-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||     

HOME   ଜିଲ୍ଲା

ଶ୍ରମଦାନ କରି ଗାଁ ପୋଖରୀ ସଫା କଲେ ଗ୍ରାମବାସୀ

13-Jul-2022



ଦେଓଗାଁ (ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ବନ୍ଧ ପଡା ପଞ୍ଚାୟତରେ ଗ୍ରାମବାସୀ ଶ୍ରମ ଦାନ କରି ଗାଁ ପୋଖରୀ ର ସଫେଇ କରିଛନ୍ତି l ବନ୍ଧ ପଡା ପଞ୍ଚାୟତ ଟେପ୍ରେନ୍ ଗାଁର ଧୁବନେଶ୍ଵର କଟା କୁ ଆବର୍ଜନା ମୁକ୍ତ କରିବା ପାଇଁ ଆଜି ଗ୍ରାମବାସୀ ଲଗି ପଡିଥିଲେ l ବନ୍ଧ ପଡା ସରପଞ୍ଚ ଙ୍କ ଉଦ୍ୟମରେ ଏହି ସଫେଇ ଅଭିଯାନ ଆରମ୍ଭ ହୋଇଥିଲା l ଲୋକଙ୍କୁ ଗାଁ ପୋଖରୀ କୁ ସଫାସୁତୁରା ରଖିବା ପାଇଁ ସ୍ବେଚ୍ଛାସେବୀ ମାନଙ୍କ ତରଫରୁ ଅନୁରୋଧ କରାଯାଇଛି l ଏହି ପୋଖରୀର ପୂର୍ଣି ପତ୍ର ଓ ଅଳିଆ ଆବର୍ଜନାକୁ ଗ୍ରାମବାସୀ ସଫା କରିଥିଲେ l ୱାର୍ଡ ମେମ୍ବର ଭିକାରୀ ବେହେରାଙ୍କ ସମେତ ଗ୍ରାମର ଭଦ୍ର ବ୍ଯକ୍ତି ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026

You Might Also Like

                               
  ଜିଲ୍ଲା  

ଖବର ଆଜିର