-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

ନବ ନିର୍ମାଣ କୃଷକ ସଂଗଠନଙ୍କ ସାମ୍ବାଦିକ ସମ୍ମିଳନୀ

16-Jul-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ) ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ( ନବ ନିର୍ମାଣ କୃଷକ ସଂଘର ଯୁବ ଶାଖା) ର ରାଜ୍ୟ ସଂଯୋଜକ ମନୱର ଅଲ୍ଲୀ ବିଜେବି କଲେଜର ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ ଦିର୍ଘ ୧୧ ଦିନ ଧରି ରୁଚିକା ମହାନ୍ତି ମା’ ବିଦ୍ୟୁତପ୍ରଭା ମହାନ୍ତିଙ୍କ ସହିତ ଅନଶନ ଜାରି ରଖିଥିଲେ । ଗତ ୧୩ ତାରିଖ ଦିନ ନବ ନିର୍ମାଣ କୃଷକ ସଂଗଠନର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ତାଙ୍କର ଅନଶନକୁ ପ୍ରତ୍ୟାହାର କରାଯାଇ ଆଗାମୀ ଜୁଲାଇ ୧୯ ତାରିଖରେ ଓଡିଶା ବନ୍ଦର ଡାକରା ଦେବା ପାଇଁ ନିଷ୍ପତ୍ତି କରାଗଲା । ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ତାଙ୍କର ଅନଶନକୁ ପ୍ରତ୍ୟାହାର କରାଇବା ସହିତ ଓଡିଶା ବନ୍ଦର ଘୋଷଣା କରିଥିଲେ । ବିଜେବି କଲେଜ ସାମ୍ନାରେ ଏମାନଙ୍କର ବସିବା ଏବଂ ସେଠାରେ ରୁଚିକାଙ୍କ ମା’  ସେଠାରେ ଶୁଦ୍ଧି ହେବାର ଘୋଷଣା କରିବା ପରେ ପୋଲିସ ଯେଭଳି ଭାବରେ ଟଣା ଓଟରା କରି ଜୋର ଜବରଦସ୍ତ ରାତି ଅଧରେ ରୁଚିକାଙ୍କ ମା’ ଙ୍କ ସହିତ ଅନଶନକାରୀଙ୍କୁ ଉଠାଇ ନେଲେ ତାହା ପୋଲିସ ଅପାରଗତାକୁ ପଦାରେ ପକାଇଦେଇଛି । ତତ୍ ସହିତ ବିନା ତଦନ୍ତରେ ପୋଲିସ ର‌୍ୟାଗିଂ ହୋଇନଥିବା କରିବା ଦୁର୍ଭାଗ୍ୟ ଜନକ । ଯେତେବେଳେ ନିଜେ ରୁଚିକା ତିନି ଜଣ ସିନିୟର ଛାତ୍ର ର‌୍ୟାଗିଂ କରିଥିବା ସୁଇସାଇଡ ନୋଟରେ ଉଲ୍ଲେଖ କରିଥିଲେ । ଏଥି ପାଇଁ ସଂଗଠନ ରୁଚିକା ଆତ୍ମହତ୍ୟା ପାଇ ଦାୟି ଥିବା ଦୋଷୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବୀ କରିବା ସହିତ ଅବହେଳା କରିଥିବା କଲେଜ କର୍ତ୍ତୃପକ୍ଷ, ଓଡିଶା ପ୍ରଶାସନ ଓ ସରକାରଙ୍କ ଉପରେ ଚାପ ସୃଷ୍ଟି କରିବା ପାଇଁ ଓଡିଶା ବନ୍ଦର ଘୋଷଣା କରିଛି ।   ପ୍ରଥମେ ର‌୍ୟାଗିଂ କରିଥିବା ପିଲାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ, ଦାୟିତ୍ୱରେ ଅବହେଳା କରିଥିବା କର୍ତ୍ତୃପକ୍ଷ ଯଥା ଓା୍ୱର୍ଡେନ, ସୁପରିନଟେଣ୍ଡଣ୍ଟ ଏବଂ ପ୍ରିନ୍ସପାଲଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଉ, ପୋଲିସ ବିଭାଗ ବିନା ତଦନ୍ତ ର‌୍ୟାଗିଂ ହୋଇନଥିବା କହିବା ପାଇଁ କ୍ଷମା ପ୍ରାର୍ଥନା କରନ୍ତୁ । ରୁଚିକା ନ୍ୟାୟ ଦେବା ପାଇଁ ଏବଂ ଓଡିଶାରେ ଛାତ୍ରୀମାନଙ୍କ ସୁରକ୍ଷା ଓ ସ୍ୱାଭିମାନକୁ ବଞ୍ଚାଇ ରଖିବା ପାଇଁ ଓଡିଶାର ସମସ୍ତ ଜନସାଧାରଣ, ଛାତ୍ର, ଯୁବକ, ମହିଳା, ଚାଷୀ, ବୁଦ୍ଧିଜୀବୀ, ବ୍ୟବସାୟୀ ପ୍ରମୁଖଙ୍କୁ ଆଗାମୀ ୧୯ ତାରିଖ ଓଡିଶା ବନ୍ଦରେ ସାମିଲ ହେବା ପାଇଁ  ଏନ୍‌ୱାଇସିଏସ୍ କନଭେନ ପ୍ରଦ୍ୟୁମ୍ନ କୁମାର ପାଢି ଓ ଜିଲ୍ଲା କୋଡିନେଟର ନବନିର୍ମାଣ ରାମନାରାୟଣ ବ୍ରହ୍ମା ବଲାଙ୍ଗିର ଯାଦବ ଭବନ ପରିସରେ ସମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like