-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ସମ୍ବାଦ ଓ ସାହିତ୍ୟ ଘର ପକ୍ଷ ରୁ ବୃକ୍ଷ ରୋପଣ କାର୍ଯକ୍ରମ ଅନୁଷ୍ଠିତ

16-Jul-2022



ବଲାଙ୍ଗିର/ବେଲପଡା  (ପୁର୍ଣ୍ଣ ଶଶୀ ଶେଖର ରାଓ) ସମ୍ବାଦ ଓ ସାହିତ୍ୟ ଘର ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ , ସମ୍ମାନିତ ଅତିଥି ଜିଲ୍ଲା ପରିଷଦ ଚେୟାରମେନ ଦେବକୀ ସାହୁ ଓ ତାଙ୍କ

ପ୍ରତିନିଧି ଲେଙ୍କା ସାହୁ ଉପସ୍ଥିତ ଥିଲେ।  ବେଲପଡ଼ା ବ୍ଲକ୍ ସମ୍ବାଦ ପ୍ରତିନିଧି ଗୋଲାପ କୁମାର୍ ମିଶ୍ର କାର୍ଯ୍ୟ ର ପ୍ରତିନିଧିତ୍ଵ କରିଥିଲେ । ବୃକ୍ଷରୋପଣ କାର୍ଯ୍ୟକ୍ରମ ଡୁଙ୍ଗୁରିପାଲି ଗ୍ରାମ ରୁ ରାମ ମନ୍ଦିର ପର୍ଯ୍ୟନ୍ତ ହୋଇ ଥିବା ବେଳେ ସମୁଦାୟ ୧୧୨ ଟି ବୃକ୍ଷ ରୋପଣ ହୋଇଥିଲା । ତା ସହିତ କାର୍ଯ୍ୟକ୍ରମ ରେ ବେଲପଡ଼ା ସରପଞ୍ଚ ହରିଶ ବୁଡେକ, ମଣ୍ଡଳ ସରପଞ୍ଚ ସରୋଜ ସେଠ୍ , ମଧ୍ୟପୁର ସରପଞ୍ଚ ରାମଗୋପାଳ ନାଏକ, ଆଦି ଉପସ୍ଥିତ ଥିଲେ । ତା ସହ ସେଠାରେ ଆଲୋକ କୁମାର ପାଣିଗ୍ରାହୀ , ସଞ୍ଜୀବ ମିଶ୍ର,  ସୁଶିଲ ନାଗ ,  ବନମାଳୀ ଖମାରୀ , ମଧୁସୁଦନ ଦାସ , ଆଲୋକ ବେହେରା , ପିଣ୍ଟୁ ଅଗ୍ରୱାଲ , ହଲୁ ସୁନା, ସୁରେନ୍ଦ୍ର ବାରିକ, ଜନାର୍ଦ୍ଦନ ବାରିକ, ପ୍ରଦୀପ ବୁଡେକ, ପ୍ରମୋଦ ବୁଡେକ, ଅରବିନ୍ଦ ପଣ୍ଡା , କଇଁଟୁ ମେହେର, ଦିପକ ପୁଟେଲ, ମୁନା ପୁଟେଲ, ଦେବାଶିଷ ତ୍ରିପାଠୀ, ପ୍ରଶାନ୍ତ ପାଲ, ଚତୁର୍ଭୁଜ ବୁଡେକ ଆଦି ଉପସ୍ଥିତ ଥିଲେ । ତା ସହ  ଜନ କଲ୍ୟାଣ ସଙ୍ଗଠନ ର ସମସ୍ତ କର୍ମକର୍ତ୍ତା କାର୍ଯ୍ୟକ୍ରମରେ  ଉପସ୍ଥିତ ରହି ସହଯୋଗ କରିଥିଲେ । ସେଠାରେ ସଙ୍ଗଠନ ର ସଭାପତି କାନ୍ତ ରଣା , ଉପସଭାପତି ମିଥିଳା ମେହେର , ସମ୍ପାଦକ କେଦାରନାଥ ଦଣ୍ଡସେନା , ସହ ସମ୍ପାଦକ ଦୈତାରି ପସୟତ୍, କୋଷାଧ୍ୟକ୍ଷ ଭୋଜରାଜ ମେହେର , ସୁମିତ୍ ସିଂହ, ରାହାସ ଦଣ୍ଡସେନା , ପ୍ରମୋଦ ମେହେର , ତିକେଚନ୍ଦ୍ର ଦଣ୍ଡସେନା , କୁମୁଦିନୀ ମେହେର , ଭୋଜରାଜ ଦଣ୍ଡସେନା, ମନ୍ତୁ ମେହେର , କୁନୁ ମେହେର , ନରେଶ ସାହୁ , ସୁକାନ୍ତି ମେହେର , ମନିଷା ବାହୁକ୍ , ରାଜେଶ ମେହେର , ସୁବାସିନି ମୁଣ୍ଡା, ବନିତା ମେହେର , ପ୍ରମୋଦ ବେହେରା , ରୀଙ୍କୁ ମେହେର

, ମହେନ୍ଦ୍ର ମେହେର , ଦଶରଥ ମେହେର , ଭୁବନେଶ୍ୱର ନାଗ , ସୁରେଶ ବରିହା ପ୍ରମୁଖ ଉପସ୍ଥିତ ଥିଲେ । ତା ବାଦ ବେଲପଡ଼ା ବ୍ଲକ୍ ର ସମସ୍ତ ସାମ୍ବାଦିକ ଭୋଜରାଜ ଦଣ୍ଡସେନା , ପୁର୍ଣ୍ଣ ଶଶି ଶେଖର ରାଓ , ଗୁଣନିଧି ପୁଟେଲ, ପିଣ୍ଟୁ ପୁଟେଲ , ବନମାଳୀ ମହାଖୁଡ , ନଟବର ମହାନନ୍ଦ ଆଦି ଉପସ୍ଥିତ ଥିଲେ । ଏଭଳି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଅଞ୍ଚଳ ର ଲୋକେ ଧନ୍ୟବାଦ ଦେଇଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like