-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||     

HOME   ଜିଲ୍ଲା

 ସିନ୍ଧେକେଲା ଉନ୍ଦେର ନଦୀ ବ୍ରିଜ ଉପରେ ଥିବା ଖାଳ ଖମାର ର ମରାମତି ପୂର୍ତ୍ତ ବିଭାଗ କରୁ ନ ଥିବାରୁ ସତ୍ଯ ସାଇ ସେବା ସଂଗଠନ ର କାର୍ଯ୍ଯକର୍ତ୍ତା ମରାମତି କଲେ ।

16-Jul-2022



ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ନିକଟ ଉନ୍ଦେର ନଦୀ ବ୍ରିଜ ଉପରେ ଜାଗା ଜାଗାରେ ଖାଲଖମାର ହୋଇ ମରଣାଯନ୍ତ୍ର ପାଲଟିଯାଇଥିଲା । ଏହି ବ୍ରିଜ ବଲାଙ୍ଗୀର, କଳାହାଣ୍ଡି ଓ ନୁଆପଡା ଜିଲ୍ଲାର ସିମାନ୍ତରେ ରହିଛି । ସେହିପରି ବିଶାଖାପଟନମ ରୁ ରାଇଗଡ କୁ ଏହି ବ୍ରିଜ ଦେଇ ଗଲେ

ଦୁରତା କମ ପଡୁ ଥିବାରୁ ତଥା ପଶ୍ଚିମ ଓଡିଶାର ଜଣାଶୁଣା ବ୍ୟବସାୟିକ ପେଣ୍ଠ ସ୍ଥଳ କଣ୍ଟାବାଞ୍ଜିରୁ ଧର୍ମଗଡ ଓ  ଭବାନିପାଟଣା ଏବଂ ଟିଟିଲାଗଡରୁ ନୁଆପଡା, ରାଇପୁର ଯିବାକୁ ହେଲେ ଏହି ବ୍ରିଜ ଦେଇ ଗଲେ ଦୁରତା କମ ପଡେ । ୨୦୦୫ ରେ ସରକାର ଉନ୍ଦେର ନଦୀ ବ୍ରିଜ କୁ ସାଧାରଣ ଜନତାଙ୍କ ପାଇଁ ଉତ୍ସର୍ଗୀକୃତ କରିଥିଲେ। କିନ୍ତୁ ବ୍ରିଜ ନିର୍ମାଣ ହେବା ଦିନ ଠାରୁ ଆଜି ପର୍ଯ୍ୟନ୍ତ ମରାମତି ହୋଇନଥିବା ଅଞ୍ଚଳ ବାସି ଅଭିଯୋଗ କରନ୍ତି । ମରାମତି ପାଇଁ ବାରମ୍ବାର ପୂର୍ତ୍ତ ବିଭାଗ ତଥା ପ୍ରଶାସନ କୁ ଅଭିଯୋଗ କରାଯିବା ସତ୍ତ୍ୱେ କେହି କର୍ଣ୍ଣପାତ କରୁ ନ ଥିବାରୁ ଶେଷରେ ସ୍ଥାନୀୟ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ଆଜି ଖାଲଖମାର ଗୁଡିକ ମରାମତି କରାଯାଇଛି । ଉକ୍ତ ସଂଗଠନର ସଭାପତି ମନୋଜ ବେହେରା , ବଳରାମ ସାହୁ , ମୁନା ସାହୁ , ଜଗଦୀଶ ରାଓ , ବୈକୁଣ୍ଠ ସାହୁ ପ୍ରମୁଖଙ୍କ ସମେତ ମାରୱାଡ଼ି ଯୁବାମଞ୍ଚ ପୂର୍ବତନ ସଭାପତି ବଣ୍ଟି ଜୈନ ପ୍ରମୁଖ ବ୍ରିଜ ଉପରେ ପହଞ୍ଚି ନିଜେ ବାଲି ସିମେଣ୍ଟ ଆଦି ନେଇ ମରାମତି କରିଛନ୍ତି । ବ୍ରିଜ ପାଇଁ ଟୋଲଗେଟ ରେ ଲକ୍ଷ ଲକ୍ଷ ଟଙ୍କା ଟିକସ ଅସୁଲ କରୁଛନ୍ତି ସରକାର କିନ୍ତୁ ମରାମତି

ପାଇଁ ଆଦୌ ଦୃଷ୍ଟି ନ ଦେବା ବିଭାଗିୟ ଅଧିକାରୀ ମାନଙ୍କ ଖାମଖିଆଲି ମନୋଭାବ ନୁହେଁ ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି । ତେବେ ସତ୍ୟସାଇ ସଂଗଠନର କର୍ମକର୍ତ୍ତା ମରାମତି କାମ କରିଥିବାରୁ ବିଭିନ୍ନ ମହଳରୁ ଲୋକେ ପ୍ରଶଂସା କରିଛନ୍ତି । ବ୍ରିଜ ଉପରେ ଖାଲ ଗୁଡିକ ବିଭିନ୍ନ ସ୍ଥାନରେ ହୋଇଥିବାରୁ ସେଥିରେ ଆଣ୍ଠୁଏ ପାଣି ଜମା ହୋଇ ଥିବାରୁ ଦୁଇ ଚକିଆ ଯାନ ଗୁଡିକ ଦୁର୍ଘଟଣା ଗ୍ରସ୍ତ ହେଉଥିଲା ବର୍ତ୍ତମାନ ମରାମତି ହୋଇଥିବାରୁ ଯାତାୟତରେ ସୁବିଧା ହେବ ।

(ଅନୀଲ କୁମାର ତ୍ରିପାଠୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026

You Might Also Like