-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ପ୍ରମୋଶନ ବଦଳରେ ମିଳିଲା ସସପେଣ୍ଡ ଚିଠି: ରାଗରେ ସ୍କୁଲରେ ତାଲା ଠୁଙ୍କିଲେ ଶିକ୍ଷୟତ୍ରୀ, ଏମଡିଏମ ଖାଦ୍ୟ ବନ୍ଦ

14-Jul-2022



ରେଢାଖୋଲ(ଅନିଲ କୁମାର ପୃଷ୍ଟି):  ପ୍ରମୋଶନ ଯାଗାରେ ମିଳିଲା ସସପେଣ୍ଡ ଚିଠି । ଏହାକୁ ବିରୋଧ କରି ଶିକ୍ଷୟତ୍ରୀ ଜଣକ ରାଗରେ ସ୍କୁଲର କାର୍ଯ୍ୟାଳୟରେ ତାଲା ପକାଇଲେ। ଯାହାଫଳରେ ମଧ୍ୟାହ୍ନ ଭୋଜନରୁ ବଂଚିତ ହେଲେ ନିରିହ ଛାତ୍ରଛାତ୍ରୀ । ଏମିତି ଘଟଣା ଦେଖିବାକୁ ମିଳିଛି ରେଢାଖୋଲ ବ୍ଲକ, ଲୁହାପଙ୍କ ପଚାଂୟତ , ଦଲକି ଗାଁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ।

ଏହି ବିଦ୍ୟାଳୟର ଶିକ୍ଷୟତ୍ରୀ ଅଞ୍ଜନା ସେଠୀଙ୍କ ବିରୋଧରେ ଅନୁଗୁଳ ଜିଲ୍ଲା କିଶୋରନଗର ଥାନାରେ ଏକ ଅପରାଧ ମାମଲା ରୁଜୁ ହୋଇଥିବା କାରଣରୁ ରେଢାଖୋଲ ବ୍ଲକ ଶିକ୍ଷା ଅଧିକାରୀ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିଲେ। ଏଥିପାଇଁ ତାଙ୍କର ପ୍ରମୋଶନକୁ ମଧ୍ୟ ବନ୍ଦ କରାଯାଇଥିଲା। ଯାହାଫଳରେ ତାଙ୍କୁ ପ୍ରମୋଶନ ବଦଳରେ ନିଲମ୍ବିତ ଚିଠି ପ୍ରଦାନ କରାଯାଇଥିବା ଜଣାପଡିଛି।
ଶିକ୍ଷୟତ୍ରୀଙ୍କ ଯୁକ୍ତି ହେଲା ୧୮.୦୫.୨୦୨୨ ରେ ନିଲମ୍ବିତ ହେଲା ପରେ ଦୁଇମାସ ପରେ ନିଲମ୍ବିତ ଚିଠି ଅର୍ଥାତ୍ ୦୬.୦୭.୨୦୨୨ କାହିଁକି ତାଙ୍କୁ ପ୍ରଦାନ କରାଗଲା । ଏହାକୁ ନେଇ ସ୍କୁଲ କାର୍ଯ୍ୟାଳୟରେ ତାଲା ପକାଇଲେ ଉକ୍ତ ଶିକ୍ଷୟତ୍ରୀ। ଏପଟେ ୧୪ଜଣ ଛାତ୍ରଛାତ୍ରୀ ପାଇଁ ଜଣେ ମାତ୍ର ଶିକ୍ଷୟକ ନିଯୁକ୍ତି ପାଇଁଛନ୍ତି ।  ମଧ୍ୟାହ୍ନ ଭୋଜନ ଗୋଟିଏ ଦିନ ବନ୍ଦ ହେବା ସହ,କାର୍ଯ୍ୟାଳୟ ବନ୍ଦ ହେତୁ ସମସ୍ୟା ହେଉଥିବା  ନିଯୁକ୍ତି ପାଇଥିବା ଶିକ୍ଷକ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like