଷମତା ଉପରେ ଆଲୋଚନା କରଯାଇଥିଲା। ମୁଖ୍ୟତଃ ଦିବ୍ୟାଙ୍ଗ,ବାର୍ଦ୍ଧକ୍ୟ,ବିଧବା ଭତ୍ତା ଅନ୍ ଲାଇନ୍ ମାଧ୍ୟମରେ ଆକାଉଣ୍ଟରେ ଦିଆଯାଉଥିବାରୁ ଅନେକ ଲୋକଙ୍କ ଟଙ୍କା ଉଠାଣରେ ପ୍ରତିବନ୍ଧକ ଦେଖାଦେଉଛି।ଦୀର୍ଘଦିନରୁ ଅନଲାଇନ୍ ମାଧ୍ୟମରେ ପଞ୍ଚିକରଣ କରାଯାଇଥିବା ସମସ୍ତ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯିବାକୁ ଦାବି କରାଯାଇଛି।ଏହା ସହ ଉପଯୁକ୍ତ ହିତାଧିକାରୀଙ୍କୁ ବାସଗୃହ ଯୋଗାଇବା ଓ ନୂତନ ତାଲିକାଭୁକ୍ତ କରି ସାମିଲ କରିବା,ସରପଞ୍ଚ ମାନକୁ ବିଧାୟକ ମାନଙ୍କ ପରି ସୁବିଧା ସୁଯୋଗ ଯୋଗାଇ ଦେବାକୁ ଦାବି ହୋଇଛି।ଉପଯୁକ୍ତ ହିତାଧିକାରୀଙ୍କୁ ନୂତନ ଖାଉଟି କାର୍ଡ ଯୋଗାଇବା ସହ ବଞ୍ଚିତ ଥିବା ନୂତନ ହିତାଧିକାରୀଙ୍କୁ ଯୋଗ ତାଲିକା ଭୁକ୍ତ କରାଯିବା ଦାବି ହୋଇଛି।ଏତତ୍ ବ୍ୟତୀତ ପ୍ରାଶାସନିକ ଅଧିକାରୀ ମାନେ ସରପଞ୍ଚମାନଙ୍କୁ ସହଯୋଗର ହାତ ବଢ଼ାଇ ବିକାଶ ମୂଳକ କାର୍ଯ୍ୟକୁ ଆଗେଇ ନେବାକୁ ତତ୍ପରତା ପ୍ରକାଶ କରିବାକୁ ଦାବି କରିଛନ୍ତି।ପଞ୍ଚାୟତ ସମିତିରେ ଲୋକ ପ୍ରତିନିଧି ମାନଙ୍କ କାର୍ଯ୍ୟଧାରାକୁ ଲୋକାଭିମୁଖୀ ନିମନ୍ତେ ଗଣତନ୍ତ୍ର ଶାସନର ଚତୁର୍ଥ ସ୍ତମ୍ଭକୁ ମାନ୍ୟତା ପ୍ରଦାନ ପୂର୍ବକ ବୈଠକରେ ସାମିଲ କରିବାକୁ ଦାବି କରାଯାଇଛି।ଏହି ବୈଠକର ସରପଞ୍ଚ ଉପେନ୍ଦ୍ର ପଟେଲ, ଚିତ୍ତରଞ୍ଜନ ପ୍ରଧାନ,ସୁଦାମଚରଣ ସେଠୀ,ସୁଶ୍ରୀ ରୀତା ସୁନା,ଅନିତା ଭୋଇ,ଚନ୍ଦ୍ରିକା ସାହୁ,ବବିତା ସାହୁ, ତୁଲାବତି ତାଣ୍ଡି,ସୁଭାଷିନୀ ନନ୍ଦ, ଜୟନ୍ତ ସାହୁ,ଟେଭାବତି ଭୋଇ ପ୍ରମୁଖ ଯୋଗ ଦେଇଥିଲେ।ପରିଶେଷରେ ଯୁବ ସରପଞ୍ଚ ସଙ୍ଘ ସମ୍ପାଦକ ଦିଲୀପ ବେହେରା ସମସ୍ତ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like