-+91-9937148622 |
prerana_bgr@rediffmail.com |
Tuesday 6th October 2026 |
R.N.I. Regd No. ODIODI/2010/46693
Breaking News
25-Nov-2020
ଭୁବନେଶ୍ବର, (ପ୍ରେରଣା ଖବର) - IFS ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୧୯୮୭ ବ୍ୟାଚ୍ର IFS ଅଭୟ ଅତିରିକ୍ତ PCCF ଅଛନ୍ତି, ଓଡ଼ିଶା ସମେତ ମହାରାଷ୍ଟ୍ର ଓ ବିହାରରେ ଏକକାଳୀନ ଚଢ଼ାଉ, କେନ୍ଦ୍ରୀୟ ସଂସ୍ଥାର ସୂଚନା କ୍ରମେ ଭିଜିଲାନ୍ସର ଚଢ଼ାଉ!!*ଓଡ଼ିଶାର ୪ଟି, ମହାରାଷ୍ଟ୍ରର ୩ଟି ଓ ବିହାରର ୩ଟି ସ୍ଥାନରେ ଚଢ଼ାଉ, ଲକଡାଉନ ସମୟରେ ବିଭିନ୍ନ ସ୍ଥାନକୁ ଚାଟାର୍ଡ ପ୍ଲାଇଟରେ ଯାଇଥିଲେ ଅଭୟକାନ୍ତ, ଭୁବନେଶ୍ବରରୁ ପୁଣେ, ଭୁବନେଶ୍ବରରୁ ମହାରାଷ୍ଟ୍ର ଯାଇଥିଲେ ଅଭୟକାନ୍ତ!!*ଭୁବନେଶ୍ବରରୁ ଦିଲ୍ଲୀ ଓ ଭୁବନେଶ୍ବରରୁ ପାଟଣା ଯାଇଥିଲେ ଅଭୟକାନ୍ତ, ଥରେ ଚାଟାର୍ଡ ପ୍ଲାଇଟରେ ଗଲେ ୧୫ରୁ ୨୫ ଲକ୍ଷ ଟଙ୍କା ଦେୟ ଦେବାକୁ ପଡ଼ିଥାଏ, ଅଭୟକାନ୍ତଙ୍କ ସହ ତାଙ୍କ ପୁଅ ଆକାଶ ପାଠକ ମଧ୍ୟ ଯାଇଥିଲେ!!