-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||     

HOME   ଜିଲ୍ଲା

ମୁରିବାହାଲ କୃଷିବିଭାଗ ତରଫରୁ ଏକଦିବସୀୟ ମୃତ୍ତିକା ସ୍ଵାସ୍ଥ୍ୟ କାର୍ଡ ଯୋଜନାର କୃଷକ ମେଳା ଅନୁଷ୍ଠିତ

10-Jul-2022



ମୁରିବାହାଲ(ସୁଦାମ ଚରଣ ବଘlର): ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଲିଖୁଣ୍ଟି ଗ୍ରାମ ପଞ୍ଚାୟତର କୃଷକ ଆଦର୍ଶ ଗ୍ରାମ ଟିକ୍ରାପଡା  ଠାରେ  ରବିବାର ଦିନ ମୁରିବାହାଲ କୃଷିବିଭାଗ ତରଫରୁ ଏକଦିବସୀୟ ମୃତ୍ତିକା ସ୍ଵାସ୍ଥ୍ୟ କାର୍ଡ ଯୋଜନାର କୃଷକ ମେଳା ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୂର୍ତ୍ତିକା ଆଦର୍ଶ ଗ୍ରାମଚାସୀ  ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି।

     ଏହି  ପରିପ୍ରେକ୍ଷୀରେ ବି.ଏ.ଓ ସୁଧାକର ନନ୍ଦ କର ସଭାପତିତ୍ୱରେ କୃଷକ ମେଳାରେ  କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂସାଲୁଜା ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହ ବର୍ତ୍ତମାନ ପରିସ୍ଥିତିରେ ଆଧୁନିକ ପଦ୍ଧତିରେ ଚାଷ କରିବା ଓ ବଜାର ଚାହିଦା ଅନୁସାରେ ଚାଷ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ।

 ସମ୍ମାନନିୟ ଅତିଥି ଭାବରେ  ୨୯ ନମ୍ବର ଜିଲ୍ଲା ପରିଷଦ ତଥା ବରିଷ୍ଠ ଆଇନଜୀବୀ ଗୋପୀନାଥ ପାଣିଗ୍ରାହୀ, ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ଏ.ଏ.ଓ ଅମୃତ ଳୁଗୁନ, ବଲାଙ୍ଗୀର କୃଷିବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ସତ୍ୟମୟ ସତପଥୀ,

ମୂର୍ତ୍ତିକା କେମିଷ୍ଟ  ବିଦ୍ୟାଧର ସାହୁ, ତେନ୍ତୁଳୀଖୁଣ୍ଟି ସରପଞ୍ଚ ପ୍ରତିନିଧି ହେମରାଜ ବେହେରା ପ୍ରମୁଖ ଉପସ୍ଥିତ ରହି କୃଷକ ବିକାଶ ସମାଜର।ବିକାଶ ବୋଲି ଆଲୋକପାତ କରିଥିଲେ।
  ସେହିପରି ଉକ୍ତ ଆଦର୍ଶ କୃଷକ ଗ୍ରାମର ଉନ୍ନତମାନର ୧୦୦ ଜଣ ଚାଷୀଙ୍କୁ ଏଡିଓ, ଟିଟିଲାଗଡ଼ ଲାଲବିହାରି ମଲ୍ଲିକ,ଏଏଚଓ  ସୁଶୀଲ କୁମାର ମାଝି, ପ୍ରାଣୀ ସମ୍ପଦ ବିଭାଗ ଡାକ୍ତର ସନ୍ଦୀପ କୁମାର ବାରିକ ପ୍ରମୁଖ ଉପସ୍ଥିତ ରହି ମାଟିର ସୁରକ୍ଷା, ମାଟିକୁ ୩ ବର୍ଷ ଏକ ଥର  ପରୀକ୍ଷା, ଚାଷ କରିବାର ପଦ୍ଧତି ବୈଜ୍ଞାନିକ ପଦ୍ଧତିରେ ଚାଷ କରିବା,ମାଟିର ଚାହିଦା ଅନୁସାରେ ଚାଷ ପ୍ରତି ଗୁରୁତ୍ୱ ଦେବା ଉପରେ ତାଲିମ ପ୍ରଦାନ କରିଥିଲେ। ଏହି ଅବସରରେ ମାଟି ସ୍ୱାସ୍ଥ୍ୟକାର୍ଡ ନିରଞ୍ଜନ ନାଗ, ଧିରମନ ନାଗ, ଓ ବଛା ନାଗ ଙ୍କୁ ବଣ୍ଟନ କରାଯାଇଥିଲା।

    କୃଷକ ମେଳକୁ ସଫଳ କରିବାରେ  କୃଷିକର୍ମଚାରୀ ସଞ୍ଜୟ ମହାକୁର, ଅଜୟ କୁମାର ପ୍ରମୁଖ ସହଯୋଗ କରିଥିଲେ |  


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026

You Might Also Like