-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||     

HOME   ଜିଲ୍ଲା

ବୃକ୍ଷରୋପଣ କଲେ ଜ୍ୟୋତିଷ ପରିବାର

16-Jul-2022



ବରଗଡ଼ - ଏହା ଚିରନ୍ତନ ସତ୍ୟ ଯେ, ବୃକ୍ଷ ହିଁ ଜୀବନ' କହିବା ଆଦ୍ୟୈ ଅସମୀଚୀନ ନୁହେଁ। ଏହା ସମ୍ପୂର୍ଣ୍ଣ ସମୀଚୀନ ଓ ଯଥାର୍ଥ । ବୃକ୍ଷ  ଆମ୍ଭମାନଙ୍କ ପାରିବେଶିକ ପ୍ରଦୂଷଣକୁ ଦୂରୀଭୂତ କରି ଆମ୍ଭମାନଙ୍କ ଜୀବନ ରକ୍ଷା କରିଥାଏ। ବୃକ୍ଷ ବହୁବିଧ ଉପକାରିତା ରହିଛି। ବୃକ୍ଷ ଆମ୍ଭମାନଙ୍କ ଫଳ ଓ ଛାୟା ଦାନ କରେ; ଆମ ପରିବେଶକୁ ଶୀତଳ ରଖେ ; ଶୁଷ୍କ ଡାଲପତ୍ର ଯୋଗାଇ ଆମ୍ଭମାନଙ୍କୁ ଜାଲେଣି ଓ ଆମ ଗୃହୋପକରଣ ପାଇଁ କାଠ ଯୋଗାଏ; ବଣଜଙ୍ଗଲରେ ନିଘଞ୍ଚ ଭାବରେ ରହି ମେଘ ଆକର୍ଷଣ କରେ । ଵନଭୂମିରେ ବର୍ଷାଜଲକୁ ସଞ୍ଚିତ ରଖି କ୍ରମଶଃ ଛାଡ଼ିବା ଫଲରେ ବନ୍ୟା ନିୟନ୍ତ୍ରଣ କରେ। ଚେର ଛନ୍ଦି ମୃତ୍ତିକା ସଂରକ୍ଷଣ କରେ। ଖସି ପଡ଼ୁଥିବା ପତ୍ର ଦ୍ଵାରା ଆମ ଭୃମି ଉର୍ବର କରେ ଓ ନୂତନ ମୃତ୍ତିକା ଗଠନ କରେ । ମଣିଷ ଓ ପ୍ରାଣିଜଗତ ବଞ୍ଚି ରହିବାକୁ ହେଲେ ଆବଶ୍ୟକ ସଂଖ୍ୟକ ବୃକ୍ଷ ଵଞ୍ଚିରହିବା ନିତାନ୍ତ ଆବଶ୍ୟକ। ସାମାଜିକ ବନୀକରଣ ଏକାନ୍ତ ଆବଶ୍ୟକ। ଏଥିପାଇଁ ବରଗଡ଼ ଜିଲ୍ଲାର ଗାଇସିଲେଟ ବ୍ଲକ ଅନ୍ତର୍ଗତ କଟାଵାହାଲ ପଞ୍ଚାୟତ ଅଧିନରେ ଥିବା ଯୁଵାଖୋଲ ଗ୍ରାମ ର ଜ୍ୟୋତିଷ ପରିବାର କଲେ ବୃକ୍ଷ ରୋପଣ।

ପଦ୍ମପୁରରୁ ନରହରୀ ବଗର୍ତ୍ତୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026

You Might Also Like