-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର :ପଏଁରୀ ପକ୍ଷରୁ ତସ୍ମୈଶ୍ରୀ କାର୍ଯ୍ୟକ୍ରମ

14-Jul-2022



ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ପବିତ୍ର ଗୁରୁ ପୂର୍ଣ୍ଣମା ଅବସରରେ  ଏକ ସାରସ୍ୱତ ରିତିରିବାଜ ର ଉତ୍ସବ “ତସ୍ମୈଶ୍ରୀ” କାର୍ଯ୍ୟକ୍ରମ  ପଏଁରୀ ଅନୁଷ୍ଠାନରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଲଡୁକିଶୋର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏବଂ ସଂପାଦକ ଚୌଧୁରୀ ବିଭାରଙ୍କ  ସଂଯୋଜନାରେ ଜିଲ୍ଲାର କଳା, ନାଟକ, ସଂଗୀତ, ନୃତ୍ୟ ଓ ସଂସ୍କୃତିକୁ ନିଜର ନିଶା ଭାବରେ ଆପଣେଇ ନେଇଥିବା ବରିଷ୍ଠ ଓ ପ୍ରବୀଣ କଳାକାର ମାନଙ୍କୁ ଅନୁଷ୍ଠାନ ତରଫରୁ ପୂଜ୍ୟପୂଜା କରାଯାଇଥିଲା । କଳା କ୍ଷେତ୍ରରେ ଗୁରୁଶ୍ରୀ ଗଣେଶରାମ ମିଶ୍ର,  ଗୁରୁଶ୍ରୀ ଜଗନ୍ନାଥ ପାତ୍ର, ନାଟକ କ୍ଷେତ୍ରରେ ଗୁରୁଶ୍ରୀ ଗଦାଧର ବାରିକ.  ସୁବର୍ଣ୍ଣପୁର ଙ୍କୁ ସଂଗୀତ କ୍ଷେତ୍ରରେ ଗୁରୁଶ୍ରୀ ଗୋକୁଳ ମାଝି, ବାସୁଦେବପୁର, ନୃତ୍ୟ କ୍ଷେତ୍ରରେ ଗୁରୁଶ୍ରୀ ଭୁଷଣ ଦେହୁରୀ ମେଣ୍ଡାମାଳ ଙ୍କୁ  “ତସ୍ମୈଶ୍ରୀ ସମ୍ମାନ” ରେ ସମ୍ମାନୀତ କରାଯାଇଥିଲା । ପ୍ରଥମେ କୋଷାଧକ୍ଷ ସୁଶାନ୍ତ ସାହୁ ସ୍ୱାଗତ କରିବା ସହିତ କଣ୍ଠଶିଳ୍ପୀ ହରିଓଁ କୁଶଳ ଆବାହନୀ ସଂଗୀତ ପରିବେଷଣ କରିଥିଲେ । ଅନୁଷ୍ଠାନର ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ  ଶ୍ରୀ ଅଭିମନ୍ୟୁ କୁଶଳ ଓ ଶ୍ରୀ ବ୍ରଜମୋହନ ଦାନୀ ସମ୍ମାନୀତ ଅତିଥି ଭାବରେ ଉପସ୍ଥିତ ରହି ଏହା  ଐତିହାସିକ  ଗୁରୁଶିଷ୍ୟ ପମ୍ପପରା କୁ ବଞ୍ଚାଇ ରଖିବାର ଭଲ ଉଦ୍ୟମ ବୋଲି ମତ ରଖି ଏଭଳି ଉଚ୍ଚ କୋଟିର କାର୍ଯ୍ୟକ୍ରମ କୁ ବଜାୟ ରଖିଲେ ଗୁରୁ ମାନଙ୍କ ଆଶୀର୍ବାଦ ରେ ଅନୁଷ୍ଠାନ ର ଉତ୍ତରୋତ୍ତର ଉନ୍ନତି ସାଧନ ହୋଇ ପାରିବ ବୋଲି  ମତ ବ୍ୟକ୍ତ କରିଥିଲେ । ସ୍ତମ୍ବକାର ଓ ସମ୍ବାଦ ପାଠକ ଶ୍ରୀ ଘାସିରାମ ପଣ୍ଡା ସମ୍ମାନୀତ ବକ୍ତା ଭାବରେ ଯୋଗଦାନ କରି ଗୁରୁ ଶିଷ୍ୟର ଅନାବିଳ ସଂର୍ପକ କିପରି ରହିବା କଥା ସେ ବିଷୟରେ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମର ଶେଷରେ ସହ- ସଂପାଦକ ପୃଥିରାଜ ବାଗ ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠାନର ସଦସ୍ୟ ଗୋପାଳ ମେହେର, ପ୍ରଫୁଲ୍ଲ ନାଏକ, ସନ୍ତୋଷ ପାଢୀ, ଅମିତ ସାହୁ, ଗୌରୀଶଂକର ରଥ ପ୍ରମୁଖ ସହଯୋଗ କରିଥିଲେ ।  ଆୟୋଜିତ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ ଲୋକ କଳାକାର ଅଂଶଗ୍ରହଣ କରିଲେ । କଳାକାର ମାଧବ ଭୋଇ, ଅରୁଣ ମେହେର, ଶୁକ୍ରୁ ବେହେରା, ଭଜନ କୁମ୍ଭାର  ପ୍ରମୁଖ ଗୀତ ଓ ନାଚ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like