-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||     

HOME   ଜିଲ୍ଲା

କୃଷିଭିତ୍ତିକ ପୋଖରି ନିର୍ମାଣରେ ମହାଦୁର୍ନୀତି ଓ ଜମି ଜାଲିଆତି ଅଭିଯୋଗ

15-Jul-2022



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) କୃଷିଭିତ୍ତିକ ପୋଖରି ନିର୍ମାଣରେ ମହାଦୁର୍ନୀତି ଓ ଜମି ଜାଲିଆତି ଅଭିଯୋଗ l ଏମିତି ଏକ ଅଭିଯୋଗ ଆସିଛି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୁଜା ପଞ୍ଚାୟତର ଜମା ପାଲି ଗ୍ରାମରେ l ଜଣକର ଜମି ଉପରେ ଆଉ ଜଣେ କୃଷି ଭିତ୍ତିକ ପୋଖରି ଖୋଲିଥିବା ଅଭିଯୋଗ ଆସିଛି l ଗ୍ରାମର ରୂପାନନ୍ଦ ସାହୁ ମନରେଗା ଯୋଜନାରେ ଏକ କୃଷି ଭିତ୍ତିକ ପୋଖରି

ନିର୍ମାଣ କରିଛନ୍ତି l ଗ୍ରାମର ସୁରଜିତ ସାହୁ ଜମି ମୋର ଆଉ ସେ ମୋ ଜମିରେ ପୋଖରି ଖନନ କରିଛନ୍ତି ବୋଲି ସଂଘାତିକ ଅଭିଯୋଗ ଆଣିଛନ୍ତି l ମୋତେ ନ ଜଣାଇ ମୋ ଜମିରେ କାହିକି କୃଷି ଭିତ୍ତିକ ପୋଖରି ନିର୍ମାଣ କଲେ ବୋଲି ସେ ଜିଲ୍ଲାପାଳ, ପିଡ଼ି ଡିଆରଡିଏ, ଆଗଲପୁର ଫାଣ୍ଡିରେ, ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଲିଖିତ ଆକାରରେ ଅଭିଯୋଗ କରିଛନ୍ତି l ହେଲେ କୌଣସି ପ୍ରକାରର ତଦନ୍ତ ହେଉନାହିଁ ବୋଲି ସେ କହିଛନ୍ତି, ତଦନ୍ତ ନ ହେବା ପର୍ଯ୍ୟନ୍ତ ବିଲ ନ କରିବାକୁ ସେ ନିବେଦନ କରିଛନ୍ତି l ଉପଯୁକ୍ତ ନ୍ୟାୟ ଓ କ୍ଷତିପୂରଣ ଦେବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026

You Might Also Like