-+91-9937148622 |

prerana_bgr@rediffmail.com |

  Tuesday 25th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

ସାବିତ୍ରୀ ଦେବୀ ମହାବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ  

16-Jul-2022



କଟକ (ପ୍ରେରଣା ଖବର (କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ଶିଶୁଆ ଠାରେ ଅବସ୍ଥିତ ସାବିତ୍ରୀ ଦେବୀ ଘରୋଇ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ଯୁକ୍ତ ତିନିର ଶେଷ  ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ ଯୁକ୍ତ ତିନି ର ପ୍ରଥମ ଓ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀ ମାନେ ବିଦାୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଖୁଣ୍ଟିଆ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ ମହାବିଦ୍ୟାଳୟ ର ପ୍ରତିଷ୍ଠାତା ଶ୍ରୀଯୁକ୍ତ ଉମାକାନ୍ତ ଓଝା  ଓ ସମ୍ମାନୀୟ ଅତିଥି ଶ୍ରୀଯୁକ୍ତ ଦେବେନ୍ଦ୍ର ନାଥ ପତି । ସଭା ଆରମ୍ଭରେ ମୁଖ୍ୟ ଅତିଥି ପ୍ରଦୀପ ପ୍ରଜ୍ବଳନ କରିବା ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରସ୍ତୁତ କରାଯାଇଥିବା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇ ସଭା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦାୟକାଳୀନ ବକ୍ତବ୍ୟ ରଖିଥିଲେ।

ପ୍ରଥମେ ମୁଖ୍ୟ ଅତିଥି ଛାତ୍ରଛାତ୍ରୀ ମାନଙ୍କୁ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଅନେକ ହିତୋପଦେଶ ଦେଇଥିଲେ । ପରେ ଅତିଥି ଓ ମହାବିଦ୍ୟାଳୟ ର ଅଧ୍ୟାପକ ଓ ଅଧ୍ୟାପିକା ମାନେ ସେମାନଙ୍କ ର ବକ୍ତବ୍ୟ ରଖିଥିଲେ। ସଭା ଶେଷରେ ବିଦାୟ ସଙ୍ଗୀତ ଗାନ କରାଯାଇ ସଭା କାର୍ଯ୍ୟକ୍ରମ ଶେଷ କରାଯାଇଥିଲା।  ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଶ୍ରୀ ସିଦ୍ଧାର୍ଥ ଆଚାର୍ଯ୍ୟ,ଗିରିଜା ପ୍ରସାଦ ମିଶ୍ର, ଅମିୟ ରଞ୍ଜନ ଦାସ, ପ୍ରକାଶ ଚନ୍ଦ୍ର ସାହୁ, ପ୍ରଦୀପ କୁମାର ସୂତାର, ଜ୍ୟୋତିର୍ମୟୀ ସାହୁ, ରୁଙ୍କୀ ପ୍ରିୟଦର୍ଶିନୀ ସାମଲ,ଗଣେଶ୍ୱର ସାମଲ, ସ୍ମୃତି ରଞ୍ଜନ ଚୌଧୁରୀ, ଅଲେଖ ପ୍ରସାଦ ସାମଲ ଓ ମହାବିଦ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ  ଯୋଗ ଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କ ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ମାନେ ପ୍ରଶଂସା କରିଥିଲେ। 

(ହିମାଂଶୁ ଶେଖର ଲେଙ୍କା) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like