-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||     

HOME   ଜିଲ୍ଲା

ବିଦ୍ୟାଳୟକୁ ସାମ୍ବାଦିକ ମାନଙ୍କୁ ପ୍ରବେଶ ନିଷେଦକୁ ଜିଲ୍ଲା ସାମ୍ବାଦିକ ସଂଘର ବିରୋଧ

11-Jul-2022



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା): ରାଜ୍ୟ ସରକାର ବିଦ୍ୟାଲୟକୁ ସାମ୍ବାଦିକ ମାନଙ୍କୁ ପ୍ରବେଶ ନିଷେଦ ନିଷ୍ପତିକୁ ସୁବର୍ଣ୍ଣପୁର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି ।   ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଗୋରଖ ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଭର୍ଚୂଆଲ ମାଧ୍ୟମରେ ହୋଇଥିବା ବୈଠକରେ ସରକାରଙ୍କ ନିସ୍ପତିକୁ ବିରୋଧ କରିବା ସହ ପ୍ରତ୍ୟାହାର କରିବା ପାଇଁ ଦୃଢ ଦାବି କରାଯାଇଥିଲା । ସରକାର ବିଦ୍ୟାଲୟକୁ ସାମ୍ବାଦିକ ମାନଙ୍କ ପ୍ରବେଶକୁ ନିଷେଦ କରିବା ପଛରେ ହୀନ ଚକ୍ରାନ୍ତ ସ୍ପଷ୍ଟ ହେଉଛି । ବିଦ୍ୟାଲୟ ଗୁଡିକୁ ଶୋଷଣ ତଥା ଦୁର୍ନୀତିର ଗନ୍ତା ଘର କରିବାକୁ ଚାହୁଛନ୍ତି । ଗୋଟିଏ ପଟେ ୫ଟି ନାଁରେ କୋଟି କୋଟି ଟଙ୍କା ଦେଇ ଅନ୍ୟପଟେ ଠିକାଦାର ମାନଙ୍କ ଜରିଆରେ ପିସି ଉଠାଇବା ଯୋଜନା କରୁଥିବା ଅନୁମାନ କରାଯାଉଛି । ଶିକ୍ଷା ବିଭାଗରେ ହେଉଥିବା ଦୁର୍ନୀତିର ଗନ୍ଧ  କାଲେ ପଦାକୁ ଆସିବ ସେଥିପାଇଁ ସରକାର ଏପରି ନିସ୍ପତି ନେଇଥିବା ଆଲୋଚନା ହେଉଛି । ଅନ୍ୟପଟେ  ନିଜର ଦୋଷ ଦୁର୍ବଲତା ଓ ଦୁର୍ନୀତି ଲୁଚାଇବାକୁ ଯାଇ ସାମ୍ବାଦିକଙ୍କ ପ୍ରତି ଏଭଲି ନିସ୍ପତି ନେଇଥିବା ଜଣାପଡୁଛି । ସାମ୍ବାଦିକ ସବୁବେଲେ ସତ୍ୟର ଖବର ପ୍ରକାଶିତ କରି ଆସୁଥିବା ବେଲେ ଗଣମାଧ୍ୟମର କଣ୍ଠରୋଧ ପାଇଁ ସରକାରଙ୍କ ଏତାଦୃଶ ଅଗଣତାନ୍ତ୍ରୀକ ନିଷେଧାଦେଶର ତିବ୍ର ବିରୋଧ ଏବଂ ନିନ୍ଦା କରାଜିବା ସହ ସେଭଲି ପ୍ରତିକ୍ରିୟାସିଲ ଆଦେଶକୁ ପ୍ରତ୍ୟାହାର କରିବା ପାଇଁ ଦାବି ଜିଲ୍ଲା ସାମ୍ବାଦିବ ସଂଘ ପକ୍ଷରୁ ଦାବି କରାଯାଇଛି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026

You Might Also Like