-+91-9937148622 |

prerana_bgr@rediffmail.com |

  Friday 8th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   (08-May-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||      ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି    (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   (08-May-2026)       ||      ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ♦️ ଧାରଣାରେ ବସିଲେ ୱାର୍ଡ ବାସୀ    (08-May-2026)       ||      ୭କୋଟି ଟଙ୍କାରେ ସତୀଚୌରା ଶ୍ମଶାନର ହେବ ନବୀକରଣ   (08-May-2026)       ||      ଡିଜିପି ଏବଂ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ♦️ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-May-2026)       ||      *ଜିଲ୍ଲାରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛିଖାଉଟି ଆତଙ୍କିତ ନ ହେବାକୁ ପରାମର୍ଶ।*   (08-May-2026)       ||      ପୋଲିସ ସାମ୍ନାରେ ପିଟି ମାରିଦେଲେ   (07-May-2026)       ||     

HOME   ଜିଲ୍ଲା

କୋଦଳା ଠାରେ ପୋଲିସ ସହାୟତା କେନ୍ଦ୍ର କୁ ଉଦଘାଟନ କଲେ ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ

13-Jul-2022



ଅଞ୍ଚଳରେ ଅପରାଧ ସଂଖ୍ୟା କମାଇବା ଓ ଲୋକଙ୍କୁ ସହାୟତା ପ୍ରଦାନ କରିବା ଉଦେଶ୍ୟ ନେଇ ଗଞ୍ଜାମ ଜିଲ୍ଲା କୋଦଳା ସହର ର ଚାରିଛକ ଠାରେ ଉଦଘାଟନ ହେଲା ପୋଲିସ ସହାୟତା କେନ୍ଦ୍ର l ସହର ବାସୀ ଏଠାରେ ପୋଲିସ ସହାୟତା କେନ୍ଦ୍ର ସ୍ଥାପନ ହେବା ନେଇ ବହୁ ଦିନରୁ ଦାବି କରିଆସୁଥିବା ବେଳେ ଆଜି ଏହାର ହୋଇଛି ଉଦଘାଟନ l ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ଏହି ସହାୟତା କେନ୍ଦ୍ର କୁ ଉଦଘାଟନ କରିଥିବା ବେଳେ ଆସିକା ସାଂସଦ ପ୍ରମିଳା ବିଷୋୟୀ ,କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ , ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାଏ, ପୁରୁଷୋତ୍ତମପୁର ଏସଡିପିଓ ସୂର୍ଯ୍ୟମଣୀ ପ୍ରଧାନ,କୋଦଳା ତହସିଲଦାର ସସ୍ମିତା ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ l ଏହାସହିତ ଆଗାମୀଦିନରେ ବିଧାୟକ ପାଣ୍ଠିରୁ ସାତଲକ୍ଷ ଟଙ୍କା ବ୍ୟୟରେ ସହର ର ବିଭିନ୍ନ ସ୍ଥାନରେ ସିସିଟିଭି ଲଗାଯିବା ନେଇ ସ୍ଥିର ହୋଇଥିବା କହିଛନ୍ତି ବିଧାୟିକା l ସେପଟେ ଏହି ଉଦଘାଟନ କାର୍ଯ୍ୟକ୍ରମ ଅବସରରେ ସ୍ଥାନୀୟ ଥାନା ଅଧିକାରୀ ଦେବାଶିଷ ମହାନ୍ତି ଓ ସମସ୍ତ କର୍ମଚାରୀ ଙ୍କ ସମେତ ବିଭିନ୍ନ ଥାନା ର ଅଧିକାରୀ, କର୍ମଚାରୀ ଉପସ୍ଥିତ ରହିଥିବା ବେଳେ ସହର ବହୁ ଜନସାଧାରଣ ଉପସ୍ଥିତ ରହି ସରକାରଙ୍କ ଏହି ପଦକ୍ଷେପ କୁ ସ୍ୱାଗତ କରିଛନ୍ତି l ଅନ୍ୟପଟେ କିଛିଦିନ ପୂର୍ବରୁ ଫଳକ ନାମ ଲେଖାକୁ ନେଇ ଅଞ୍ଚଳରେ ରାଜନୀତି ସରଗରମ ହୋଇଥିଲା l ଫଳକ ରେ ନିଜ ନାମ ନଥିବା ନେଇ କୋଦଳା ଏନଏସି ଅଧ୍ୟକ୍ଷ  ପ୍ରତିବାଦ କରିଥିଲେ l ଏହି ପ୍ରତିବାଦ କୁ ନେଇ ବିଧାୟିକା ଲତିକା ପ୍ରଧାନ କହିଛନ୍ତି ପୋଲିସ ସହାୟତା କେନ୍ଦ୍ର ପୋଲିସ ବିଭାଗର l ଏଥିରେ କାହାକୁ ନିମନ୍ତ୍ରଣ କରାଯିବ ଓ କାହା ନାମ ଲେଖାଯିବା ତାହା ବିଭାଗ ସ୍ଥିର କରେ l ଏହାକୁ ନେଇ ରାଜନୀତି କରଣ କରିବା ଅନୁଚିତ l
(ଗଞ୍ଜାମ ରୁ ଭଗବାନ ପାଢ଼ୀଙ୍କ ରିପୋଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ   08-May-2026
  ଜିଲ୍ଲା  
*ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   08-May-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    08-May-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   08-May-2026
  ରାଜ୍ୟ  
ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   08-May-2026

You Might Also Like