-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ବ୍ରାହ୍ମଣ ମାନଙ୍କ ପେଟକୁ ଗୋଇଠା ମାରୁଛି ରାଜ୍ୟ ସରକାର

25-Nov-2020



କଟକ, (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)କୋଭିଭିଡ୍ 19 ଦ୍ୱାହି ଦେଇ  ରାଜ୍ୟ ସରକାର ବା ଶାସକ ଦଳ ବ୍ରାହ୍ମଣ ମାନଙ୍କ ପେଟକୁ ଗୋଇଠା ମାରୁଛି ଓ ଏହାର ପରିଣତି ଶାସକ ଦଳ  କୁ ଆଗାମୀ ନିର୍ବାଚନରେ ଭୋଗିବାକୁ ବୋଲି ଓଡ଼ିଶା ବ୍ରାହ୍ମଣ ସମିତି ଓ ରାଷ୍ଟ୍ରୀୟ ବ୍ରାହ୍ମଣ ମହାସଂସ୍ଥା ର ପଦାଧିକାରୀ ମାନେ ମତ ପ୍ରକାଶ କରିଛନ୍ତି। ପ୍ରକାଶ ଥାଉ କି ଅନ୍ୟ ରାଜ୍ୟ ସରକାର ଧର୍ମ ଅନୁଷ୍ଠାନ ମଠ ଓ ମନ୍ଦିର ଖୋଲା ଯାଇଥିଲା ବେଳେ ଓଡ଼ିଶା ସରକାର ଏହାକୁ ବନ୍ଦ କରିବା ଏବେ ଏହା ବୁଦ୍ଧିଯିବି ମହଲରେ ଅସନ୍ତୋଷ ଦେଖାଦେଇଛି। କାରଣ ଦିର୍ଘ 9ମାସ ହେବ ମଠ, ମନ୍ଦିର ଓ ଧର୍ମ ଅନୁଷ୍ଠାନ ବନ୍ଦ୍ ଥିବା ବେଳେ ପୂଜା ପାଠ,ଜାଗ ଯଜ୍ଞକୁ ବନ୍ଦ ରଖିଥିବା ବେଳେ କିପରି ଶାସକ ଦଳ ର ନେତା,ବିଧାୟକ , ମନ୍ତ୍ରୀ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା କ୍ଷମତା ର ଅପବ୍ୟବହାର କରୁଛନ୍ତି। ହଜାର ହଜାର ସଂଖ୍ୟାରେ ଦଳୀୟ କର୍ମୀଙ୍କୁ ଏକତ୍ରିତ କରି ଫଳକ ମାରିବା ଗ୍ରୀଡ୍ ଉଦ୍ଘଟନ କରିବା ପ୍ରଦୀପ ମହାରଥୀ ସବ ସତ୍କାର କରାଯି ସମୟର ଭିଡିଓ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଓଡଶା ବ୍ରାହ୍ମଣ ସମିତି ଓ ରାଷ୍ଟ୍ରୀୟ ବ୍ରାହ୍ମଣ ମହାସଂସ୍ଥା ର ପଦାଧିକାରୀ କହିଛନ୍ତି ଯେ ଓଡ଼ିଶା ର ସମସ୍ତ ବ୍ରାହ୍ମଣ ମାନେ ଆଗାମୀ ନିର୍ବାଚନରେ ଏହାର ଉଚିତ୍ ଜବାବ ବାଲାଟ୍ ପେପର ଉପରେ ଦେବୁ ଏବଂ ବ୍ରହ୍ମ ଅଭିଶାପ ରେ ଯେପରି ଯଦୁକୁଳ  ବିନାଶ ହୋଇଥିଲା ସେହିପରି ଶାସକ ଦଳକୁ ବିନାଶ କରିବୁ ବୋଲି ଦୁଇଟି ସଙ୍ଗଠନ ପକ୍ଷରୁ ପଦାଧିକାରୀ ମାନେ ମତ ପ୍ରକାଶ କରିଛନ୍ତି।ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like