-+91-9937148622 |
prerana_bgr@rediffmail.com |
Tuesday 6th October 2026 |
R.N.I. Regd No. ODIODI/2010/46693
Breaking News
25-Nov-2020
ଭୁବନେଶର, (ପ୍ରେରଣା ଖବର) - ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଚିଠି, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ; ସୁନ୍ଦରଗଡ଼ ଜିଲ୍ଲାରେ ଏମ୍ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ, ସୁନ୍ଦରଗଡ଼ରେ ଏମ୍ସ ପାଇଁ ଭିତ୍ତିଭୂମି ଥିବା ଜଣାଇଲେ