-+91-9937148622 |

prerana_bgr@rediffmail.com |

  Tuesday 25th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ଜନଜୀବନ ର ସୁରକ୍ଷା ପାଇଁ ସଡ଼କ ସୁରକ୍ଷା ସଚେତନତା ରାଲି

16-Jul-2022



ସୁବର୍ଣ୍ଣପୁର.ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ ନିର୍ଦେଶ କ୍ରମେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପ୍ରଶାସନ ଓ ପରିବହନ ବିଭାଗ ର ମିଳିତ ଆୟୋଜନରେ ଆଜି ସକାଳେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କ କାର୍ଯ୍ୟାଳୟ ପରିସରରୁ  ଏଣିକି ଜିଲ୍ଲାରେ ମାସର ପ୍ରତି ଶନି ଓ ରବିବାର କୁ ଶତ ପ୍ରତିଶତ ହେଲମେଟ ଦିବସ ଭାବେ ଗ୍ରହଣ କରିବାକୁ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଚେତନତା ରାଲି କୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପାଢ଼ୀ ଓ ପରିବହନ ଅଧିକାରୀ ଶ୍ରୀ ରବୀନ ପଟ୍ଟନାୟକ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ l ଜିଲ୍ଲାର ପ୍ରତିଟି ଜୀବନ ମୂଲ୍ୟବାନ, ପ୍ରତ୍ୟେକ ଯାନ ଚାଳକ ଗାଡ଼ିରେ ଯାତାୟାତ ସମୟରେ ସଦା ସର୍ବଦା ହେଲମେଟ ପରିଧାନ କୁ ସୁ ନିଶ୍ଚିତ କରିବା ର ସଚେତନତା ବାର୍ତ୍ତା ନେଇ ଅନୁଷ୍ଠିତ ରାଲି ସୋନପୁର ସହର ପରିକ୍ରମା କରି ସୋନପୁର ବଲାଙ୍ଗୀର ମୁଖ୍ୟ ରାସ୍ତା ରେ ହରଡ଼ଖୋଲ, ବୈଦ୍ୟନାଥ ଛକ, ଖମ୍ବେଶ୍ବରୀ ପାଲି ଛକ ତଥା ସାଗରପାଲି ଗ୍ରାମର ପରିକ୍ରମା କରିଥିଲା l ଅନୁଷ୍ଠିତ ଏହି ରାଲି ରେ ରେ ଏସ ଡି ପି ଓ ପୁଷ୍ପାଞ୍ଜଳି ନିଙ୍ଗୀ,ଅତିରିକ୍ତ ପରିବହନ ଅଧିକାରୀ ଦେବାଶିଷ ସାହୁ, ଏମ ଭି ଆଇ ଲୋକନାଥ ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅଶ୍ବିନୀ କୁମାର ଭୋଇ, ପୋଲିସ ଓ ପରିବହନ ବିଭାଗୀୟ

ଅଧିକାରୀ,ସ୍ବେଛାସେବୀ ଅନୁଷ୍ଠାନ ର ସଦସ୍ୟ ସଦସ୍ୟା ପ୍ରମୁଖ ସାମିଲ ଥିଲେ l  ଜିଲ୍ଲାର ସଡ଼କ ଦୁର୍ଘଟଣା କୁ ହ୍ରାସ କରିବା ନିମନ୍ତେ ଆଗକୁ ନିୟମିତ ଭାବେ ଏହିପରି  ଆବଶ୍ୟକ ଜନ ସଚେତନତା ଶୋଭାଯାତ୍ରା ଆୟୋଜନ କରାଯିବ ବୋଲି ପରିବହନ ଅଧିକାରୀ ଶ୍ରୀ ପଟ୍ଟନାୟକ ସୂଚନା ଦେବା ସହ ସମସ୍ତ ଜନସାଧାରଣ ଗାଡିଚାଳନା ବେଳେ ନିଶ୍ଚିତ ଭାବେ ହେଲମେଟ ପରିଧାନ କରିବାକୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like