-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||     

HOME   ଜିଲ୍ଲା

ବର୍ଷାପାଣି ର ତାଣ୍ଡବ ନୃତ୍ୟ ରେ ୫-ଟି ହାଇସ୍କୁଲ ବେହାଲ

17-Jul-2022



ବରଗଡ:-ସମଗ୍ର ରାଜ୍ୟରେ ଏବେ ଦେଖାଦେଇଛି ବର୍ଷାରାଣୀ ର ତାଣ୍ଡବନୃତ୍ୟ । କେଉଁଠି ଝିପିଝିପି ବର୍ଷା ତ ଆଉ କେଉଁଠି ପ୍ରବଳ ବର୍ଷା ରେ ବେହାଲ ହୋଇପଡିଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ଅଧିନରେ ଯାଉଥିବା ଟେମରି ହାଇସ୍କୁଲ ରେ ।ପ୍ରବଳ ବର୍ଷାରେ ନିର୍ମାଣାଧୀନ ୫-ଟି ସ୍କୁଲ ର ସମ୍ପୁର୍ଣ୍ଣ ବାରଣ୍ଡାରେ ନାହିଁ ନଥିବା ବର୍ଷାପାଣି । ବାରଣ୍ଡା ବର୍ଷା ପାଣିରେ ସନ୍ତରଣ କରୁଛି ଜୋତା ଚପଲ । ରାଜ୍ୟ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରି ସ୍କୁଲ କୁ ଢାଞ୍ଚା ବଦଳାଇବାରେ ବ୍ୟସ୍ତ ଥିବାବେଳେ ଏ ହାଲ କାହିଁକି ଏବଂ କଣ ପାଇଁ ବୋଲି ମନରେ ପ୍ରଶ୍ନ ଉଙ୍କି ମାରିବାରେ ଲାଗିଛି । ସ୍ଥାନୀୟ ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହୁଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026

You Might Also Like