-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରେସ କ୍ଳବ ର ସାଧାରଣ ବୈଠକ

14-Jul-2022



ବୌଦ୍ଧ(ପ୍ରେରଣା ଖବର) ଜିଲ୍ଲା ପ୍ରେସ କ୍ଳବ ର ସାଧାରଣ ବୈଠକ ଆଜି ସାମ୍ବାଦିକ ଫୋରମ କାର୍ଯ୍ୟାଳୟ ଠାରେ ସଭାପତି ବରଜ କୁମାର ବେହେରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି  l ବୈଠକ ପ୍ରାରମ୍ଭରେ ସମ୍ପାଦକ ରଘୁନାଥ ଷଡ଼ଙ୍ଗୀ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ  l କ୍ଳବର ସଦସ୍ୟ ତଥା କଣ୍ଟାମଲ ବ୍ଲକର ବରିଷ୍ଠ ସାମ୍ବାଦିକ ଦୁର୍ବାକ୍ଷ୍ୟ ବସ୍ତିଆଙ୍କ କୋଭିଡ ଜନିତ ମୃତ୍ୟୁରେ ସରକାର ୪ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିଥିବାରୁ  ବୈଠକରେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହ ଏହି ସହାୟତା କରାଇବାରେ ମୁଖ୍ୟତଃ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ବୌଦ୍ଧ ବିଧାୟକ ତଥା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂ ଙ୍କୁ ମଧ୍ୟ କ୍ଳବ ପକ୍ଷରୁ ଧନ୍ୟବାଦ ଅର୍ପଣ କରାଯାଇଥିଲା  l  ଏହା ସହ ଆସନ୍ତା ଜୁଲାଇ ୨୬ ତାରିଖ କ୍ଳବର ପ୍ରତିଷ୍ଠା ଦିବସ ପାଳନ ସମ୍ପର୍କରେ ଆଲୋଚନା କରାଯାଇ ସଦସ୍ୟ ମାନଂକୁ ଦାୟିତ୍ୱ ବଣ୍ଟନ କରାଯାଇଥିଲା l ପ୍ରତିଷ୍ଠା ଦିବସ ଅବସରରେ କ୍ଳବର ମୁଖପତ୍ର ସାକ୍ୟଶ୍ୱର ପ୍ରକାଶନ, ବାଲକ ଭୋଜନ କାର୍ଯ୍ୟକ୍ରମ, ରକ୍ତଦାନ ଶିବିର ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଥିଲା ବୈଠକରେ ଜିଲ୍ଲାର ବିଭିନ୍ନ ଅଂଚଳରେ ଥିବା ସଦସ୍ୟ ମାନେ ଯୋଗଦେଇ ସୁଚିନ୍ତିତ ମତାମତ ପୋଷଣ କରିଥିଲେ ଶେଷରେ କ୍ଳବର ଉପସଭାପତି ସତ୍ୟନାରାୟଣ ପାଣି ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like