-+91-9937148622 |

prerana_bgr@rediffmail.com |

  Friday 8th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସ ସାମ୍ନାରେ ପିଟି ମାରିଦେଲେ   (07-May-2026)       ||      ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   (07-May-2026)       ||      ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   (07-May-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ    (07-May-2026)       ||      ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||     

HOME   ଜିଲ୍ଲା

ଅଟୋ ରିକ୍ସା-କାର ମୁହାଁମୁହିଁ ଧକ୍କା, ୩ମୃତ, ୧ ଆହାତ

12-Jul-2022



ତରଭା(ପ୍ରେରଣା ଖବର) ଆଜି ସକାଳ ପ୍ରାୟ ୬ ଟା ସମୟରେ ସୋନପୁର - ବଲାଙ୍ଗିର ଜାତୀୟ ରାଜପଥ   ଖlରୀ ଗାଁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ସୂଚନାରୁ ପ୍ରକାଶ ଯେ,  ଗୋଟିଏ କାର୍ ଓ ଅଟୋ ରିକ୍ସା ମୁହାଁମୁହିଁ ଧକ୍କା ହେବା ଫଳରେ ଅଟୋ ରିକ୍ସା ରେ ବସିଥିବା 3 ଜଣ ଯାତ୍ରୀ ଙ୍କ ମୃତ୍ୟୁ ଘଟିଛି l ଆଜି ସକାଳ ୬ ଟା ସମୟରେ ଏକ କାର୍ ଦୃତ୍ ଗତିରେ ସୋନପୁର ପଟୁ ଆସୁଥିବା ସମୟରେ ବଲାଙ୍ଗିର ପଟୁ ଆସୁଥିବା ଏକ ଅଟୋ ରିକ୍ସା ସହ ଖlରୀ  ଗ୍ରାମ ନିକଟରେ ମୁହଁମୁହିଁ ଧକ୍କା ହୋଇ ଥିଲା l ଦୁର୍ଘଟଣା ରେ ଅଟୋ ରେ ବସିଥିବା ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅଟୋ ରିକ୍ସା ଚାଳକ  ସାଗରପାଲି  ର ଲକ୍ଷ୍ମୀକାନ୍ତ ପ୍ରଧାନ(୩୫) ଙ୍କ ସମେତ ଆଉ ଜଣେ ଯାତ୍ରୀ  ଗୁରୁତର ଭାବେ ଆହତ ହୋଇଛନ୍ତି l ତରଭା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଆହାତ ମାନଙ୍କୁ ଉଦ୍ଧାର କରିଛି l ଆହାତ ମାନେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l ଏ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳି ପାରିନାହିଁ 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସ ସାମ୍ନାରେ ପିଟି ମାରିଦେଲେ   07-May-2026
  ଜିଲ୍ଲା  
ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   07-May-2026
  ରାଜ୍ୟ  
ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   07-May-2026
  ରାଜ୍ୟ  
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ   07-May-2026
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026

You Might Also Like