-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

ମାନସିଂହ ସାହିତ୍ୟ ସଂସଦର ରାଜ୍ୟସ୍ତରୀୟ ଉନବିଂଶ କବିତା ଆସର ଅନୁଷ୍ଠିତ

11-Jul-2022



ଭୁବନେଶ୍ବର (ପ୍ରେରଣା ଖବର) ମାନସିଂହ ସାହିତ୍ୟ ସଂସଦ ଆନୁକୁଲ୍ୟରେ ରାଜ୍ୟସ୍ତରୀୟ ଉନବିଂଶ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଉପଦେଷ୍ଟା ଶ୍ରୀଯୁକ୍ତ ବନବିହାରୀ  ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ଆସରକୁ ପ୍ରାରମ୍ଭ କରିଥିଲେ ।ସମ୍ପାଦକ ଶ୍ରୀଯୁକ୍ତ ଲଳିତ କୁମାର ସ୍ବାଇଁ ସମସ୍ତଙ୍କୁ ସ୍ବାଗତ କରିଥିଲେ।ଅନୁଷ୍ଠାନର ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରା ଆସରର ଆଭିମୁଖ୍ୟ ପ୍ରକାଶ କରିବା ସହ ମଞ୍ଚ ପରିଚାଳନା କରିଥିଲେ । ଏହି ଆସରରେ ମୁଖ୍ୟ ଅତିଥି ଭାବେ ଓଡିଶା ସାହିତ୍ୟ ଏକାଡେମୀ ସଦସ୍ୟ ଡକ୍ଟର ସିଦ୍ଧାର୍ଥ ଶଙ୍କର ପାଢ଼ୀ ଯୋଗ ଦେଇ   ଓଡ଼ିଆ ସାହିତ୍ୟରେ ମାୟାଧର ମାନସିଂହଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ ।  ଓଡ଼ିଶାର କୋଣ ଅନୁକୋଣରୁ ୩୦ରୁ ଅଧିକ କବି କବୟିତ୍ରୀ ନିଜ ନିଜର ସ୍ଵରଚିତ କବିତା ପାଠ କରିଥିଲେ । ସଭାପତି ଶ୍ରୀଯୁକ୍ତ ବିଷ୍ଣୁପ୍ରସାଦ ଦଳେଇ ସଭାପତିତ୍ବ କରିଥିଲେ। କନ୍ଧମାଳ ଜିଲ୍ଲାର ସୁସାହିତିକା ତଥା ଅଧ୍ୟାପିକା ପ୍ରଭାତୀ ପାତ୍ର  କବିତାଗୁଡ଼ିକୁ ବେଶ୍ ସୁନ୍ଦର ଭାବେ ସଂଯୋଜନା କରିଥିଲେ ।  ଶେଷରେ ସଂଯୋଜକ ବିଦ୍ୟାଧର ଦଳବେହେରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।  ପରିଶେଷରେ ଅନୁଷ୍ଠାନର ବିଂଶତମ ଆସର ଆସନ୍ତା ଅଗଷ୍ଟ ୧୦ ତାରିଖରେ ହେବା ନେଇ ସମ୍ପାଦକ ଲଳିତ କୁମାର ସ୍ୱାଇଁ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like