-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||     

HOME   ଜିଲ୍ଲା

ହୀରାପୁର ଛକ ନିକଟରେ ମାଲବାହି ଗାଡିର ପଛପଟେ ପିଟିଲା ଯାତ୍ରୀବାହୀ ବସ

16-Jul-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଅଧିନସ୍ଥ ହୀରାପୁର ଛକ ନିକଟରେ ମାଲବାହି ଗାଡିର ପଛପଟେ ପିଟିଲା ଯାତ୍ରୀବାହୀ ବସ l ସୂଚନାରୁ ପ୍ରକାଶ ଯେ ଗତ ସନ୍ଧ୍ୟା ସମୟରେ ବଲାଙ୍ଗୀର-ବରଗଡ 26 ନମ୍ବର ଜାତୀୟ ରାଜପଥରେ ବଲାଙ୍ଗୀର ରୁ ବରଗଡକୁ ଯାଉଥିବା କୁମୁଦିନୀ (ଓଡି17ସି 7726) ବସ ରାସ୍ତା କଡରେ ଥିବା ବ୍ରେକଡାଉନ ହୋଇ ପଡ଼ି ରହିଥିବା ମାଲବାହୀ ଗାଡ଼ି ପଛପଟେ ଧକ୍କାଦେଲା, ଯାହା ଫଳରେ ବସ ଗାଡ଼ିରେ ବସିଥିବା ଯାତ୍ରୀ ଦୁର୍ଘଟଣାର ଶିକାର ହେଲେ l 26 ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ 5 ଜଣ ସୁରେନ୍ଦ୍ର ପ୍ରଧାନ, ଯଦୁମଣି ବେହେରା, ମହେନ୍ଦ୍ର ମଲ୍ଲିକ, ପାର୍ବତୀ ପ୍ରଧାନ, ଗିରିଧାରୀ ସା ଯାତ୍ରୀଙ୍କ ଅବସ୍ଥା ଗୁରୁତର l ଘଟଣାସ୍ଥଳକୁ ଲୋଇସିଂହା ଅଗ୍ନିଶମ ବିଭାଗ ଓ ପୋଲିସ ପହଂଚି ସମସ୍ତଙ୍କୁ ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଂଚାଇଲ ଓ ପରେ ପାଞ୍ଚ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତର  ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ରେଫର କଲେ l ଦୁର୍ଘଟଣା ବେଳେ ରାସ୍ତା କିଛି ସମୟ ପାଇଁ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା, ପରେ ପୋଲିସ ଦଳଙ୍କ ସହାୟତାରେ ରାସ୍ତାଜାମଟି ଦୂର ହୋଇଥିଲା l ରାସ୍ତା କଡରେ ଭାରିଯାନ ପାର୍କିଂ, ଗାଡି ଚାଳକଙ୍କ ଅ ସାବଧାନତା, ରାଜପଥ ପ୍ରାଧିକରଣ କତୃପକ୍ଷ, ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସଙ୍କ ଦୃଷ୍ଟି ଠିକଭାବେ ନ ପଡିବାରୁ ଏଭଳି ଘଟଣା ଦେଖିବାକୁ ମିଳୁଛି ବୋଳି ଜନ ମହଲରେ ଆଲୋଚନା ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026

You Might Also Like