-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||     

HOME   ଜିଲ୍ଲା

ଧର୍ମଗଡ଼ ଉପଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ପଛୁଆବର୍ଗ ମାନଙ୍କ ଶିକ୍ଷା କ୍ଷେତ୍ରରେ ୨୭%ସ୍ଥାନ ସଂରକ୍ଷଣ ପାଇଁ ଦାବିପତ୍ର ପ୍ରଦାନ

15-Jul-2022



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
ଧର୍ମଗଡ଼ ବ୍ଲକ  ଓବିସୀ, ଏସଟି, ଏସସି  ମିଳିତ ମହାମଞ୍ଚ କଳାହାଣ୍ଡି ତରଫରୁ ଉଚ୍ଚ ଶିକ୍ଷା ଓ ବୃତ୍ତିଗତ ଶିକ୍ଷା ରେ ଓ ବି ସି ବର୍ଗ ର ଛାତ୍ର ଛାତ୍ରୀ ମାନଙ୍କୁ ୨୭% ସ୍ଥାନ ସଂରକ୍ଷଣ ଦାବୀ ରେ ଉପଜିଲ୍ଲାପାଳ ଧର୍ମଗଡ଼ ଙ୍କ ଜରିଆରେ ଓଡିଶା ମୁଖ୍ୟମନ୍ତ୍ରୀ ଙ୍କୁ ଏକ ଦାବୀପତ୍ର ଦିଆଯାଇଥିଲା ।ବର୍ତମାନ ଛାତ୍ର ଛାତ୍ରୀ ମାନଙ୍କ ନାମ ଲେଖା ସମୟ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ରେ ୯୫% ରୁ ଅଧିକ ଛାତ୍ର ଛାତ୍ରୀ ପାସ କରିଛନ୍ତି ହେଲେ ତଦନୁସାରେ ମହାବିଦ୍ୟାଳୟ ମାନଙ୍କରେ ସିଟ ନାହିଁ ଫଳରେ ନାମ ଲେଖାରେ ଓ ବି ସି ବର୍ଗ ପାଇଁ ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ କଲେଜ ମାନଙ୍କ ରେ ସ୍ଥାନ ପାଇବାରୁ ଏହି ବର୍ଗ ର ବହୁତ ଛାତ୍ର ଛାତ୍ରୀ  ବଞ୍ଚତ ହେବେ କେନ୍ଦ୍ର ସରକାର ଓ ବିଭିନ୍ନ ରାଜ୍ୟ ମାନଙ୍କରେ ଉଚ୍ଚ ଶିକ୍ଷା ରେ ଏହି ବର୍ଗର ଛାତ୍ର ଛାତ୍ରୀ ମାନଙ୍କ ପାଇଁ ୨୭% ସ୍ଥାନ ସଂରକ୍ଷଣ ସୁବିଧା ଥିବା ବେଳେ ଓଡିଶା ରେ ଏହି ବ୍ୟବସ୍ଥା ନ ଥିବା ଦୁର୍ଭାଗ୍ୟ ର ବିଷୟ ତେଣୁ ଅନ୍ୟ ରାଜ୍ୟ ଭଳି ସମ୍ବିଧାନ ସଂଶୋଧନ କରି କିମ୍ବା ଅର୍ଡିନାନ୍ସ ଆଣି ଏହି ନିୟମ ଓଡିଶାରେ ଲାଗୁ କରିବାକୁ ମଞ୍ଚ ତରଫରୁ ଦାବୀ ହୋଇଛି. ଓଡିଶା ର ଜନସଂଖ୍ୟା ର ୫୨% ରୁ ଅଧିକ ଓ ବି ସି ଜନସାଧାରଣ ଅଟନ୍ତି। ସେମାନଙ୍କ ବିକାଶ ବିନା ଓଡିଶା ର ବିକାଶ ଅସମ୍ଭବ. ତେଣୁ ଓଡିଶା ର ସମତୁଲ ବିକାଶ ପାଇଁ ଏହି ବର୍ଗ କୁ ନ୍ୟାୟ ଦେବାକୁ ହେବ ଅନ୍ୟଥା ଆଗାମୀ ଦିନରେ ଜନସାଧାରଣ, ଅଭିଭାବକ, ଛାତ୍ର ଛାତ୍ରୀ, ବୁଦ୍ଧିଜୀବୀ ମିଳିତ ଭାବେ ରାଜରାସ୍ତାରେ ଆନ୍ଦୋଳନ କରିବା ପାଇଁ ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026

You Might Also Like