-+91-9937148622 |

prerana_bgr@rediffmail.com |

  Friday 8th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   (08-May-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||      ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି    (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   (08-May-2026)       ||      ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ♦️ ଧାରଣାରେ ବସିଲେ ୱାର୍ଡ ବାସୀ    (08-May-2026)       ||      ୭କୋଟି ଟଙ୍କାରେ ସତୀଚୌରା ଶ୍ମଶାନର ହେବ ନବୀକରଣ   (08-May-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର

13-Jul-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ତୁରେକେଲା ବ୍ଳକ ଅନ୍ତର୍ଗତ  ଡଙ୍ଗରବୁଡା ଉଚ୍ଚ ବିଦ୍ୟାଳୟ ସର୍ଗିଗୁଡା ଠାରୃ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ତରଫରୁ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଭୋଳାନାଥ ପୁଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପାଠାଗାରର ପ୍ରତିଷ୍ଠାତା ତଥା ଆୟୋଜକ ଶ୍ରୀ ବୃନ୍ଦାବନ କୁମ୍ଭାର ଭ୍ରାମ୍ୟମାଣ ପାଠାଗାରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ପୁସ୍ତକହିଁ ମଣିଷର ପ୍ରକୃତ ବନ୍ଧୁ ବୋଲି ଉପସ୍ଥିତ ଅତିଥି ମାନେ ମତ ଦେଇଥିଲେ।ବିଶ୍ୱନନ୍ଦ ବିଶି,ରାହୁଲ କୁମାର ସରାଫ,ମନୋଜ କୁମାର ପଟ୍ଟନାୟକ, ସୁଶୀଲ କୁମାର ବେହେରା,ତୃପ୍ତିରାଣୀ ବେଦୀ,ସାଧନ କୁମାର ପୁଟେଲ, ଚିନ୍ମୟ ପୁଟେଲ ଆଦି ଶିକ୍ଷକବୃନ୍ଦ ପାଠ୍ୟପୁସ୍ତକ ପଢିବା ସହିତ ଗପ,କବିତା ପଢିବା

ଓ ନିଜେ ଲେଖିଲେହଁ ସୃଜନଶକ୍ତିର ବିକାଶ ହୁଏ ବୋଲି ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ।ଆୟୋଜକ ସାଙ୍ଗରେ ଆଣିଥିବା ଗଳ୍ପ ପୁସ୍ତକ ଛାତ୍ରଛାତ୍ରୀ ମାନଙ୍କୁ ପଢିବାକୁ ଦେଇଥିଲେ।ପଢି ସାରିବା ପରେ ସେମାନଙ୍କ ମଧ୍ୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇଥିଲା।ତାପରେ କୃତୀଛାତ୍ର ପକ୍ଷୀରାଜ ପୁଟେଲ,ଦୟାମତି ସମରଥ,ହସିନା ବରିହାଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା।ପରିଶେଷରେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ   08-May-2026
  ଜିଲ୍ଲା  
*ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   08-May-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    08-May-2026

You Might Also Like