-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା କୁ ନେଇ ଗର୍ଜିଲା ବିଜେପି ମହିଳା ମୋର୍ଚ୍ଚା

13-Jul-2022



ସମ୍ବଲପୁର(ସଞ୍ଜୀବ କୁମାର ପାଣିଗ୍ରାହୀ) - ସ୍ୱାଧୀନତାର ୭୫ବର୍ଷ ରେ ପଦାର୍ପଣ ଓ ରାଜ୍ୟରେ ନିରନ୍ତର ଓ ନିରକୁଂଶ ଭାବରେ ୨୨ ବର୍ଷ ଶାସନ କଲାପରେ ମଧ୍ୟ ରାଜ୍ୟବାସୀଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ଯୋଗାଇ ଦେବାରେ ରାଜ୍ୟ ସରକାର ବିଫଳ । 5T ର ଅଦୃଶ୍ୟ ବିଭାଗର ପ୍ରଚାର ପ୍ରସାର ଏବଂ ବିଜ୍ଞାପନରେ ସରକାର ଙ୍କ ସଫଳତା ଓ ବହାଦୁରୀର ମିଛ ଡିମଡ଼ିମୀ ପିଟିବାରେ ସରକାର ବ୍ୟସ୍ତ । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ବିଶୁଦ୍ଧ ପାନୀୟ ଜଳଯୋଗାଣ ଭଳି ସାଧାରଣ ଓ ସର୍ବନିମ୍ନ ମୌଳିକ ସୁବିଧା ଯୋଗାଇବାରେ ବିଫଳ ଏ ଅହଙ୍କାରୀ ସରକାର । 
      ନାହିଁ ନାହିଁ ରେ ଚାଲିଛି ରାଜ୍ୟ ର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା, ତହିଁ ଉପରେ ଦୁର୍ନୀତି, ଭ୍ରଷ୍ଟାଚାର, ରୋଗୀ ନିର୍ଯ୍ୟାତନା କଟା ଘା ରେ ଲୁଣ ସଦୃଶ ସାଜିଛି । ରାଜ୍ୟର ସ୍ୱାସ୍ଥ୍ୟ ବିଭାଗ ନିଜେ କୋମା ରେ ପଡିଛି କହିଲେ ଅତ୍ୟୁକ୍ତି ହେବନାହିଁ ।
       ଜିଲ୍ଲା ର ବିପର୍ଯ୍ୟସ୍ତ ସ୍ଵାସ୍ଥ୍ୟ ସେବା ବ୍ୟବସ୍ଥା କୁ ନେଇ ଆଜି ସମ୍ବଲପୁର ବିଜେପି ମହିଳା ମୋର୍ଚ୍ଚା ଘେରିଛି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଙ୍କ କାର୍ଯ୍ୟାଳୟ । ବିଜେପି ମୋର୍ଚ୍ଚା ଜିଲ୍ଲା ସାଧାରଣ ସମ୍ପାଦିକା ଶ୍ରୀମତୀ ପ୍ରଭାସିନୀ ଦାଶ ଙ୍କ ନେତୃତ୍ୱରେ ଆଜି ମହିଳା କର୍ମୀମାନେ ସି.ଡି.ଏମ.ଓ ଙ୍କ କୋଠରୀ ସମ୍ମୁଖରେ ଧାରଣା ଦେଇଥିଲେ । ପରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଦାୟିତ୍ୱ ନିର୍ବାହନ କରୁଥୁବା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅଶୋକ କୁମାର ଦାସ କାର୍ଯ୍ୟାଳୟ କୁ ପହଞ୍ଚି ଆନ୍ଦୋଳନକାରୀ ଙ୍କ ସହ ଆଲୋଚନା କରିଥିଲେ ।
      ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ହୋଇଥିବା ଆପତ୍ତି ଅଭିଯୋଗ ଓ ଆଲୋଚନାରେ ବହୁ ପ୍ରସଙ୍ଗ ଉତ୍ଥାପନ କରିଥିଲେ ଆନ୍ଦୋଳକାରୀ ।
     ବିଶେଷ କରି ପ୍ରସୂତି ବିଭାଗ ରେ ପ୍ରସୂତି ମହିଳା ଓ ପରିଜନଙ୍କୁ ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀଙ୍କ ଦ୍ଵାରା କରାଯାଉଥୁବା ଅକଥନୀୟ ଆର୍ଥିକ ଅତ୍ୟାଚାର । ବିଭିନ୍ନ ସମୟରେ ନିୟମିତ ଚେକଅପ ସମୟରେ ଗର୍ଭବତୀ ମହିଳାମାନଙ୍କୁ ଅଲ୍ଟ୍ରାସାଉଣ୍ଡ ପାଇଁ ୫୦୦ ଟଙ୍କା ଲେଖାଏଁ ମାଗିବା, ପ୍ରସୂତି ପାଇଁ ଆସୁଥିବା ଗର୍ଭବତୀ ମହିଳାମାନଙ୍କୁ ଡେଲିଭରି ସମୟରେ ଡାକ୍ତର ନର୍ସ ଟଙ୍କା ମାଗିବା, ମିଠା ଖାଇବା ପାଇଁ ଟଙ୍କା ମାଗିବା, ଡିସଚାର୍ଜ ସମୟରେ ଟଙ୍କା ମାଗିବା, ବିଭିନ୍ନ ସ୍ଥାନରେ କିଛି ଅସାଧୁ ଆଶା କର୍ମୀ ପ୍ରସୂତି ମହିଳାମାନଙ୍କୁ ଟଙ୍କା ମାଗିବା  ଭଳି ଅନେକ ଗୁରୁତର ଅଭିଯୋଗ ଆଣିଥିଲେ ଆନ୍ଦୋଳନକାରୀ । ଏଭଳି ଅସାଧୁ, ଦୁର୍ନୀତିଗ୍ରସ୍ତ ଓ ଭ୍ରଷ୍ଟାଚାରୀ ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀ ଙ୍କୁ ଚିହ୍ନଟ କରି ସେମାନଙ୍କ ବିରୁଦ୍ଧରେ ଦୃଢ଼ ଓ ଦୃଷ୍ଟାନ୍ତମୂଲକ ପଦକ୍ଷେପ ଗ୍ରହଣ କରିବାକୁ ଦାବୀ କରିଥିଲେ ।
    ସରକାରଙ୍କ ପକ୍ଷରୁ ମାଗଣା ଔଷଧ ବଣ୍ଟନ କରଯାଉଛି ବୋଲି ସରକାର ବହାଦୁରୀ ମାରୁଛନ୍ତି, କିନ୍ତୁ ଅଧିକାଂଶ ସମୟରେ ରୋଗୀଙ୍କୁ ମାଗଣା ଔଷଧ ମିଳୁନାହିଁ । ସରକାରଙ୍କ ତାଲିକାଭୁକ୍ତ ଔଷଧ ଗୁଡିକ ମଧ୍ୟରୁ ଅଧିକାଂଶ ଔଷଧ ଷ୍ଟକରେ ନାହିଁ ବୋଲି କୁହାଯାଉଛି, ତେଣୁ ରୋଗୀ ବାହାରୁ ଔଷଧ କିଣିବାକୁ ବାଧ୍ୟ ହେଉଛି । ସେ ସମସ୍ୟାର ଶୀଘ୍ର ଓ ସ୍ଥାୟୀ ସମାଧାନ କରିବା ପାଇଁ ଦାବୀ କରିଥିଲେ ।
   ଜିଲ୍ଲାରେ ଖାଲି ପଡିଥିବା ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀଙ୍କ ପଦବୀ ପୂରଣ କରିବା, ଖରାପ ହୋଇ ପଡିରହିଥିବା ଆମ୍ବୁଲାନ୍ସ ଗୁଡିକୁ ଶୀଘ୍ର ମରାମତି କରିବା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ଦାବୀ କରିଥିଲେ ଆନ୍ଦୋଳନକାରୀ ମାନେ ।

      ଆଜିର ଏହି ଆନ୍ଦୋଳନାତ୍ମଜ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରୁନୁ ପ୍ରଧାନ, ଆରତୀ ବରାଡ଼, ସଲୀଳା ପଣ୍ଡା, ଭବାନୀ ଦୁସର, ରିଙ୍କି ସାହୁ, ଅନୁସୟା ସାମଲ, ମିନତୀ ବହିଦାର, ସୁମୀ ପରିଡା, ଟିକି ପ୍ରଧାନ, ନିମି ମୁଣ୍ଡା ଜିଲ୍ଲା ସଭାପତି ଗିରିଷ ପଟେଲ, ମାନସ ରଞ୍ଜନ ବକ୍ସି, ଅଶ୍ୱିନୀ ମାଝୀ, ପ୍ରଦୀପ ବେହେରା, ସୁଦୀପ ପରିଡା, ଟୁକୁ ମହାନ୍ତି ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like