-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ଅଗ୍ନିପଥ ଯୋଜନା ଅଧୀନରେ ଭାରତୀୟ ସେନା ନିଯୁକ୍ତି ରାଲି |

14-Jul-2022



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠି): ସମ୍ବଲପୁର ସେନା ନିଯୁକ୍ତି କାର୍ଯ୍ୟାଳୟ ଅଧୀନରେ ତା 0୯ ସେପ୍ଟେମ୍ବର ୨0୨୨ ଠାରୁ ତା ୧୪ ସେପ୍ଟେମ୍ବର ୨0୨୨ ପର୍ଯ୍ୟନ୍ତ ଓଡ଼ିଶାର ଅନୁଗୁଳ,ବରଗଡ଼, ବଲାଙ୍ଗୀର, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାର  ଯୋଗ୍ୟ ପ୍ରାର୍ଥୀଙ୍କ ପାଇଁ ଅଗ୍ନିପଥ ଯୋଜନା ଅନ୍ତର୍ଗତ ସେନା ନିଯୁକ୍ତି ରାଲି ସମ୍ବଲପୁର ଏୟାର ଷ୍ଟ୍ରିପ ଠାରେ ଅନୁଷ୍ଠିତ ହେବ l ଏଥି ନିମନ୍ତେ ପ୍ରାର୍ଥୀ ଙ୍କ ଶିକ୍ଷାଗତ ଯୋଗ୍ୟତା ଏବଂ ଆଣ୍ଟି କୋଭିଡ ବାଧ୍ୟତା ମୂଳକ ରହିଥିବା ବେଳେ ପ୍ରାର୍ଥୀ ଜଏନ ଇଣ୍ଡିଆନ୍ ଆର୍ମି ୱେବସାଇଟ୍ www.joinindianarmy.nic.in ରେ ପ୍ରକାଶିତ ରାଲି ବିଜ୍ଞପ୍ତି କୁ ଯାଇ ଆବେଦନ ସଂକ୍ରାତୀୟ ସମସ୍ତ ତଥ୍ୟ ହାସଲ କରିବା ସହିତ ଅନ ଲାଇନ ଆବେଦନ କରିପାରିବେ  | ଅନଲାଇନ୍ ପଞ୍ଜୀକରଣ ବାଧ୍ୟତା ମୂଳକ ରହିଥିବା ବେଳେ ଆବେଦନ ପାଇଁ ତା ୫ ଜୁଲାଇ ୨0୨୨ ରୁ ତା 0୩ ଅଗଷ୍ଟ ୨0୨୨ ପର୍ଯ୍ୟନ୍ତ ପ୍ରାର୍ଥୀ ଙ୍କ ନିମନ୍ତେ ଖୋଲା ଅଛି। ରାଲି ଆରମ୍ଭ ହେବାର ୧୫ ଦିନ ପୂର୍ବରୁ ପଞ୍ଜୀକୃତ ଇ-ମେଲ ମାଧ୍ୟମରେ ପ୍ରାର୍ଥୀଙ୍କୁ ଆଡମିଟ୍ କାର୍ଡ ପ୍ରେରଣ କରାଯିବ ବୋଲି ସମ୍ବଲପୁର ସେନା ନିଯୁକ୍ତି କାର୍ଯ୍ୟାଳୟ ତରଫରୁ  ସୂଚୀତ କରାଯାଇଛି l ଏହି ସେନା ନିଯୁକ୍ତି ରାଲିରେ ଜିଲ୍ଲାର ଅଧିକ ରୁ ଅଧିକ ଯୋଗ୍ୟ ପ୍ରାର୍ଥୀ ଭାଗ ନେବା ପାଇଁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like