-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

10-Jul-2022



ବଲାଙ୍ଗିର , ରାଜ୍ୟର ଶିକ୍ଷାନୁଷ୍ଠାନ ଭିତରକୁ ସାମ୍ବାଦିକ ମାନଙ୍କର ପ୍ରବେଶ ଉପରେ କଟକଣା କୁ ଦୁର୍ଭାଗ୍ୟ ଜନକ ଏହା ଦ୍ୱାରା ପରୋକ୍ଷରେ ଅବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ବୋଲି ମତ ପ୍ରକାଶ ପାଇଥିଲା । ଆଜି  ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ହରିନାରାୟଣ ପୂଜାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ

ବୈଠକରେ ସଂଘର ପ୍ରତିଷ୍ଠା ଦିବସ ଏବଂ ନୂତନ କର୍ମକର୍ତା ଚୟନ ସମ୍ପର୍କିତ ଆଲୋଚନା ହୋଇଥିଲା । ଆସନ୍ତା ଅଗଷ୍ଟ ୩୦ ତାରିଖ ଦିନ ସଂଘର ପ୍ରତିଷ୍ଠା ଦିବସ ପାଳନ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତି ଗ୍ରହଣ କରାଯାଇଥିଲା । ସେହିପରି ଆସନ୍ତା ସପ୍ଟେମ୍ବର ୨୧ ତାରିଖ ଦିନ ସଂଘର ନିର୍ବାଚନ କରିବାକୁ ସ୍ଥିରୀକୃତ ହୋଇଥିଲା । ଏହି ଅବସରରେ ରାଜ୍ୟ ସରକାରଙ୍କ ଶିକ୍ଷାନୁଷ୍ଠାନ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରବେଶ ଉପରେ ରୋକ ଲଗାଯିବା ଭଳି ସରକାରଙ୍କ ନିଷ୍ପତିକୁ ବୈଠକରେ ନିନ୍ଦା କରାଯାଇଥିଲା । ବୈଠକରେ ଉପସଭାପତି ଆନନ୍ଦ ଚନ୍ଦ୍ର ସାହୁ, ଲକ୍ଷ୍ମୀକାନ୍ତ ମିଶ୍ର, ମାନସ ରଂଜନ ମହାନ୍ତି, ସାଧାରଣ ସମ୍ପାଦକ ବଳରାମ ମିଶ୍ର, ସାଙ୍ଗଠାନିକ ସମ୍ପାଦକ

ଶରତ ଚନ୍ଦ୍ର ମିଶ୍ର, ସମ୍ପାଦକ ରଞ୍ଜିତ ବେହେରା, ଦିପକ ସମାଦ୍ଦାର, ବଂଶୀଧର ସେଠ, କୋଷାଧ୍ୟକ୍ଷ ସୁନିଲ କୁମାର ମହାନ୍ତି, ଉପଦେଷ୍ଟା ମଣ୍ଡଳୀ ଗୋପବନ୍ଧୁ ଶତପଥୀ, ନବୀନ ପଶାୟତ, ସୁବାସ ଚନ୍ଦ୍ର ପଣ୍ଡା, ସୋମନାଥ ଆଚାର୍ଯ୍ୟ, ସୁଧୀର ଚନ୍ଦ୍ର ପଣ୍ଡା, ଶିଶିରକାନ୍ତ ଶତପଥି, ଦିଲ୍ଲୀପ ପୁରୋହିତ, କାର୍ଯ୍ୟକାରୀ କମିଟି ସଦସ୍ୟ ସତ୍ୟସୁନ୍ଦର ଭଞ୍ଜ, ଶିବପ୍ରସାଦ ପରିଡ଼ା, ସଦାଶିବ ସରାଫ, ଚନ୍ଦ୍ରଭାନୁ ମୋଲାନା, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଚିତରଂଜନ ମିଶ୍ର, ବିମଳେନ୍ଦୁ ସାହୁ, ସଞ୍ଜୟ କୁମାର ବେହେରା ପ୍ରମୁଖ ସଦସ୍ୟ ଯୋଗଦାନ କରିଥିଲେ ।

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like