-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ର ସରକାରଙ୍କ ଗୋଳବାରୁଦ କାରଖାନା ରେ ସ୍ଥାନୀୟ ଅଞ୍ଚଳର ଯୁବକ,ଯୁବତୀ ଙ୍କୁ ନିଯୁକ୍ତି ପ୍ରଦାନ ଦାବିରେ ଧାରଣା।

24-Nov-2020



ସଇଁତଳା, (ପ୍ରେରଣା ଖବର) (କେନ୍ଦ୍ର ସରକାର ଙ୍କ ତରଫରୁ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବଡ଼ମାଲ ଗୋଳାବାରୁଦ କାରଖାନା ଗେଟ୍‌ ସମ୍ମୁଖରେ ଭିଲେଜର୍ସ ଇଣ୍ଡିଆ ପାର୍ଟି(ଭିଆଇପି) ସଭାପତି  ବିପିନକୁଶୁଳିଆଙ୍କ ନେତୃତ୍ବରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଧାରଣା ଦିଆଯାଇଥିଲା । କାରଖାନା ରେ ବାହ୍ୟ ଜିଲ୍ଲା ଓ ବାହ୍ୟ ରାଜ୍ୟ ରୁ ଆସି ଦୀର୍ଘ ବର୍ଷ ହେଲା କର୍ମଚାରୀ ଭାବେ ଚାକିରୀ କରୁଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଥିବା ଯୁବକ, ଯୁବତୀ ମାନଙ୍କୁ ନିଯୁକ୍ତି ପ୍ରଦାନ ସରକାର ପ୍ରତିଶ୍ରୁତି ଦେଇ ସୁଦ୍ଧା ନିଯୁକ୍ତି ସୁଯୋଗ ପ୍ରଦାନ କରାଯାଇ ନାହିଁ । ଜାଣି ଶୁଣି କାରଖାନା କର୍ତ୍ତୃପକ୍ଷ ସ୍ଥାନୀୟ ବେକାର ଯୁବକ, ଯୁବତୀ ମାନଙ୍କୁ ନିଯୁକ୍ତି ଦେବା ବଦଳରେ ପ୍ରିୟା ,ପ୍ରୀତି ନୀତି ଅବଲମ୍ବନ କରି ନିରାଶ କରିଛନ୍ତି ।ଏବେ ମଧ୍ୟ ଏହି ନିଯୁକ୍ତି ପ୍ରକ୍ରିୟା ଚାଲୁ ରହିଥିବା ଓ ଅନେକ ପଦ, ପଦବୀ ରେ ଗୋପନ ଭାବେ ଅନ୍ୟ ଅଞ୍ଚଳ ରୁ ଆସି ନିଯୁକ୍ତ ହେଉଥିବା ବେଳେ ସ୍ଥାନୀୟ ଜନସାଧାରଣ ଏଥିରୁ ବାଦ ପଡିଛନ୍ତି । ତେବେ ଅନ୍ୟ ଜିଲ୍ଲା ରାଜ୍ୟମାନଙ୍କ ର   ସମସ୍ତଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରୁଥିବା ବେଳେ ଆମ ରାଜ୍ୟ ଓ କେନ୍ଦ୍ର ସରକାର କାହିଁକି ସ୍ଥାନୀୟ ଯୁବକଙ୍କ ପାଇଁ ଅଣଦେଖା କରି ଯୁବକମାନଙ୍କୁ ବଡ଼ମାଲ ଗୋଳାବାରୁଦ କାରଖାନାରେ ନିଯୁକ୍ତି ମିଳିପାରୁ ନାହିଁ ବୋଲି ସେ ଯୁ‌କ୍ତି ପ୍ରଦାନ କରିଛ‌ନ୍ତି । ତେବେ ଭିଆଇପି ପାର୍ଟି ପକ୍ଷରୁ ଦାବୀ କରିଛନ୍ତି ଯେ, ସ୍ଥାନୀୟ ଯୁବକମାନଙ୍କ ପାଇଁ ୭୫% ନିଯୁକ୍ତି ସୁଯୋଗ ଦିଆଯାଉ । ଅନ୍ୟ ପକ୍ଷରେ ରେଲୱେ ଲାଇନ ନିର୍ମାଣ କରିବା ପାଇଁ ୩ ହଜାର ମୂଲ୍ୟବାନ ଗଛ କଟା ଯାଇ ଥିବାବେଳେ ୩ ଲକ୍ଷ ଗଛ ବୃକ୍ଷ ରୋପଣ କରାଯାଉ ବୋଲି ମଧ୍ୟ ସେ ଦାବୀ କରିଛନ୍ତି । ଉତ୍ତପ୍ତ ସହର ଟିଟିଲାଗଡ଼ କୁ ତତଲାଗଡ଼ ଭାବେ ଚର୍ଚ୍ଚିତ ହୋଇ ସୁଦ୍ଧା ଏହି ଅଞ୍ଚଳ ରୁ ଏପରି ବୃକ୍ଷ କଟାଯିବା କେତେ ଯୁକ୍ତି ଯୁକ୍ତ ବୋଲି କହି ଉକ୍ତ ଅଞ୍ଚଳରେ ସେହି ମାତ୍ରାରେ ବୃକ୍ଷ ରୋପଣ କରାଯାଉ ବୋଲି ଦାବି ପ୍ରକାଶ କରାଯାଇଛି ।ଏହି ବିକ୍ଷୋଭ ପ୍ରଦର୍ଶନ ଓ ଧାରଣା ରେ  ଅଶୋକ ଦାସ, ବୈଶାଖୁ ସେଲମା, ପ୍ରସନ୍ନ ଛତ୍ରିଆ, ହରେକୃଷ୍ଣ ସାହୁ, ଜଗନ୍ନାଥ ସେଲମା, ଭୀମ ନାଗ ପ୍ରମୁଖ ସାମିଲ ହୋଇଥିଲେ । ତେବେ ସରକାର ଯଦି ଆଗାମୀ ଦିନରେ କୌଣସି ପଦକ୍ଷେପ ଗ୍ରହଣ ନ କରନ୍ତି, ତେବେ ଆଗାମୀ ଦିନରେ ତୀବ୍ର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like