-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅଚାନକ ପରିଦର୍ଶନ ରେ ଗଲେ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

14-Jul-2022



ବଲାଙ୍ଗିର (ପ୍ରେରଣା ଖବର) ଆଜି ଦିନ ୧୧ ଟାଟା ବେଳେ ମାନ୍ୟବର ରାଜ୍ୟସଭା ସଦସ୍ୟ ନିରଞ୍ଜନ ବିଶି ବଲାଙ୍ଗିର ଟାଉନ୍ ବାଳିକା ବିଦ୍ୟାଳୟ ଗସ୍ତରେ ଯାଇ ସ୍କୁଲର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, ଅଧ୍ୟୟନରତ ଛାତ୍ରୀ ଓ କର୍ମଚାରୀ  ମାନଙ୍କୁ ସାକ୍ଷାତ୍ କରି ସ୍କୁଲର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ l ବଲାଙ୍ଗିର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟକୁ ଖୁବଶୀଘ୍ର 5-ଟି ରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍କୁଲର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର ରାଜ୍ୟସଭା ସାଂସଦ ଶ୍ରୀ ବିଶି ଙ୍କୁ ଅନୁରୋଧ କରିଥିଲେ l ସ୍କୁଲରେ ବିଜ୍ଞାନ, ଗଣିତ ଓ ଓଡ଼ିଆ ବିଷୟ ପାଇଁ ଶିକ୍ଷକ ନଥିବାରୁ ପିଲାଙ୍କ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି l ଏଠାରେ ସ୍କୁଲର ଖେଳ ଶିକ୍ଷୟତ୍ରୀ ଆତି ଚମତ୍କାର ଭାବରେ ଓଡ଼ିଆ ପଢାଉଥିବାରୁ ରାଜ୍ୟ ସଭା ସାଂସଦ ଶ୍ରୀ ବିଶି ଖୁସି ବ୍ୟକ୍ତ କରିଥିଲେ l ଏ ନେଇ  ପର୍ଯ୍ୟାପ୍ତ ଶିକ୍ଷକ ନିଯୁକ୍ତି ପାଇଁ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀ ବିଶି ଙ୍କ ଦୃଷ୍ଟି

ଆକର୍ଷଣ କରାଯାଇଥିଲା l ସାଂସଦ ଶ୍ରୀ ବିଶି ସ୍କୁଲର ନବମ ଓ ଦଶମ ଶ୍ରେଣୀକୁ ଯାଇ ଛାତ୍ରୀ ମାନଙ୍କୁ  ବିଭିନ୍ନ ପ୍ରଶ୍ନ ପଚାରିଥିଲେ  l ଏକାଗ୍ରତାର ସହ ପାଠ ପଢିବାକୁ ଶ୍ରୀ ବିଶି ଛାତ୍ରୀ ମାନଙ୍କୁ ଉପଦେଶ ଦେଇଥିଲେ lଏଥିସହ ଶ୍ରେଣୀ ଗୃହରେ ପାଠ ପଢାଉଥିବାରୁ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ମଧ୍ୟ ସ୍କୁଲର ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ l ଆାଦିବାସୀ ଛାତ୍ରୀ ମାନେ ଯେପରି ରାଜ୍ୟ ସରକାରଙ୍କ ପ୍ରଦତ୍ତ ଷ୍ଟାଇଫ୍ରେଣ୍ଡ୍ ଓ ଅନ୍ୟନ୍ୟ ସୁବିଧା ପାଇପାରିବେ ସେ ନେଇ ଛାତ୍ରୀ ମାନଙ୍କୁ ବୁଝାଇବl ସହ ଶି୍କ୍ଷକ ମାନଙ୍କୁ ପରାମର୍ଶ ଦେଇ ଥିଲେ l ସ୍କୁଲ ପରିଦର୍ଶନ ସମୟରେ ସାଂସଦ ଶ୍ରୀ ବିଶି ଙ୍କ ସହ ବଲାଙ୍ଗିର ନାଗରିକ କମିଟିର ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ ଙ୍କ ସମେତ ଦଳୀୟ କର୍ମୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026

You Might Also Like