-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

କଂଟାବାଞ୍ଜି ପ୍ରେସ କ୍ଲବର ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳନ

12-Jul-2022



ବଲାଙ୍ଗିର ଜିଲ୍ଲା କଂଟାବାଞ୍ଜି ପ୍ରେସ କ୍ଲବର ଦ୍ୱିତୀୟ ବାର୍ଷିକ ଉତ୍ସବ ସ୍ଥାନିୟ ବନମାଲି ପ୍ୟାଲେସ ରେ ଧୁମଧାମରେ ପାଳନ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବୟନ ଶିଲ୍ପ ମନ୍ତ୍ରୀ ରିତା ସାହୁ, ସମ୍ମାନିତ ଅତିଥି ଭାବେ କଂଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ପୁର୍ବତନ ବିଧାୟକ ହାଜି ମହମ୍ମଦ ଆୟୁବ ଖାଁ, ଏନଏସି ନଗରପାଳ ବରିୟାମ ସିଂ ସାଲୁଜା, ଓଡିଶା ହାଇକୋର୍ଟ ଆଇନଜିବୀ ଆଶିଷ କୁମାର ମିଶ୍ର ଏବଂ ମୁଖ୍ୟବକ୍ତା ଭାବେ ପ୍ରମେୟ ଖବର କାଗଜ କେବିକେ ବ୍ୟୁରୋ ମୁଖ୍ୟ ଅଖିଲ ହୋତା , ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜା, ସଂପାଦକ ସୁବ୍ରତ ମହାକୁଡ ପ୍ରମୁଖ ମଂଚାସିନ ଥିଲେ । ପ୍ରଥମେ ଅତିଥି ମାନଙ୍କ ଦ୍ୱାରା  ଦ୍ୱୀପ ପ୍ରଜ୍ଜଳନ କରାଯାଇଥିଲା । କାର୍ଯ୍ୟକ୍ରମରେ ମଂଚ ପରିଚାଲନା ପ୍ରେସ କ୍ଲବ ଉପ ସଭାପତି ମନୋଜ ଶର୍ମା କରିଥିବା ବେଳେ ଅତିଥି ପରିଚୟ ପ୍ରଦାନ କାର୍ଯ୍ୟକାରି ସଭାପତି ସୁରଦାସ ବାଗ କରିଥିଲେ । ପ୍ରେସ କ୍ଲବ ଉପରି ଏକ ଅନୁଷ୍ଠାନ ଯେଉ ଅନୁଷ୍ଠାନ ବିଗତ ଦୁଇ ବର୍ଷରେ ୨୦ ବର୍ଷର କାମ କରିସାରିଛି । ଅସହାୟ ଗରିବ ଲୋକଙ୍କ ସ୍ୱର ଖବରକାଗଜ ବା ଟିଭି ମାଧ୍ୟମରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ଗତ ୨୦୨୧-୨୦୨୨ ବର୍ଷରେ କଣ ସବୁ ଜନମଂଗଳ କାମ କରାଯାଇଛି ତାହା ସଂପାଦକ ଶ୍ରୀ ମହାକୁଡ କହିଥିଲେ । ପ୍ରେସ କ୍ଲବ ଅନୁଷ୍ଠାନର ଜନ ମଂଗଳ କାମ ପାଇଁ ଅତିଥି ମାନେ ଭୁରୁ ଭୁରି ପ୍ରଶଂସା କରିଥିଲେ । ମୁଖ୍ୟ ବକ୍ତା ଶ୍ରୀ ହୋତା ସାମ୍ବାଦିକ ମାନଙ୍କ ଖବର ସଂଗ୍ରହ ସମୟରେ ହେଉଥିବା ସମସ୍ୟା ଉପରେ କହିଥିଲେ । ହାଇକୋର୍ଟରେ ଆଇନଜୀବି ଶ୍ରୀ ମିଶ୍ର ସାମ୍ବାଦିକ ମାନଙ୍କ ଉପରେ ହେଉଥିବା ଅନ୍ୟାୟ ଅତ୍ୟାଚାର ପାଇଁ କଣ ସବୁ ଆଇନ ରେ ପଦକ୍ଷେପ ନିଆଯାଇ ପାରିବ ସେ ନେଇ କହିଥିଲେ । ନଗରପାଳ ଶ୍ରୀ ସାଲୁଜା ଆଗାମୀ ଦିନରେ ପ୍ରେସ କ୍ଲବ କାର୍ଯ୍ୟାଳୟ ପାଇଁ ଜମି ଦେବା ସହ ଆର୍ଥିକ ସହଯୋଗ ମଧ୍ୟ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ବିଧାୟକ ଶ୍ରୀ ସାଲୁଜା ମଧ୍ୟ ପ୍ରେସ କ୍ଲବର ସମାଜ ମଂଗଳ କାମକୁ ଭୁରି ଭୁରି ପ୍ରଶଂସା କରିଥିଲେ । ମନ୍ତ୍ରୀ ରିତା ସାହୁ ଏଭଲି ଅନୁଷ୍ଠାନରେ

ମୁଖ୍ୟ ଅତିଥି ଭାବେ ସାମିଲ ହୋଇଥିବାରୁ ନିଜକୁ ଗର୍ବ ଅନୁଭବ କରୁଥିବା କହିଥିବା ବେଲେ ପ୍ରେସ କ୍ଲବ ଆଗକୁ ମଧ୍ୟ ଏଭଲି କାମ ଜାରି ରଖୁ ଯାହା ଦ୍ୱାରା  ଜନସାଧାରଣ ଲାଭ ପାଆନ୍ତୁ ବୋଲି କହିଥିଲେ । ପ୍ରେସ କ୍ଲବ ସହ ରାଜ୍ୟ ସରକାର ସବୁ ସମୟରେ ଅଛନ୍ତି  ଯାହା ଲୋକଙ୍କ ମଂଗଳ ପାଇଁ କରିବା କଥା ନିଶ୍ଚିତ ଭାବେ ସରକାର କରିବ ବୋଲି କହିଥିଲେ ।  ପ୍ରେସ କ୍ଲବ ନୁତନ ଭାବ ଯୋଗ ଦେଇଥିବା ସଦସ୍ୟ ତୁଲସିରାମ ହଂସ ଧନ୍ୟବାଦ ଦେଇଥିବା ବେଳେ ପ୍ରେସ କ୍ଲବ ଉପସଭାପତି ରଶ୍ମିରଂଜନ ପୁଟେଲ, ସହସଂପାଦକ ଦିପକ ୟାଦବ, ଅନିଲ କୁମାର ତ୍ରିପାଠି,  କୋଷାଧ୍ୟକ୍ଷ କମଲଜିତ ସିଂ ମଖୀଜା, ପରାମର୍ଶଦାତା ଆଶିଷ ଖଇତାନ, ଦୁର୍ଗା ପ୍ରସାଦ ଗୁପ୍ତା, ଆନନ୍ଦ ମୋଟେ, କାର୍ଯ୍ୟକାରି ସଦସ୍ୟ ରୋହନ ମହତ, ଜଗମୋହନ ତାଣ୍ଡି, ସୁଶାନ୍ତ ବେହେରା, ବିସିକେସନ ମାଝୀ, ବିକାଶ ଅଗ୍ରୱାଲ,  ସଦସ୍ୟ ଯୁଗଲ କିଶୋର ଶବର, ଅଙ୍କୁର ଅଗ୍ରୱାଲ, ବିକାଶ ଶର୍ମା, ଦେବେସ ଅଗ୍ରୱାଲ,  ଗଣେଷ ଦାଶ , ଆନ ପରାମର୍ଶଦାତା ବିବେକ ଶର୍ମା ପ୍ରମୁଖ ସହଯୋଗ କରିଥିବା ବେଳେ କାର୍ଯ୍ୟକ୍ରମରେ ଏନଏସି ଉପନଗରପାଳ ମନୋରମା ରାଉତ, କେଭି ମହାବିଦ୍ୟାଲୟ ଅଧ୍ୟକ୍ଷ ସତ୍ୟବ୍ରତ ମିଶ୍ର, ଆରପିଏଫ ଇନଚାର୍ଜ , ତୁରେକେଲା ସରପଂଚ ସଂଘ ସଭାପତି ଜଲନ୍ଧର ମହାକୁଡ, ସମିତି ସଭ୍ୟ ଗିରିରାଜ ସିଂ ମାଝୀ, ଜିଲ୍ଲା ପରିଷଦ ସଦସ୍ୟ କୌଶିକ ମେହେର ସହ ଅନ୍ୟ ମାନ୍ୟଗଣ୍ୟ ବକ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like