-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||     

HOME   ଜିଲ୍ଲା

କଳାଧାମରେ ଗୁରୁ ପୂର୍ଣ୍ଣିମା

14-Jul-2022



ବଲାଙ୍ଗିର(ପ୍ରେରଣା ଖବର) ସ୍ଥାନୀୟ ତେଲିଗୋଠପଡା ସ୍ଥିତ ଚିତ୍ର, ସଂଗୀତ, ନୃତ୍ୟ ମହାବିଦ୍ୟାଳୟ “କଳାଧାମ” ଠାରେ ଆଦି କବି ବ୍ୟାସଦେବ ଙ୍କ ଜନ୍ମ ତିଥିରେ ଗୁରୁ ପୂର୍ଣ୍ଣିମା ଓ ଗୁରୁ ପୂଜନୋତ୍ସବ  ହର୍ଷଉଲ୍ଲାସରେ ପାଳିତ ହୋଇଯାଇଛି । ଏ ଅବସରରେ କଳାଧାମ ର ଛାତ୍ର ଛାତ୍ରୀ ତଥା ଅଭିଭାବକ ବୃନ୍ଦ ଉପସ୍ଥିତ ରହି ଗୁରୁ ପୂଜନୋତ୍ସବକୁ ପରିଚାଳନା କରିଥିଲେ । “କଳାଧାମ” ର ଅଧ୍ୟକ୍ଷ ତଥା ଗୁରୁଶ୍ରୀ ଦିଲ୍ଲିପ କୁମାର ସିଂହଦେଓ ସର୍ବ ପ୍ରଥମେ ଆଦିକବି ବ୍ୟାସଦେବ ଏବଂ ନିଜ ଗୁରୁମାନଙ୍କୁ ଦୀପ, ଧୂପ ଓ ଫୁଲ ଚନ୍ଦନ ଦେଇ ପୂଜନ କରିବା ସହ କିଭଳି ଭାରତୀୟ ପରମ୍ପରାରେ ଆଦିକାଳ ରୁ ବର୍ତ୍ତମାନ ପର୍ଯ୍ୟନ୍ତ ବ୍ୟକ୍ତିତ୍ୱ ଓ ସମାଜ ଗଠନରେ ଗୁରୁଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ସେ ସମ୍ବନ୍ଧରେ ଛାତ୍ର ଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ପରେ ଛାତ୍ର ଛାତ୍ରୀମାନେ ଫୁଲ, ଚନ୍ଦନ, ମିଷ୍ଟାନ୍ନ ତଥା ଉପଢୈାକନ ଓ ନିଜ ଆଗ୍ରହ ଅନୁଯାୟୀ ଅନିତ ଦ୍ରବ୍ୟ ଗୁରୁଦକ୍ଷିଣା ପୂର୍ବକ ଗୁରୁଙ୍କୁ ନିଜର ଭକ୍ତି ଅର୍ଘ୍ୟ ଅର୍ପଣ କରିଥିଲେ । ଉପସ୍ଥିତ ସମସ୍ତଙ୍କୁ ମିଷ୍ଟାନ୍ନ ବଣ୍ଟନ ପୂର୍ବକ ଗୁରୁ ପୂଜନ କାର୍ଯ୍ୟକ୍ରମକୁ ସଂପାଦକ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026

You Might Also Like