-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜୀବନଶୈଳୀ

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

25-Nov-2020



(ପ୍ରେରଣା ଖବର) (ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତି ୩ଟା ୩୦ ମିନିଟ୍‌ରେ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା।ତାଙ୍କର ଏକାଧିକ ଅଙ୍ଗପ୍ରତ୍ୟଙ୍ଗ ଅଚଳ ହେବା ପରେ ଦେହାନ୍ତ ହୋଇଥିବା ତାଙ୍କ ପୁଅ ଫୈସଲ ପଟେଲ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଅକ୍ଟୋବର ୧ ତାରିଖରେ ଅହମ୍ମଦଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିଲା। ଏହାପରେ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ଚଳିତ ମାସ ୧୫ ତାରିଖରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।ଅହମ୍ମଦ ପଟେଲ ଗୁଜରାଟରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଏହାକୁ ମିଶାଇ ସେ ମୋଟ୍ ୮ ଥର ସାଂସଦ ହୋଇଥିଲେ। ଦଳରେ ଅହମ୍ମଦ ପଟେଲଙ୍କର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା।ଦୀର୍ଘ ବର୍ଷ ଧରି ସେ ସୋନିଆ ଗାନ୍ଧିଙ୍କ ରାଜନୈତିକ ପରାମର୍ଶଦାତା ଭାବେ କାମ କରିଥିଲେ। ସୋନିଆଙ୍କ ନିକଟତମ ରାଜନେତାଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ