-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ଅତାବିରା ବ୍ଲକ ସ୍କାଉଟ୍ ଗାଇଡ ତଥା ଜୁନିଅର ରେଡକ୍ରସ ପକ୍ଷରୁ ସେବା ଶିବିର ଉଦଯାପିତ

12-Jul-2022



ବରଗଡ: ଗୁଣ୍ଡିଚା ଧାମ ରୂପେ ପରିଗଣିତ ହେଉଥିବା ଅତାବିରା ବ୍ଲକ ର କାଠଡେରା ଠାରେ ଦୀର୍ଘ ଦଶ ଦିନ ଧରି ଚାଲି ଚାଲିଥିଲା ରଥଯାତ୍ରା ମହୋତ୍ସବ ଓ ଲୋକ ମହୋତ୍ସବ । ଏହି ମହୋତ୍ସବର ଆଜି ଅନ୍ତିମ ଦିବସରେ ସେବା ଶିବିର ଉଦଯାପିତ ହୋଇ ଯାଇଛି। ବରଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତଥା  ଅତାବିରା ବ୍ଲକ ଶିକ୍ଷା କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ଅତାବିରା ବ୍ଲକ ସ୍କାଉଟ୍ ଗାଇଡ ତଥା ଜୁନିଅର ରେଡକ୍ରସ ପକ୍ଷରୁ ହୋଇଥିବା ଏହି ସେବା ଶିବିରର ଉଦଯାପନୀ  ଅବସରରେ ଜିଲ୍ଲା ସ୍କାଉଟ୍ ଗାଇଡ ସମ୍ପାଦକ ଆଶୁତୋଷ ଦେ  ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ବରିଷ୍ଠ ସ୍କାଉଟ୍ ମାଷ୍ଟର ତଥା ତାଲିମଦାତା ଭୁବନେଶ୍ୱର ମହାକୁର, ଟୋପ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରୀ ତଥା ଗାଇଡ କ୍ୟାପଟେନ ଅନୁସୂୟା ଦେବତା, ଜlଙ୍ଗେଡ୍  ଉଚ୍ଚ ବିଦ୍ୟାଳୟର ସ୍କାଉଟ୍ ମାଷ୍ଟର ସୁବାସ ଗଡତିଆ, ହୀର୍ଲିପାଲି ଉଚ୍ଚ ବିଦ୍ୟାଳୟର ସ୍କଉଟ୍ ମାଷ୍ଟର ପ୍ରତାପ ଗଡତିଆ  ପ୍ରମୁଖ ଉପସ୍ଥିତ ଥିଲେ। ଗତ ୪ ତାରିଖରୁ ୧0 ତାରିଖ ଯାଏଁ ହୋଇଥିବା ଏହି ସେବା ଶିବିରକୁ ବହୁତ ସୁନ୍ଦର ଓ  ଶୃଙ୍ଖଳିତ ଭାବରେ ପରିଚାଳନା କରି ଏହାକୁ ସଫଳ ରୂପାୟନ କରିଥିଲେ ଲାଚିଦା ଉଚ୍ଚ ବିଦ୍ୟାଳୟର ସ୍କାଉଟ୍ ମାଷ୍ଟର ରମେଶ ସେଠ୍ । ଶ୍ରୀମତୀ ଦେବତା ସ୍କାଉଟ ଗାଇଡ ତଥା ଜୁନିଅର ରେଡକ୍ରସର ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମରେ ଛlତ୍ରଛlତ୍ରୀ ମାନଙ୍କ ଭୂମିକା ଉପରେ ଆଲୋକପାତ କରିବା ସହ ମହୋତ୍ସବ କମିଟି ତାଙ୍କୁ ସେଇ ସୁଯୋଗ ପ୍ରଦାନ କରୁଥିବାରୁ କୃତଜ୍ଞତା ଜ୍ଞାପନ କରିଥିଲେ । ଏହି ଶିବିରରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଯେଉଁ  ସେବାମୂଳକ ମନୋଭାବ ସୃଷ୍ଟି ହୋଇ ପାରିଛି, ସେମାନେ ଯେଉଁଭଳି ଭାବରେ ଲୋକଙ୍କୁ ସେବା ଯୋଗାଇ ଥିଲେ ତାହା ଦେଖି ଶ୍ରୀଯୁକ୍ତ ଦେ ତଥା ମହୋତ୍ସବ କମିଟିର କର୍ମକର୍ତ୍ତା ମାନେ ଖୁସି ହୋଇଥିଲେ । ପରବର୍ତ୍ତୀ ସମୟରେ  ଏହା ତାଙ୍କୁ ତାଙ୍କର ଭବିଷ୍ୟତ ତଥା ଚରିତ୍ର ନିର୍ମାଣରେ ସାହାଯ୍ୟ  କରିବ ବୋଲି ସମସ୍ତେ କହିଥିଲେ ।cଏହି ଶିବିରରେ ଟୋପ ଉଚ୍ଚ ବିଦ୍ୟାଳୟ, ଲାଚିଦା ଉଚ୍ଚ ବିଦ୍ୟାଳୟ, ହିର୍ଲିପାଲି ଉଚ୍ଚ ବିଦ୍ୟାଳୟର ସ୍କାଉଟ୍ ଗାଇଡ ତଥା ଜୁନିଅର ରେଡକ୍ରସର ଛାତ୍ରଛାତ୍ରୀ ମାନେ ଯୋଗ ଦେଇ ଥିଲେ। ଏହି  ସାତ ଆଠ ଦିନର ଶିବିରରେ  ସ୍କାଉଟ୍ ଗାଇଡ ମାନେ ଝାଡୁ ଧରି ରଥ ମେଲଣ ସ୍ଥାନ ତଥା ଚତୁର୍ପାର୍ଶ୍ଵ ରେ ସଫେଇ କରିଥିଲେ । ସମସ୍ତ ଆବର୍ଜନା କୁ ଗୋଟେଇ ଥିଲେ ଓ ପରେ ଶହ ଶହ ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ସରବତ ଓ ଜଳ ବଣ୍ଟନ କରିଥିଲେ । ଅନ୍ନ ପ୍ରସାଦ ବଣ୍ଟନ କରିବା ,ପୋଡ଼ ପିଠା ବଣ୍ଟନ କରିବା, ପାନୀୟ ଜଳ ଓ ସରବତ ବଣ୍ଟନ କରିବା ତଥା ଆବଶ୍ୟକ ପଡିଲେ ପ୍ରାଥମିକ ଚିକିତ୍ସା ମଧ୍ୟ ଯୋଗାଇ ଦେଇଥିଲେ।  ଏହି ସେବା ଶିବିର ରେ ଯୋଗ ଦେଇଥିବା ଛାତ୍ର ଛାତ୍ରୀ ମାନଙ୍କୁ  ରଥଯାତ୍ରା କମିଟି ପକ୍ଷରୁ ପ୍ରଶଂସା ପତ୍ର ପ୍ରଦାନ କରାଯିବ  ବୋଲି ଜଣା ପଡିଛି । ତେବେ ଆଗାମୀ ଦିନରେ  ଭିଡ଼ ତଥା ସେବାର ଆବଶ୍ୟକ ଥିବା  ସ୍ଥାନରେ  ସେବା ଯୋଗାଇବାରେ  କେବେହେଲେ ପଛଘୁଞ୍ଚା ଦେବେ ନାହିଁ ବୋଲି ଏହି ଛାତ୍ର ଛାତ୍ରୀ ମାନେ ଉତ୍ସୁକତା ଦେଖାଇଥିଲେ । ତେବେ  ଯେଉଁ ସେବା ପ୍ରଦାନ ପାଇଁ  ଶିବିରର ଅlୟୋଜନ କରାଯାଇଥିଲା ତାହା  ଅତୀବ  ସଫଳତାର ସହ   ସମ୍ପର୍ଣ୍ଣ  ହୋଇଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର