-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ପ୍ରବଳ ବର୍ଷାରେ ଦାଣ୍ଡପାଣି-ବଲାଙ୍ଗୀର ରାସ୍ତା ବିଛିନ୍ନ

17-Jul-2022



ଲୋଇସିଂହା (ବିନୋଦ କୁମାର ଦୀପ) ଗତକାଲି ରାତିରେ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ଯୋଗୁଁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି l ବିଶେଷକରି ଗ୍ରାମାଞ୍ଚଳର ରାସ୍ତା ଗୁଡିକ ଜଳମଗ୍ନ ହେବା ସହିତ ଚାଷଜମି ଗୁଡିକ ପାଣି ଘେରରେ ରହିଛି l ଲୋଇସିଂହା ବ୍ଲକର ଆଭ୍ୟନ୍ତରୀଣ ରତାଖଣ୍ଡି

ପଂଚାୟତର ଦାଣ୍ଡପାଣି ଗ୍ରାମରୁ ତବଲବାଞ୍ଜି- ଗଡ଼ଶଙ୍କର ଡୁଙ୍ଗୁରିପାଲି-ବଲାଙ୍ଗୀରକୁ ସଂଯୋଗ କରୁଥିବା  ରାସ୍ତା ପ୍ରବଳ ବର୍ଷାରେ ଧୋଇ ହୋଇଯାଇଛି l ଫଳରେ ଏହି ରାସ୍ତା ଉପରେ ନିର୍ଭରଶୀଳ ଗ୍ରାମ ଗୁଡିକର ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ଅତି ବିପଦଶଙ୍କୁଳ ଅବସ୍ଥାରେ ସ୍ଥାନୀୟ ଲୋକେ ତଥା ଗୃହପାଳିତ ପଶୁ ଗୁଡିକ ରାସ୍ତା ପାର ହେଉଥିବା ଦେଖିବାକୁ ମିଳିଛି l ସେହିପରି ବଲାଙ୍ଗୀର ଜିଲ୍ଲା ପୂର୍ତ୍ତ ବିଭାଗ

ତରଫରୁ ଉପରବାହାଲ- ଫଲସାମାଲ ନିର୍ମାଣାଧୀନ ରାସ୍ତାରେ ଥିବା ପୋଲ ଗୁଡିକୁ ଭାଙ୍ଗି ଦିଆଯାଇଥିବାରୁ ଏବେ ବର୍ଷା ଦିନରେ ସ୍ଥାନୀୟ ବାସିନ୍ଦା ବେଶ ହଇରାଣ ହେଉଥିବା ଦେଖିବାକୁ ମିଳିଛି । ଅଧାପନ୍ତରିଆ ଅବସ୍ଥାରେ ପୁର୍ତ୍ତ ବିଭାଗ ରାସ୍ତା କାମ ବନ୍ଦ କରି ଦେଇଥିବାରୁ  ଏହି ରାସ୍ତାରେ ଚଳାଚଳ କରୁଥିବା ଏକମାତ୍ର ଘେରାଉ ବସସେବା ମଧ୍ୟ ବନ୍ଦ ହୋଇ ଯାଇଛି l ବଲାଙ୍ଗୀର ଜିଲ୍ଲାପାଳ ଏଥିପ୍ରତି ସ୍ଵତନ୍ତ୍ର ଭାବେ ଦୃଷ୍ଟିଦେଇ ପଦକ୍ଷେପ ନେବାକୁ ସାଧାରଣରେ  ଦାବି ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like