-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗୀର ଶାଖା ପକ୍ଷରୁ ଆଲୋଚନାଚକ୍ର

12-Jul-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗୀର ଶାଖା ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉପଲକ୍ଷେ ଏକ ଆଭାସୀ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।ଶାଖାର ସଭାପତି ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ 'ଗୁରୁ ଗୋବିନ୍ଦାୟ ନମଃ'ବିଷୟ ଉପରେ ଆଲୋଚିକା ଭାବେ ଶିଶୁ ସାହିତ୍ଯିକା ତଥା ଶାଖାର ସହ ସମ୍ପାଦିକା ସୁଶ୍ରୀ ସବିତା ଭୋଇ ଯୋଗଦେଇ ବକ୍ତବ୍ୟ ପ୍ରଦାନ

କରିଥିଲେ।ସଂଯୋଜକ ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ସଂଯୋଜନାରେ ପରିଚାଳିତ ସଭାରେ ସର୍ବ ପ୍ରଥମେ ବଲାଙ୍ଗୀର ଶାଖାର ବରିଷ୍ଠ ସଭ୍ୟ ଶ୍ରୀ ରାମଚନ୍ଦ୍ର ପଟେଲଙ୍କ ॐ

କାର ଧ୍ୱନି ଇଚ୍ଚାରଣରେ ସଭା ଆରମ୍ଭ ହୋଇଥିଲା।ତାପରେ ସଭ୍ୟା ସୁଶ୍ରୀ ସଞ୍ଜୁକ୍ତା ପରିଛ୍ଛା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ରାଜ୍ୟ ସଂଗଠନ ସମ୍ପାଦକ ନାରାୟଣ ନାୟକ,ସନ୍ତୋଷ କୁମାର ମହାପାତ୍ର, ଡ.ସୂର୍ଯ୍ୟ ନାରାୟଣ ପଣ୍ଡା ନିଜ ନିଜର ମତବ୍ୟକ୍ତ କରିଥିଲେ।ପରିଶେଷରେ ଶାଖାର ସମ୍ପାଦକ ଶ୍ରୀ ଧର୍ମବ୍ରତ ରଥ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ସତ୍ୟାନନ୍ଦ ବିଶ୍ୱ।ଳ,ଡ.ଅଶୋକ ସେଠୀ,କସ୍ତୁରୀ ରଥ,ସୁରୁଚୀ ମିଶ୍ର, ହେମନ୍ତ ମୁଣ୍ଡ, ସଞ୍ଜୁକ୍ତା ପାଣିଗ୍ରାହୀ, ଶାନ୍ତି ମେହେର, ପ୍ରତିମା ମେହେର,ପ୍ରେମଲତା ଦାଶ,ରଙ୍କମଣି ବାରିକ,ମମତା ପାତ୍ର,ଗୁଣନିଧି ନାଏକ,ମୁରଲୀଧର ଶିକା,ଅଞ୍ଜଳି ପଟ୍ଟନାୟକ ଆଦି ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର