-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ନିର୍ବାଚନ ସମୟରେ ଦେଇ ଥିବା ପ୍ରତିଶୃତି ପୁରଣ କଲେ, ଇଚ୍ଛାପଡା ସରପଞ୍ଚ ନିଜସ୍ୱ ପାଣ୍ଠିରୁ ପ୍ରଥମ ଦିନରେ ୩ ବିଦ୍ୟାଳୟକୁ ଆରୋ ପ୍ରଦାନ କଲେ

14-Jul-2022



ମୁରିବାହାଲ/ ମୁରିବାହାଲ ବ୍ଲକ ଇଚ୍ଛାପଡା ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସୁବାସିନୀ ବେହେରା ନିଜସ୍ୱ ପାଣ୍ଠିରୁ ପ୍ରଥମ ଦିନରେ ୩ ବିଦ୍ୟାଳୟକୁ ଆରୋ ପ୍ରଦାନ କରିଛନ୍ତି | ଇଚ୍ଛାପଡା ପଞ୍ଚାୟତ ରେ ପ୍ରଥମ ଦିନରେ ୩ ଗୋଟି ବିଦ୍ୟାଳୟରେ ଅନ୍ତର୍ଲା, କତରଲଗା, ବଗୁଆବାହାଲରେ ସରପଞ୍ଚ ଶ୍ରୀମତୀ ବେହେରା ଆରୋ ପ୍ରଦାନ କରିଥିଲେ |ଏହି ଅବସରରେ ଅନ୍ତର୍ଲା ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଆରତୀ ସିଂ ବରିହା, ସହକାରୀ ଶିକ୍ଷକ ଶଶୀଭୂଷଣ ବେହେରା,  ଶିକ୍ଷକ ଶୁଭରାଜ ବଗର୍ତ୍ତୀ, I ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମନୋଜ ବାଗ, ଅଙ୍ଗନବାଡି ୱାର୍କର ଡମେନ ଭୋଇ, ଆଶା ପୁଷ୍ପରେଣୁ ବେହେରା ମେମ୍ବର ଶାନ୍ତ ବଗର୍ତ୍ତୀ, ସୁତାର ବାଗ, ଯୋଗେଶ୍ୱର ସୁନାନୀ ପ୍ରମୁଖ ଉପସ୍ଥିତ ଥିଲେ |କତରଲଗା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜଗମୋହନ ରାଉତ,ଶିକ୍ଷୟତ୍ରୀ ଝୁମକି ରାଣୀ ମଲ୍ଲିକ, ଶିବାନୀ ବାଗ, ଶୁଶାନ୍ତ 

ରାଉତ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ହର୍ଷ ନାଗ,ଅଙ୍ଗନବାଡି ମଇଥଲି ନାଗ,ମେମ୍ବର ସରୋଜିନୀ ବାଗ, ଛନକା ବାଗ ଅକ ନାଗ ପ୍ରମୁଖ ଉପସ୍ଥିତ ଥିଲେ |
ସେହିପରି ବଗୁଆବାହାଲ ପ୍ରାର୍ଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନନ୍ଦିକିଶୋର ବୁଡ଼େକ, ସହକାରୀ ଶିକ୍ଷକ ପ୍ରମୋଦ ସୁନା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସନ୍ତୋଷ ନାଗ, ଅଙ୍ଗନବାଡି ବନିତା ବିଭାର, ମେମ୍ବର ଭୀମରାଜ ବେଣ୍ଟକାର, ରାଧାକାନ୍ତ ଭୁଏ, ଲିଙ୍ଗରାଜ ନାଗ, ଜୟରାମ ଭୋଇ, ଦେବେନ୍ଦ୍ର ନିଆଲ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ |
ସୂଚନା ଅନୁସାରେ ପଞ୍ଚାୟତ ର ସମସ୍ତ ବିଦ୍ୟାଳୟ କୁ ନିଜସ୍ୱ ପାଣ୍ଠିରୁ ଆରୋ ଦିଆଯିବାପାଇଁ ସ୍ଥିର ହୋଇଛି ୩ ଗୋଟି ବିଦ୍ୟାଳୟ କୁ ଦିଆ ସରିଛି ଆଉ ୭ ଗୋଟି ବିଦ୍ୟାଳୟ କୁ ଦିଆଯିବ ବୋଲି ସରପଞ୍ଚ ଙ୍କ ପ୍ରତିନିଧି ଚିନ୍ତାମଣି ବେହେରା ସୂଚନା ଦେଇଛନ୍ତି |
ନିର୍ବାଚନ ସମୟରେ ଦେଇଥିବା ପ୍ରତିଶୃତି ପୁରଣ କଲେ ସରପଞ୍ଚ |ଏହିପରି କାର୍ଯ୍ୟକ୍ରମ କୁ ଅଭିଭାବକ ଓ ଶିକ୍ଷକ ବୃନ୍ଦ ସରପଞ୍ଚ ଙ୍କୁ ସାଧୁବାଦ ଜଣାଇବା ସହିତ ଖୁସିବ୍ୟକ୍ତ କରିଛନ୍ତି|


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like