-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||     

HOME   ଜିଲ୍ଲା

ମୁରିବାହ।ଲ୍ ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ବାଇକ୍ ଚାଳକ ଙ୍କ ଘଟଣା ସ୍ଥଳ ରେ ମୃତ୍ୟୁ

15-Jul-2022



।ମୁରିବାହ।ଲ୍ ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା।  ବାଇକ୍ ଚାଳକ ଙ୍କ  ଘଟଣା ସ୍ଥଳ ରେ ମୃତ୍ୟୁ ରିବ।ହାଳ ଥାନା ଅନ୍ତର୍ଗତ ମୂରିବ।ହାଳ ଟିଟିଲାଗଡ ରାସ୍ତା ର ମୂରିବ।ହାଳ  ଯମୁନା ଗ୍ରାମ ମଝିରେ ରାସ୍ତା ପାର୍ଶ୍ବ ରେ ଥିବା ଲିମ୍ବ ଗଛ ରେ ପିଟି ବାଇକ୍ ଚାଳକ ଙ୍କ ମୃତ୍ୟୁ ହୋଇଥିବା ଜଣାଯାଏ। ମିଳିଥିବା ସୂଚନା ଅନୁସାରେ  ଏକ ବୁଲେଟ ଗାଡ଼ିରେ ଯାହାର ନମ୍ୱର୍ ଓ ଡି ୩୧ ଜେ ୯୫୮୮ ରେ ଚନ।ବହାଲ୍ ଗ୍ରାମର ରୀଙ୍କୁ ପାତ୍ର ଓ ବଳିଖମ।ର୍  ଗ୍ରାମ ର ଯ୍ୟୋ ତିି ଖେତି କୌଣସି କାମ ରେ ମୂରିବାହ। ଲ ପଟରୁ ଟିଟିଲାଗଡ ରାସ୍ତା ରେ ଯାଉଥିବା ବେଳେ ଭାରସାମ୍ୟ ହରାଇ  ରାସ୍ତା ପାର୍ଶ୍ବ ରେ ଥିବା ଲିମ ଗଛରେ ପିଟି

ହେବା ଫଳରେ ଚନବ।ହାଲ୍ ଗ୍ରାମ ର ରିଙ୍କୁ ପାତ୍ରଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା ଏବଂ ତାଙ୍କ ସହିତ ଗାଡ଼ି ରେ ଥିବା ଯୌତି କ୍ଷେତି ଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।ଖବର ପାଇ ମୁ ରିବାହାଲ ଅଗ୍ନିଶମ ବିଭାଗ ର କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ଉଭୟ ଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନା କୁ ଆଣିଥି ଲେ। ଡାକ୍ତରଖାନା ରେ ପ୍ରାଥମିକ ଚିକିତ୍ସା ପରେ ଖେତୀ ଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ  ସ୍ଥାନ ନ୍ତରିତ କରାଯାଇଥିବା ବେଳେ ବାଇକ ଚାଳକ ରିଙ୍କୁ ଙ୍କୁ ଶବ ବ୍ୟବିଛେଦ ପାଇଁ କଣ୍ଟାବାଞ୍ଜି ଡାକ୍ତର ଖାନ। କୁ ପଠାଇ ଥିବା ଜଣାଯାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026

You Might Also Like