-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ବିକାଶ ଲ’ ସ୍କୁଲ୍‌ରେ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳିତ

16-Jul-2022



ବରଗଡ଼(ନିରଞ୍ଜନ ତ୍ରିପାଠୀ): ଆଜି ବିକାଶ ଲ’ ସ୍କୁଲ୍‌ରେ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିକାଶ ଲ’ ସ୍କୁଲ, ବିକାଶ ଡିଗ୍ରୀ କଲେଜ, ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ, ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଓ ବିକାଶ ନର୍ସିଂ କଲେଜ ର ମିଳିତ ଆନୁକୂଲ୍ୟରେ ଏକ ଯୁବ କୌଶଳ କର୍ମଶାଳା ଆୟୋଜିତ ହୋଇଥିଲା । ଲ’ ସ୍କୁଲ୍‌ର ଅଧ୍ୟକ୍ଷ ପ୍ରଫେସର୍ ଡ.ବିକ୍ରମ କୁମାର ଦାସ ପ୍ରାରମ୍ଭିକ ଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ସମ୍ମାନୀୟ ବରଗଡ଼ ଡିଷ୍ଟ୍ରିକ୍ଟ୍ ଏବଂ ସେସନ୍ ଜଜ୍ ଶ୍ରୀ ଅସୀମ କୁମାର ଦଳବେହେରା ଯୋଗଦେଇ ନିଜର ବକ୍ତବ୍ୟରେ ଯୁବବର୍ଗ ନିଜର ବ୍ୟକ୍ତିଗତ ସମସ୍ୟାରେ ବିଚଳିତ ନ ହୋଇ ଛାତ୍ରଜୀବନରୁ ହିଁ ଦେଶସେବାରେ ନିଜକୁ ନିୟୋଜିତ କରିବା ପାଇଁ ଉଦ୍‌ବୋଧନ ଦେଇଥିଲେ । ବକ୍ତା ତଥା ରିସୋର୍ସ୍ ପର୍ସନ୍ ଭାବରେ ବ୍ରିଗେଡିୟର୍ ଶ୍ରୀ ବିଦ୍ୟୁତ୍ କୁମାର ଦାଶ (ଚେୟାର୍ ପର୍ସନ୍‌, ଡିଷ୍ଟ୍ରିକ୍ଟ୍ ଚାଇଲ୍ଡ୍ ୱେଲ୍‌ଫେୟାର୍ କମିଟୀ, ବରଗଡ଼) ଯୋଗଦେଇ ଛାତ୍ରଛାତ୍ରୀମାନେ ବିଭିନ୍ନ କ୍ଷେତ୍ରରେ କିପରି ନେତୃତ୍ୱ ନେବାର ଅଧିକାରୀ ହୋଇପାରିବେ, “ୟୁଥ୍ ସ୍କିଲ୍ ଡେଭେଲପ୍‌ମେଣ୍ଟ୍‌” ବିଷୟବସ୍ତୁ ମାଧ୍ୟମରେ ନିଜର ଉପସ୍ଥାପନା ରଖିଥିଲେ । ଅନ୍ୟତମ ବକ୍ତା ତଥା ରିସୋର୍ସ୍ ପର୍ସନ୍ ଭାବରେ ଡ.ରମାକାନ୍ତ ଶତପଥୀ (ପ୍ରେସିଡେଣ୍ଟ୍‌, ଡିଷ୍ଟ୍ରିକ୍ଟ୍ କଞ୍ଜ୍ୟୁମର୍ ରିଡ୍ରେସାଲ୍ କମିଶନ୍‌, ସମ୍ବଲପୁର) “ସ୍କିଲ୍ ଡେଭେଲପ୍‌ମେଣ୍ଟ୍ ଅନ୍ ରାଇଟ୍ ଟୁ ଇନ୍‌ଫର୍ମେସନ୍‌” ଉପରେ ଗୁରୁତ୍ୱାରୋପ କରି ଭାରତ ସରକାରଙ୍କ ରାଇଟ୍ ଟୁ ଇନ୍‌ଫର୍ମେସନ୍ ମାଧ୍ୟମରେ ସାଧାରଣ ଜନତା କିପରି ଜଣେ ସରକାରୀ ଏଡ୍‌ମିନିଷ୍ଟ୍ରେନ୍ ରେ କାର୍ଯ୍ୟରତ ଅଧିକାରୀଙ୍କ ପରି କ୍ଷମତାସମ୍ପନ୍ନ, ସେ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇଥିଲେ । ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ନିଜର ଅଭିଭାଷଣରେ ଯୁବବର୍ଗରେ ଦକ୍ଷତା ଓ କୌଶଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ । ବିକାଶ ଗ୍ରୁପ୍ ର ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ମୁଖ୍ୟ ଅତିଥିଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ ଯୁବମାନଙ୍କ ବର୍ଗରେ ଥିବା ଲୁକ୍କାୟିତ ଦକ୍ଷତାର ସନ୍ଧାନ ସମ୍ବନ୍ଧରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଲ’ ସ୍କୁଲର ଅଧ୍ୟାପକ ଶ୍ରୀ ଅଭିନନ୍ଦନ ଖୁଣ୍ଟିଆ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ ଓ ଅଧ୍ୟାପିକା ନୀରଜା ଅଗ୍ରୱାଲ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୁଖ୍ୟ ଅତିଥିଙ୍କ ସହିତ ସେକ୍ରେଟାରୀ, ଡିଏଲ୍‌ଏସ୍‌ଏ, ବରଗଡ଼ ଶ୍ରୀ ବିଭୁ କଲ୍ୟାଣ ପାଢ଼ୀ ଓ ରେଜିଷ୍ଟ୍ରାର୍‌, ଡିଷ୍ଟ୍ରିକ୍ଟ୍ କୋର୍ଟ୍‌, ବରଗଡ଼, ଶ୍ରୀ ବିଶ୍ୱ ବିସୃତ କର ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ବିକାଶ ଡିଗ୍ରୀ କଲେଜ, ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ, ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଓ ବିକାଶ ନର୍ସିଂ କଲେଜର ଅଧ୍ୟକ୍ଷ, ଉପାଧ୍ୟକ୍ଷମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ବିକାଶ ଲ’ ସ୍କୁଲ୍‌ର ଅଧ୍ୟାପକ ଶ୍ରୀ ଶିବାନନ୍ଦ ସାହୁ, ଶ୍ରୀ ନୟନଜ୍ୟୋତି ଦାସ, ରୋଜି ମେହେର, ସାରିକା ଦାଶ ଓ ସାଗରିକା ବିଶ୍ୱାଳ ସହଯୋଗ କରିଥିଲେ । ବିକାଶ ଅଣ୍ଡରଗ୍ରାଜୁଏଟ୍ କ୍ୟାମ୍ପସ୍‌ର ସମସ୍ତ ବିଭାଗର ଛାତ୍ରଛାତ୍ରୀ ବହୁସଂଖ୍ୟାରେ ଯୋଗଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ । ଶେଷରେ ଅଧ୍ୟାପକ ଶ୍ରୀ ଜୈମିନୀ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like