-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||     

HOME   ଜିଲ୍ଲା

କାଦୁଅ ସରସର ପାଲଟିଛି ଆଦର୍ଶ ବିଦ୍ୟାଳୟ ସମ୍ଭୂଖ(ଛାତ୍ରଛାତ୍ରୀଙ୍କ ପାଇଁ ବିପଦ)

11-Jul-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିଧିବଦ୍ଧ ଭାବେ ଆଦର୍ଶ ବିଦ୍ୟାଳୟ ଉଦ୍ଘାଟନ ହୋଇ ନଥିଲେ ମଧ୍ୟ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ ରତ ଛାତ୍ରଛାତ୍ରୀଙ୍କ ଶିକ୍ଷାଦାନରେ ବାଧା ଉପୁଜିବାରୁ ବାଧ୍ୟ ହୋଇ ନୂତନ କୋଠାଘରେ ଚଳିତ ୨୦୨୨ବର୍ଷ ଏପ୍ରିଲ ପ୍ରଥମ ସପ୍ତାହରୁ ଏଠାରେ ପାଠପଢା ଆରମ୍ଭ ହୋଇଛି ।ବର୍ତମାନ ଏହି ବିଦ୍ୟାଳୟରେ ଷଷ୍ଠ,ସପ୍ତମ ଓ ଅଷ୍ଟମ ଶ୍ରେଣୀର ସର୍ବମୋଟ ୨୩୦ରୁ ଅଧିକ ଛାତ୍ରଛାତ୍ରୀ ପାଠ ପଡ଼ୁଛନ୍ତି ।ନୂତନ ସ୍କୁଲରେ ଶିକ୍ଷାଦାନ ଆରମ୍ଭ ହେବାପରେ ଛାତ୍ରଛାତ୍ରୀ ଙ୍କ ଠୁଁ ଆରମ୍ଭ କରି ଅଭିଭାବକ,ଶିକ୍ଷାପ୍ରେମି,ଅଞ୍ଚବାସୀଙ୍କ ଆଶା ଥିଲା ଏହି କୋଠାଘର ଓ ତାର ଚତୁର୍ପାର୍ଶ୍ଵ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ ହୋଇ ଶିକ୍ଷା ବିଭାଗକୁ ହସ୍ତାନ୍ତର ହେବ କିନ୍ତୁ ଅତ୍ୟନ୍ତ ପରିତାପର ବିଷୟ ବହୁ କିଛି କାମ ଏବେ ବି ଅସମ୍ପୂର୍ଣ୍ଣ ରହିଥିବାରୁ କେବେ ଏହା ସମ୍ପୂର୍ଣ୍ଣ ହେବ ଏବଂ କେବେ ଉଦ୍ଘାଟନ ହେବ ତାହା ସମୟକୁ ଅପେକ୍ଷା ।ତେବେ ସେ ଯାହା ବି ହେଉ ବର୍ତମାନ ଉକ୍ତ ଶିକ୍ଷାନୁଷ୍ଠାନକୁ ଦୈନିକ ଦିନ ଛାତ୍ରଛାତ୍ରୀ ଅଧ୍ୟୟନ ପାଇଁ ଆସୁଛନ୍ତି। ବିନିକା ସହର ଠାରୁ ପାପକ୍ଷୟକୁ ଯାଇଥିବା ରାସ୍ତାର ୨କିମି ଗଲାପରେ ଅଧୁନା ତାରାପୁର ଗଡରେ ନିର୍ମାଣାଧୀନ ଆଦର୍ଶ ବିଦ୍ୟାଳୟ ସମ୍ଭୁଖ ରାସ୍ତା ବର୍ତମାନ ବର୍ଷା ପାଇଁ କାଦୁଅ ସରସର ହୋଇପଡ଼ିଛି । ନୂଆଁ ମାଟି ଯୋଗୁଁ କେତେକ ସ୍ଥାନ ସ୍ଲିପ ହେଉଥିବାରୁ ସମସ୍ତଙ୍କ ପାଇଁ ବିପଦ ସୃଷ୍ଟି କରିଛି ।ଅନ୍ୟ ପକ୍ଷରେ ଦୂରଦୂରାନ୍ତରୁ ଆସୁଥିବା ଛାତ୍ରଛାତ୍ରୀଙ୍କ ଗାଡ଼ି କାଦୁଅରେ ଅଟକି ରହୁଛି ।ସାଇକଲ ଯୋଗେ ଆସୁଥିବା କେତେକ ଛାତ୍ରଛାତ୍ରୀ କାଦୁଅରେ ଚଳାଇ ନପାରି ବାଧ୍ୟ ହୋଇ ଧୀରେ ଧୀରେ ଚାଲି ଚାଲି ସ୍କୁଲକୁ ଯାଉଥିବା ଦେଖିବାକୁ ମିଳୁଥିବା ବେଳେ ଆଉ କେତେକ ସାମାନ୍ୟ ଅସାବଧାନତା ଯୋଗୁଁ କାଦୁଅରେ ସ୍ଲିପ ହୋଇ ପଡି ଯାଉଛନ୍ତି। ଫଳରେ ଏନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।ରାସ୍ତା ସମସ୍ୟା ନେଇ ବିଦ୍ୟାଳୟ କର୍ତୁପକ୍ଷଙ୍କ ସମେତ ବିଦ୍ୟାଳୟ ନିର୍ମାଣ ଦାୟିତ୍ୱରେ ଥିବା ଠିକାସଂସ୍ଥା ଏବଂ ତଦାରକ କରୁଥିବା ପୂର୍ତ୍ତ ବିଭାଗ ଜାଣିଥିଲେ ମଧ୍ୟ ଅଦ୍ୟାବଧି ସମାଧାନ ନକରିବା ଆଶ୍ଚର୍ଯ୍ୟର ବିଷୟ। ବୋଧେ କୌଣସି ଅଘଟଣ ଘଟିଲେ ଯାଇ ପ୍ରଶାସନିକ ସ୍ତରରେ କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗିବ କି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।ଅନ୍ୟ ପକ୍ଷରେ ପୁଣ୍ୟପୀଠ ପାପକ୍ଷୟ ରାସ୍ତାକୁ ସଂଯୋଗ କରୁଥିବା ଏହି ବିଦ୍ୟାଳୟ ରାସ୍ତା ଓ ଉଲ୍ଲେ ଗ୍ରାମ କୁ ଯାଇଥିବା ରାସ୍ତାର ଛକ  (ତ୍ରିକୋଣିଆ ଛକ) ଗୁରୁତ୍ତ୍ୱପୂର୍ଣ ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ଏବଂ ଗାଡ଼ି ମଟର ସ୍ପିଡ ନିୟନ୍ତ୍ରଣ ପାଇଁ ଟ୍ରାଫିକ ପୋଷ୍ଟ ବ୍ୟବସ୍ଥା କରିବା ଦିଗରେ ପଦକ୍ଷେପ ନେବା ଜରୁରୀ ହୋଇ ପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like