-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜ ସମ୍ବର୍ଦ୍ଧନା ସଭା

15-Jul-2022



ବଲାଙ୍ଗିର,(ପ୍ରେରଣା ଖବର)ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜ ତରଫରୁ ସ୍ଥାନୀୟ ରେଲ ଷ୍ଟେସନ ନିକଟସ୍ଥ ହରି ଓଁ ଭବନ ଠାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଛି । ଜିଲ୍ଲା ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ସାଧାରଣ ସଂପାଦକ ପ୍ରଦୀପ ସାହୁ, ନଗର ସଭାପତି ରେବତିକାନ୍ତ ସାହୁ ମଂଚାସିନ ଥିବା ବେଳେ ପ୍ରଶନ୍ନ ସାହୁ ମଂଚ ପରିଚାଳନା କରିଥିଲେ । ଏହି ଅବସରରେ ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ଅନୁଦାନ ପାଣ୍ଠିରୁ ଏକ କମ୍ୟୁନିଟି ହଲ୍ ସ୍ଥାପନ କରାଯିବା ନେଇ ପ୍ରତିଶୃତି ଦେଇଥିଲେ ଏବଂ ଦେଓଗାଁ ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଜାନକୀ ସାହୁ, ବରକାନି ପଂଚାୟତ ର ବଳଦେବ ସାହୁ, ଲୋଇସିଂହା ବାଦି ମୁଣ୍ଡା ସରପଂଚ କିରନ ସାହୁ, ତୁଷୁରା ଏନ୍‌ଏସି କାଉନସିଲ ସୁଷମା ସାହୁ, ସମିତି ସଭ୍ୟ ପ୍ରବୋଧ ସାହୁ, ଖୁଜେନପାଲି ସମିତି ସଭ୍ୟା ସୂର୍ଯ୍ୟକାନ୍ତି ସାହୁ, ସାଲେପାଲି ସମିତି ସଭ୍ୟା ଗାୟତ୍ରି ସାହୁ, ବାଦିମୁଣ୍ଡା ସମିତି ସଭ୍ୟା ସୁକାନ୍ତି ସାହୁ ଏବଂ ସ୍ୱର୍ଗତ ରଂଜିତ ସାହୁଙ୍କ ଧର୍ମପତ୍ନୀ ଅଞ୍ଚନା ସାହୁ ଏବଂ ବଲାଙ୍ଗିର ହାଉସିଂ ବୋର୍ଡ ଉପସଭାପତି କଲ୍ୟାଣି ସାହୁ ଙ୍କୁ ତୈଳିକ ବୈଶ୍ୟ ସମାଜ ତରଫରୁ ଉପଢୈାକନ ଏବଂ ପୁଷ୍ପଗୁଚ୍ଛରେ ସମ୍ବର୍ଦ୍ଧନା କରାଯାଇଥିଲା । କଂସ ଭୁମିକାରେ ଅଭିନୟ କରି ସାରା ଓଡିଶା ବିଶେଷ ସୁନାମ ଅର୍ଜନ କରିଥିବା ବିଶିଷ୍ଟ କଳାକାର ରବିନ୍ଦ୍ର ସାହୁ ଏହି ସମାରୋହରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ସମସ୍ତଙ୍କୁ ମନମୁଗ୍ଧ କରିଥିଲେ । ସଭାରେ କୃଷ୍ଣ ବିହାରି ସାହୁ, ଫକିର ସାହୁ, ଧୃବ ସାହୁ, ଆନନ୍ଦ ସାହୁ, ଫିରୋଜ ସାହୁ ସହଯୋଗ କରିଥିଲେ । ଏହି ସଭାରେ ମହେନ୍ଦ୍ର ସାହୁ, ସୁଦାମ ସାହୁ, ଅଙ୍ଗିରା ସାହୁ, ସୌକିଲାଲ ସାହୁ, ରାଜ କିଶୋର ସାହୁ, ନିରଞ୍ଜନ ସାହୁ, ଦେବଦତ୍ତ ସାହୁ ଏବଂ ଜିଲ୍ଲା ତୈଳିକ ବୈଶ୍ୟ ସମାଜର ମହିଳା ଶାଖା ସଭାପତି ଗୌରୀ ସାହୁ, ସବିତା ସାହୁ, ମହେଶ୍ୱତା ସାହୁ, ସ୍ୱିଟି ସାହୁ ତଥା ସମସ୍ତ ସଭ୍ୟ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like