-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   (08-May-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||      ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି    (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   (08-May-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଗୁରୁପୂର୍ଣ୍ଣିମା ପାଳିତ

13-Jul-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟର ସଂସ୍କୃତ ବିଭାଗ ପକ୍ଷରୁ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗୁରୁ ପୂର୍ଣ୍ଣିମା ଦିବସ ପାଳନ କରାଯାଇଛି।ଏହି ସଭାରେ ଅଧ୍ୟକ୍ଷତା କରିଥିଲେ ରାଜନିତି ବିଭାଗର ବରିଷ୍ଠ ଅଧ୍ୟାପକ ଶ୍ରୀଯୁକ୍ତ ରୁଦ୍ରନାରାୟଣ ଦାସ। ପ୍ରଥମ ଗୁରୁ ହେଉଛନ୍ତି ନିଜର ମା ତଥା ତାପରେ ଶିକ୍ଷା ଗୁରୁ ଏବଂ ବ୍ୟାସଦେବ ହେଉଛନ୍ତି ସମସ୍ତଙ୍କ ଗୁରୁ ବୋଲି ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ।ସଭା ପ୍ରାରମ୍ଭରେ ସଂସ୍କୃତ ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ହରିଶ୍ଚନ୍ଦ୍ର ହୋତା ବେଦପାଠ  କରିବା ସହିତ ସଭାର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ମୁଖ୍ୟବକ୍ତା ଭାବେ ବରିଷ୍ଠ  ଇଂରାଜି ଅଧ୍ୟାପକ  ବାଣୀପ୍ରସାଦ ବିଶ୍ବାଳ ବ୍ୟାସଦେବଙ୍କ ଜନ୍ମତିଥିକୁ ଗୁରୁ ପୂର୍ଣ୍ଣିମା ଦିବସ ରୂପେ ପାଳନ କରାଯାଏ ବୋଲି ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ।
ଏହି ସଭାରେ ଉପସ୍ଥିତ ଥିଲେ ଅଧ୍ୟାପିକା ଦିପ୍ତୀରାଣୀ ସ୍ବାଇଁ, ପ୍ରମିତା ମିଶ୍ର,ବିଘ୍ନେଶ୍ୱରୀ ପୂଜାରୀ,ଜାନକୀ ସାମିନୀ,ଦୀପିକା ବାରିକ, ଅଧ୍ୟାପକ ମାନେ ହେଲେ ଭଗବାନ ସାହୁ,ମାନସ ରଞ୍ଜନ ମିଶ୍ର,।ସଭାକୁ ପରିଚାଳନା କରିଥିଲେ ଅର୍ଥଶାସ୍ତ୍ର ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ବିଶ୍ଵନାଥ ମିଶ୍ର।ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ସଂସ୍କୃତ ବିଭାଗର ଛାତ୍ର ଅଚ୍ୟୁତ ସାହୁ ।ସେହିପରି ବିନିକା ସହରର ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ ମାନଙ୍କରେ ମଧ୍ୟ ଗୁରୁପୂର୍ଣ୍ଣିମା ଦିବସ ଆଡ଼ମ୍ବରପୂର୍ଣ୍ଣ ଭାବରେ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ   08-May-2026
  ଜିଲ୍ଲା  
*ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   08-May-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026

You Might Also Like