-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ସାମାଜିକ କାର୍ଯ୍ୟକ୍ଷେତ୍ର ରେ ଅତୁଳନୀୟ ଅବଦାନ ପାଇଁ ବରଗଡ ର ଜଟାଧାରୀ ପ୍ରଧାନ(ଜଟୁ) ସମ୍ମାନିତ

13-Jul-2022



 ବରଗଡ: ଓଡିଶା ପ୍ରଦେଶ ର ବରଗଡ ଜିଲ୍ଲା ବରଗଡ ସଦର ସମଲେଇ ମନ୍ଦିର (ତଲିପଡା) ନିବାସୀ ତଥା ବର୍ତ୍ତମାନ ର ଡାଙ୍ଗ ନିବାସୀ ଜଟାଧାରୀ ପ୍ରଧାନ(ଜଟୁ) ସାମାଜିକ କର୍ମୀ ସମେତ ଜଣେ ଆଶୁ କବି ଏବଂ ସାମ୍ବାଦିକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜାତୀୟ ସ୍ତରରେ ସମ୍ମାନିତ ହୋଇଛନ୍ତି ।  ବାଲ ଗଙ୍ଗାଧର ତିଲକ ମେମୋରିଆଲ ପୁରସ୍କାର ୨୦୨୨  ମହାରାଷ୍ଟ୍ରର ଜୁହୁ ସ୍ଥିତ ଇସ୍କନ ମନ୍ଦିର ଅଡିଟୋରିୟମରେ ଆନ୍ତର୍ଜାତୀୟ ମାନବ ଅଧିକାର ପରିଷଦ ଦ୍ୱାରା ଆୟୋଜିତ ହୋଇଥିଲା ।  ଏହି କାର୍ଯ୍ୟକ୍ରମରେ ଭାରତର ବିଭିନ୍ନ ସ୍ଥାନରେ ରହୁଥିବା ଆନ୍ତର୍ଜାତୀୟ ମାନବ ଅଧିକାର ପରିଷଦର ସଦସ୍ୟମାନଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପରିଷଦ ଦ୍ୱାରା ସମ୍ମାନିତ କରାଯାଇଥିଲା।  ଏହି କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ସାମାଜିକ ନ୍ୟାୟ ତଥା ସଶକ୍ତିକରଣ ମନ୍ତ୍ରୀ ରାମ ଦାସ ଆଠେୱାଲେ ମୁଖ୍ୟ ଅତିଥି ଭାବରେ ମହାରାଷ୍ଟ୍ରର ସାମାଜିକ ନ୍ୟାୟ ମନ୍ତ୍ରୀ ଅଭିନାଶ ମହାତେକର ଏବଂ ସ୍ଥାନୀୟ ବିଧାୟକ ଭାରତୀ ଲାବେକର ଉପସ୍ଥିତ ଥିଲେ।  ଏହି କାର୍ଯ୍ୟକ୍ରମରେ ଆନନ୍ଦ ବକ୍ସି, ଅନୁପ ଜଲୋଟା, ସୁନୀଲ ପାଲ, ଲିଲି ପୁଟ ଭଳି ବହୁ ବିଶିଷ୍ଟ ସିନେ ତାରକା, ନିର୍ଦ୍ଦେଶକ, ପ୍ରଯୋଜକ ଏବଂ ସଂଗୀତ ରଚୟିତା ମଧ୍ୟ ସମ୍ମାନିତ ହୋଇଥିଲେ।  ଏହି ଅବସରରେ ମାନବିକ ଅଧିକାର ସାମାଜିକ ସେବାରେ ଅବଦାନ ପାଇଁ ଆନ୍ତର୍ଜାତୀୟ ମାନବ ଅଧିକାର ପରିଷଦର ଓଡିଶା ଶାଖାର ସାଧାରଣ ବିଭାଗର ରାଜ୍ୟ ସଭାପତି ସସ୍ମିତା ଦାସଙ୍କୁ ସମ୍ମାନିତ କରାଯାଇଥିଲା।ଏ ଭବ୍ୟ କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଠଗଡ଼ର ରାଜ୍ୟ ଉପରାଷ୍ଟ୍ରପତି ପ୍ରସାଦ ମହାନ୍ତି, କଟକ ଜିଲ୍ଲା ସଭାପତି ନାରାୟଣ ବିଶ୍ୱାଳ ଏବଂ କାର୍ଯ୍ୟକାରୀ ଅଧ୍ୟକ୍ଷ କମଲେଶ ପଟ୍ଟନାୟକ, ବଲାଙ୍ଗୀର ରୁ ପ୍ରକାଶିତ ସାପ୍ତାହିକ ସମ୍ବାଦପତ୍ର ସଂହାର ର  ସମ୍ପାଦକ ସୁନିଲ କୁମାର ମିଶ୍ର ଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା ।   ଆନ୍ତର୍ଜାତୀୟ ମାନବ ଅଧିକାର ପରିଷଦର ସଭାପତି ଡ. ଏସ ସୋନି ଶାହା ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇବା ସହ ପରିଷଦର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like