-+91-9937148622 |

prerana_bgr@rediffmail.com |

  Friday 8th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||      ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି    (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   (08-May-2026)       ||      ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ♦️ ଧାରଣାରେ ବସିଲେ ୱାର୍ଡ ବାସୀ    (08-May-2026)       ||      ୭କୋଟି ଟଙ୍କାରେ ସତୀଚୌରା ଶ୍ମଶାନର ହେବ ନବୀକରଣ   (08-May-2026)       ||      ଡିଜିପି ଏବଂ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ♦️ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-May-2026)       ||      *ଜିଲ୍ଲାରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛିଖାଉଟି ଆତଙ୍କିତ ନ ହେବାକୁ ପରାମର୍ଶ।*   (08-May-2026)       ||      ପୋଲିସ ସାମ୍ନାରେ ପିଟି ମାରିଦେଲେ   (07-May-2026)       ||      ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   (07-May-2026)       ||      ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   (07-May-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ    (07-May-2026)       ||      ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||     

HOME   ଜିଲ୍ଲା

ଏ-ୱାନ୍ ଗ୍ରେଡ଼ ପାଇଥିବା ଛାତ୍ରୀଙ୍କୁ ସମ୍ବର୍ଦ୍ଧନା               

12-Jul-2022



ଉଲୁଣ୍ଡା,(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ବିଶିପଡା ପରମେଶ୍ୱରୀ 5- ଟି ମଡେଲ ହାଇସ୍କୁଲରେ ଏ1ପାଇଥିବା ଦଶମ ଶ୍ରେଣୀ ଛାତ୍ରୀ କ୍ରିଷ୍ଣାମୟୀ ଶତପଥୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି l ସୂଚନା ଅନୁସାରେ ବ୍ଲକର ସମସ୍ତ ହାଇସ୍କୁଲ ମଧ୍ୟରୁ ବିଶିପଡା ହାଇସ୍କୁଲରୁ ଏକମାତ୍ର ଛାତ୍ରୀ କ୍ରିଷ୍ଣାମୟୀ ଏ-ୱାନ୍  ଗ୍ରେଡ଼ ପାଇ ଅଂଚଳ ପାଇଁ ଗୌରବ ଆଣିଛନ୍ତି l ଏହି ଅବସରରେ ଆଜି ବିଶିପଡା ହାଇସ୍କୁଲରେ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପାଢ଼ୀଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା l ସଭାରେ ଛାତ୍ରୀ କ୍ରିଷ୍ଣାମୟୀ ନିଜର ସଫଳତା ଉପରେ ବର୍ଣ୍ଣନା କରିବା ସହ ଶୃଙ୍ଖଳିତ ହୋଇ ପାଠ ପଢିବା ପାଇଁ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ପରେ ବିଦ୍ୟାଳୟ ତରଫରୁ ତାଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଵା ସହ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ l ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   08-May-2026
  ଜିଲ୍ଲା  
ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   08-May-2026
  ଜିଲ୍ଲା  
କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି   08-May-2026
  ଜିଲ୍ଲା  
କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   08-May-2026
  ଜିଲ୍ଲା  
ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ♦️ ଧାରଣାରେ ବସିଲେ ୱାର୍ଡ ବାସୀ   08-May-2026
  ରାଜ୍ୟ  
୭କୋଟି ଟଙ୍କାରେ ସତୀଚୌରା ଶ୍ମଶାନର ହେବ ନବୀକରଣ   08-May-2026
  ରାଜ୍ୟ  
ଡିଜିପି ଏବଂ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ♦️ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-May-2026
  ଜିଲ୍ଲା  
*ଜିଲ୍ଲାରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛିଖାଉଟି ଆତଙ୍କିତ ନ ହେବାକୁ ପରାମର୍ଶ।*   08-May-2026
  ଜିଲ୍ଲା  
ପୋଲିସ ସାମ୍ନାରେ ପିଟି ମାରିଦେଲେ   07-May-2026
  ଜିଲ୍ଲା  
ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   07-May-2026
  ରାଜ୍ୟ  
ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   07-May-2026
  ରାଜ୍ୟ  
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ   07-May-2026

You Might Also Like